Video: ଇଦ୍‌ ଶୁଭେଚ୍ଛା ଜଣାଇବା ପାଇଁ ୩୬ଥର ଟେକ୍‌ ନେଲେ ସ୍ତ୍ରୀ: ରାଗିଗଲେ ପାକିସ୍ତାନ ଖେଳାଳି

ଇସଲାମାବାଦ୍‌,୩୧।୩: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଖେଳାଳି ୱାସିମ ଆକ୍ରମ ସମସ୍ତଙ୍କୁ ଇଦ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଆକ୍ରମ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି।…

ଏହି ଦିନ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ

ଗଜପତି(ଗିରିଧାରୀ ପରିଛା):୩୧।୩: ଉତ୍କଳ ଦିବସ ଅବଶରରେ ନିଜର ପ୍ରଥମ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ ପାଣିଗ୍ରାହୀ। ସମ୍ବାଦିକ ମାନଙ୍କ ସହ…

ଟ୍ରାଫିକ୍‌ ନିୟମ କଡ଼ାକଡ଼ି: ଇ-ଚାଲାଣ ପୈଠ ନ କଲେ ଡ୍ରାଇଭିଂ ଲାଇସେନ୍ସ ହେବ ଜବତ

ନୂଆଦିଲ୍ଲୀ,୩୧ା୩:ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ଘଟଣାରେ ଦଣ୍ଡସ୍ବରୂପ ଯେତିକି ଇ-ଚାଲାଣ କଟାଯାଉଛି, ତା’ର ମାତ୍ର ୪୦ ପ୍ରତିଶତ ଦେୟ ଆଦାୟ ହେଉଥିବା ଜଣାପଡ଼ିଛି। ଅନେକ ନିୟମ ଉଲ୍ଲଂଘନକାରୀ ଜରିମାନା…

ଅବସରନେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ, ମୁଖ୍ୟ କିରାଣି

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ଗୌଡ ସୋମବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ତେଣୁ ତାଙ୍କର ସହକର୍ମୀ ଯନ୍ତ୍ରୀ…

ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ , ୨୦୨୫ )

ପୁରୀର ଏକ ମସଜିଦରେ ମୁସଲମାନ ଭାଇମାନେ ଇଦ ପର୍ବ ପାଳନ କରୁଛନ୍ତି ଶ୍ରୀମନ୍ଦିର ରେ ମହାପ୍ରଭୁଙ୍କ ନୀତି ଚାଲୁଥିବାରୁ ଦର୍ଶନ ବନ୍ଦ ରହିଛି । ଭକ୍ତ ମାନେ…

ମା’ଙ୍କ ସହ ଭୋଜି ଖାଇବାକୁ ଯାଇଥିଲେ, ନାବାଳିକାଙ୍କୁ ବଳାତ୍କାର : ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର,୩୧ା୩(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍‌ ପ୍ରଣତି ପଟ୍ଟନାୟକ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।…

ପୋଲିସ ସହ ଗୁଳି ବିନିମୟରେ ମହିଳା ମାଓବାଦୀ ମୃତ

ମାଲକାନଗିରି,୩୧ା୩(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଓ ବିଜାପୁର ଜିଲା ସୀମାନ୍ତରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ…

ଫୁଟ୍‌ବଲ: ଟିଚର୍ସ କଲୋନି ଚାମ୍ପିୟନ

ରାଉରକେଲା,୩୧।୩(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସେକ୍ଟର-୬ସ୍ଥିତ ଇସ୍ପାତ ଷ୍ଟାଡିୟମ୍‌ଠାରେ ମା’ ସମଲେଶ୍ୱରୀ ୟୁଥ୍‌ କ୍ଲବ ଆନୁକୂଲ୍ୟରେ ସ୍ବର୍ଗତ ଜାତୀୟ ଫୁଟବଲ୍‌ ଖେଳାଳି ନୀନା ପଟ୍ଟନାୟକ ଓ କିଶୋର…

ମୁଖ୍ୟମନ୍ତ୍ରୀଙ୍କୁ ଜଳସେଚନ ପାଇଁ ଦାବି ଜଣାଇଲେ କୋକସରା ବ୍ଲକ ଉପାଧ୍ୟକ୍ଷ

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଗସ୍ତରେ ଆସି ରବିବାର ଭବାନୀପାଟଣା ଶ୍ରୀକୃଷ୍ଣ ନଗର ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତୋଦୟ ଗୃହ ଯୋଜନାର…

ଚଳିତ ବର୍ଷ ଏପ୍ରିଲ୍‌ରୁ ଜୁନ୍‌ ଅଗ୍ନିବର୍ଷା: IMD ଡିଜି

ନୂଆଦିଲ୍ଲୀ, ୩୧।୩: ସୋମବାର ଆଇଏମଡି କହିଛି ଯେ, ଭାରତରେ ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ। କେନ୍ଦ୍ରୀୟ ଏବଂ ପୂର୍ବ ଭାରତ ଏବଂ…