ସରିଆସୁଛି ବଜେଟ ଅଧିବେଶନ: ଆଲୋଚନାରେ ବିଜେଡି, ଭାଜପା; ବାହାରେ କଂଗ୍ରେସ

ଭୁବନେଶ୍ୱର,୩୧।୩(ରବିନାରାୟଣ ଜେନା): ଚଳିତ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅବଧି ଶେଷ ହେବାକୁ ଆଉ ୪ଟି କାର୍ଯ୍ୟ ଦିବସ ରହିଛି। ସେଥିମଧ୍ୟରେ ୨ଟି ଅଫିସିଆଲ ବିଜ୍‌ନେସ୍‌ ରହିଥିବାବେଳେ ଅନ୍ୟ…

ବାପା ଜୟନାରାୟଣଙ୍କୁ ଅନୁସରଣ କଲେ ଶୁଭଶ୍ରୀ,ବନ୍ଦେ ଉତ୍କଳ ଜନନୀ ଗାନବେଳେ ବସି ରହିଲେ

ସମ୍ବଲପୁର,୩୧ା୩(ଭବାନୀ ଶଙ୍କର ଭୋଇ): ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ରବିବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ…

ଫସିଥିବା ଲୋକେ ବଞ୍ଚିବା ଆଶା କ୍ଷୀଣ

ମାଣ୍ଡଲେ,୩୧ା୩: ମ୍ୟାନ୍‌ମାରର ଦ୍ୱିତୀୟ ସର୍ବବୃହତ୍‌ ସହର ମାଣ୍ଡଲେର ରାସ୍ତାଘାଟରେ ଗଳିତ ମୃତଦେହର ଗନ୍ଧ। ଉକ୍ତ ଅଞ୍ଚଳ ଏକ କବରସ୍ଥଳରେ ପରିଣତ ହୋଇଛି। ପ୍ରଳୟଙ୍କରୀ ଭୂକମ୍ପର ୨ ଦିନ…

ଭୂକମ୍ପ ସତ୍ତ୍ୱେ ବିଦ୍ରୋହୀଙ୍କୁ ସେନାର ଆକ୍ରମଣ

ବ୍ୟାଙ୍କକ୍‌,୩୧ା୩: ମ୍ୟାନ୍‌ମାରରେ ପ୍ରଳୟଙ୍କରୀ ଭୂକମ୍ପରେ ୧,୭୦୦ ଲୋକଙ୍କ ମୃତ୍ୟୁ ଘଟିବା ସହ ଅନେକ ହଜାର ଭଗ୍ନାବଶେଷ ତଳେ ରହିଯାଇଥିବା ଆଶଙ୍କା କରାଯାଉଛି। ଏଭଳି ବିପର୍ଯ୍ୟୟ ସମୟରେ ମଧ୍ୟ ଦେଶର…

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୫ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଚୈତ୍ର ମାସ ଶୁକ୍ଳ ଦ୍ୱିତୀୟା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ…

ଇସ୍ପାତ ଶିଳ୍ପରେ ଓଡ଼ିଶା ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରୁଛି

ଓଡ଼ିଶା ଆଇରନ୍‌ ଓ ଷ୍ଟିଲ୍‌ ଶିଳ୍ପରେ ସ୍କାନ୍‌ ଗ୍ରୁପ୍‌ ବେଶ୍‌ ଜଣାଶୁଣା। ଏହାର ଫ୍ଲାଗଶିପ୍‌ କମ୍ପାନୀ ସ୍କାନ ଷ୍ଟିଲ୍‌ ଲିମିଟେଡ୍‌ ରାଜଗାଙ୍ଗପୁରରେ ଅବସ୍ଥିତ ଏହାର ଇଣ୍ଟିଗ୍ରେଟେଡ୍‌ ଷ୍ଟିଲ୍‌…

ଉଦ୍ୟୋଗୀମାନେ ନୈତିକତା ବଜାୟ ରଖିବା ଜରୁରୀ

ଅତ୍ୟାଧୁନିକ ପ୍ରଣାଳୀରେ କାଜୁ ପ୍ରକ୍ରିୟାକରଣ କରି ବଜାରରେ ଉପଲବ୍ଧ କରାଇବାରେ ବିନାୟକ କ୍ୟାସ୍ୟୁଜ୍‌ ବେଶ୍‌ ପରିଚିତ। ଓଡ଼ିଶା କାଜୁକୁ ସାରା ଭାରତରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଢେଙ୍କାନାଳସ୍ଥିତ ଏହି…

ରାଜସ୍ଥାନ ରୟାଲ୍ସର ପ୍ରଥମ ବିଜୟ, ଚେନ୍ନାଇର ଦ୍ୱିତୀୟ ପରାଜୟ

ଗୁଆହାଟୀ, ୩୦।୩: ନୀତୀଶ ରାଣାଙ୍କ ବିସ୍ଫୋରକ ୮୧ ରନ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ପ୍ରଭାବୀ ବୋଲିଂ ସହାୟତାରେ ରାଜସ୍ଥାନ ରୟାଲ୍ସ ଚଳିତ ଆଇପିଏଲ୍‌ରେ ପ୍ରଥମ ବିଜୟ ସ୍ବାଦ…

ଓଡ଼ିଶାରେ କଇଁଛଙ୍କ ସର୍ବକାଳୀନ ରେକର୍ଡ: ସଂଖ୍ୟା ଟପିଲା ୧୫.୧୧ଲକ୍ଷ

ଭୁବନେଶ୍ୱର,୩୦।୩: ଚଳିତବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିିରେ ରଖି ଓଡ଼ିଶାରେ କଇଁଛଙ୍କ ଆଗମନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୨୩-୨୪ବର୍ଷ ତୁଳନାରେ ଚଳିତବର୍ଷ ୫ଗୁଣ ଅଧିକ ଆସିଛନ୍ତି। ଏହାକୁ ନେଇ…

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

କୁଚିଣ୍ଡା,୩୦୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା କୁସୁମୀ ଫାଣ୍ଡି ଅଞ୍ଚଳରେ ଘରୋଇ କଳହକୁ ନେଇ ଜଣେ ମହିଳାଙ୍କୁ ହତ୍ୟା କରିଛନ୍ତି ତାଙ୍କ ସ୍ବାମୀ। ମୃତା ହେଲେ…