ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ):ଏକ ଦଶନ୍ଧିରୁ ଅଧିକା ଦିନ ବିତିଲା, ହେଲେ ଜନଜାତିଙ୍କ ଉଦ୍ଦେଶ୍ୟରେ କରାଯାଇଥିବା ଜନଜାତି ହାଟଟି ଆଜି ପର୍ଯ୍ୟନ୍ତ କାହା କାର୍ଯ୍ୟରେ ଲାଗିପାରି ନାହିଁ।…
ବେଜିଂ,୧।୪: ଚାଇନା ସେନା ତାଇୱାନ ଚାରିପାଖରେ ଯୁଦ୍ଧ ଅଭ୍ୟାସ ଆରମ୍ଭ କରିଛି। ଚାଇନା ସେନାର ପୂର୍ବ ଥିଏଟର କମାଣ୍ଡର ସରକାରୀ WeChat ଆକାଉଣ୍ଟରେ ଏହି ସୂଚନା ଦିଆଯାଇଛି।…
ରାଞ୍ଚି,୧।୪: ଝାଡ଼ଖଣ୍ଡର ବରହେଟରେ ଦୁଇଟି ମାଲବାହୀ ଟ୍ରେନ ମଧ୍ୟରେ ଧକ୍କା ହେବା ଯୋଗୁଁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା…
ନୂଆଦିଲ୍ଲୀ,୧।୪(ପି.ଟି.): କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଶିକ୍ଷାନୀତିକୁ ନିନ୍ଦା କରିଛନ୍ତି। କ୍ଷମତାର କେନ୍ଦ୍ରୀକରଣ, ବ୍ୟବସାୟୀକରଣ, ଘରୋଇ ସେକ୍ଟରରେ ପୁଞ୍ଜିନିବେଶର ଆଉଟ୍ସୋର୍ସିିଂ ଏବଂ ପାଠ୍ୟପୁସ୍ତକଗୁଡ଼ିକର ସାମ୍ପ୍ରଦାୟୀକରଣ…
ପ୍ୟାରିସ୍,୧।୪: ୟୁରୋପୀୟ ସଂଘ ପାଣ୍ଠି ହେରଫେର ମାମଲାରେ ଫ୍ରାନ୍ସର ଫାର୍-ରାଇଟ୍ ନେତ୍ରୀ ମାରିନ୍ ଲି ପେନ୍ ଦୋଷୀସାବ୍ୟସ୍ତ ହୋଇଛନ୍ତି। ସେ ଉଚ୍ଚ ପଦବୀ ପାଇଁ ଲଢ଼ିପାରିବେ ନାହିଁ ବୋଲି…
ଭୁବନେଶ୍ୱର,୧ା୪: ଆସନ୍ତା କିଛିଦିନ ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେହିପରି ଏପ୍ରିଲରୁ ଜୁନ୍ ମଧ୍ୟରେ ପୂର୍ବଭାରତ, ଉତ୍ତର-ପଶ୍ଚିମ ଭାରତ ସହ ଅନ୍ୟାନ୍ୟ ସ୍ଥାନରେ…
ନୂଆଦିଲ୍ଲୀ,୧।୪: ବାଂଲାଦେଶ ଅନ୍ତରୀଣ ସରକାରର ଉପଦେଷ୍ଟା ମହମ୍ମଦ ୟୁନୁସ୍ ବଙ୍ଗୋପସାଗର ଅଞ୍ଚଳରେ କ୍ଷମତା ବିସ୍ତାର ପାଇଁ ଚାଇନାକୁ ଆମନ୍ତ୍ରଣ କରିଛନ୍ତି, ଯାହା ପରୋକ୍ଷରେ ଭାରତର ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ…
ଭିଏନା, ୧ା୪: ଆଣ୍ଟିଡିପ୍ରେସାଣ୍ଟ (ଅବସାଦ ନିରୋଧୀ ଔଷଧ)କୁ ଲମ୍ବା ସମୟ ଧରି ସେବନ କରିବା ଦ୍ୱାରା ଆକସ୍ମିକ ହୃଦ୍ଘାତ ହେବାର ଆଶଙ୍କା ବଢ଼ିଥାଏ। ଅଷ୍ଟ୍ରିଆର ରାଜଧାନୀ ୟୁରୋପିଆନ…
ଭୁବନେଶ୍ୱର,୧ା୪: ଜାଲିଆତି ଓ ଆର୍ଥିକ ଠକେଇ ନିୟନ୍ତ୍ରଣ ପାଇଁ ୟୁନିଫାଏଡ୍ ପେମେଣ୍ଟସ୍ ଇଣ୍ଟରଫେସ୍(ୟୁପିଆଇ) ସହ ଜଡ଼ିତ ଅନେକ ନିୟମ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ବ୍ୟାଙ୍କ୍ରେ ଲିଙ୍କ…
ଭୁବନେଶ୍ୱର, ୧ା୪(ସୁନିତ୍ ମିଶ୍ର): ରାଜ୍ୟରେ ଯେତିକି ମଞ୍ଜୁରୀପ୍ରାପ୍ତ ଉଚ୍ଚପଦସ୍ଥ ସରକାରୀ ପଦପଦବୀ ରହିଛି ତାହା ପୂରଣ ହେଉନାହିଁ। ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍), ଭାରତୀୟ ପୋଲିସ ସେବା…