ଉତ୍କଳ ଦିବସରେ ରକ୍ତଦାନ ଶିବିର

ଦିଗପହଣ୍ଡି,୧।୪ (ଅଶେଷ ନାଥ ମିଶ୍ର): ପବିତ୍ର ଉତ୍କଳ ଦିବସ ଅବସରରେ ମଙ୍ଗଳବାର ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ  ଗଣିଆନାଳ ଛକର ମା' ପିତାମ୍ୱରୀ ବଣିକ ସଂଘ ପକ୍ଷରୁ…

୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି

ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର କାର୍ମିକ…

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ ଯାଉଛନ୍ତି।…

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା କରିଛନ୍ତି।…

ଭାରତର ଶତ୍ରୁ ଦେଶକୁ ଝଟ୍‌କା ଦେଲା ଚାଇନା, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ। କିନ୍ତୁ…

ଶହୀଦ ରାଜକିଶୋରଙ୍କ ଘରେ ପହଞ୍ଚିଲେ ମନ୍ତ୍ରୀ

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ସହିଦ ରାଜକିଶୋର ମୁଣ୍ତାଙ୍କ ଘରକୁ ଆଜି ମଧ୍ୟାହ୍ନରେ ରାଜ୍ୟ ଜଙ୍ଗଲ ବିଭାଗ…

ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକଉତ୍ସବ

ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ମଙ୍ଗଳବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବ…

ମିଶନ ଶକ୍ତି କାଫେ ଉଦ୍‌ଘାଟନ କଲେ ବିଧାୟକ

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଛକଠାରେ ମଙ୍ଗଳବାର ସନ୍ଧ୍ୟାରେ ମିଶନ ଶକ୍ତି କାଫେ ଉଦ୍‌ଘାଟିତ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…

ଛାତ୍ରୀଛାତ୍ରଙ୍କୁ ପୌଷ୍ଟିକ ମାଣ୍ଡିଆ ଲଡୁ ବଣ୍ଟନ

ଦିଗପହଣ୍ଡି,୧ା୪(ଅଶେଷ ନାଥ ମିଶ୍ର): ରାଜ୍ୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶାନାମା ଅନୁଯାୟୀ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ମଙ୍ଗଳବାରଠାରୁ ଦିଗପହଣ୍ଡି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ପୌଷ୍ଟିକ…

୬ମାସ ହେଲା କାମ କରୁନି ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ, ପଦକ୍ଷେପ ନ ନେଲେ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ

ଲାଞ୍ଜିଗଡ, ୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡପଦର ପଞ୍ଚାୟତ ବୋରପଦର ଗାଁଠାରେ ଦୀର୍ଘ ୬ମାସ ହେଲା ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ କାମ କରୁନାହିଁ।…