ରାଷ୍ଟ୍ରୀୟ ନୂଆବର୍ଷରେ ନୂଆ ଯୋଜନାର ଶୁଭାରମ୍ଭ, ଗରିବଙ୍କୁ ମିଳିବ ଘର

ଦାରିଙ୍ଗବାଡ଼ି,୩୦ା୩(ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଦ୍ୱାରା ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଭିଡିଓ କନ୍‌ଫରେନି୍ଂସ ମାଧ୍ୟମରେ ହୋଇଯାଇଛି। ଏହି…

OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ

କଟକ,୩୦ା୩: OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ।…

ବନ୍ଦ ଘରୁ ମିଳିଲା ଯୁବତୀ-ଯୁବକଙ୍କ ମୃତଦେହ

ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ତଥା ହଳଦୀ ପଞ୍ଚାୟତ ଅନ୍ତର୍ଗତ ସେମେଲପାଲି ଗାଁର ଏକ ଘରୁ ରବିବାର ସକାଳେ ଯୁବତୀଯୁବକଙ୍କ ମୃତଦେହ ପୋଲିସ ଜବତ…

ପାଳନ ହେଲା ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ

ପଦ୍ମପୁର,୩୦ା୩(ପ୍ରଦୀପ୍ତ ଦାଶ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ଦୀପ…

କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା

କେନ୍ଦୁଝର,୩୦ା୩: ରବିବାର କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ସମସ୍ତ ୧୩ଟି ବ୍ଲକରେ…

ସ୍କୁଲ ଫି ୮୦୦ ଟଙ୍କା ପାଇଁ କିଶୋରୀଙ୍କୁ ପରୀକ୍ଷାରୁ କଲେ ବଞ୍ଚିତ, ଦୁଃଖରେ କରିଦେଲେ ଆତ୍ମହତ୍ୟା

ନୂଆଦିଲ୍ଲୀ,୩୦ା୩: ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ଜଣେ ୧୭ ବର୍ଷୀୟା ନାବାଳିକା ସ୍କୁଲ ଫି ୮୦୦ ଟଙ୍କା ପୈଠ କରି ନଥିବାରୁ ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ ପରୀକ୍ଷା…

କଲେଜ ଯାଇ ଘରକୁ ଫେରିନାହାନ୍ତି ନାବାଳିକା ଝିଅ, ଅପହରଣକାରୀଙ୍କ ଗିରଫ ଦାବିରେ ଧାରଣା

ଚାନ୍ଦବାଲି,୩୦ା୩(ଅଶୋକ ପଣ୍ଡା): ନାବାଳିକା ଝିଅକୁ ଅପହରଣ ଘଟଣାରକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ନାବାଳିକାକୁ ଉଦ୍ଧାର କରିବାରେ ବିଫଳ। ଅପହରଣକାରୀଙ୍କୁ ଗିରଫ ଦାବିକରି ଫାଣ୍ଡି…

ଖଜୁରୀପଡ଼ାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

ଖଜୁରୀପଡ଼ା,୩୦ା୩(ବିଦୁର ବେହେରା): ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର କଳାହାଣ୍ଡି ଜିଲାରୁ ଆରମ୍ଭ ହୋଇଛି ଏହି ଯୋଜନା। ୫୦ ହଜାର…

ଆପଣଙ୍କର ଏହି ୧୦ ଅଭ୍ୟାସ ଅଛି କି? ଯୁବାବସ୍ଥାରେ ବୃଦ୍ଧ ପରି ଆସିବେ ନଜର, ତୁରନ୍ତ କରନ୍ତୁ ଉପଚାର

ବୟସ ବଢ଼ିବା ସହ ବାର୍ଦ୍ଧକ୍ୟ ଆସିବା ସ୍ବାଭାବିକ କଥା। ହେଲେ ବହୁତ ଲୋକ ଏଭଳି ଅଛନ୍ତି ଯେଉଁମାନେ କମ୍‌ ବୟସରେ ବୟସାଧିକ ଭଳି ନଜର ଆସନ୍ତି। ଏହାର…

ହିମାଚଳରେ ଭୂସ୍ଖଳନ: ୬ ମୃତ

ଶିମ୍‌ଲା,୩୦ା୩: ହିମାଚଳପ୍ରଦେଶର କୁଲ୍ଲୁରେ ରବିବାର ଅପରାହ୍ନ ୫ଟାରେ ଭୂସ୍ଖଳନ ଘଟି ୩ ମହିଳାଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ଭୂସ୍ଖଳନରେ କେତେଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ…