ନୂଆଦିଲ୍ଲୀ,୨୬।୩: UPI ସେବାରେ ଏକ ବଡ଼ ଯାନ୍ତ୍ରିକ ସମସ୍ୟା ଦେଖିବାକୁ ମିଳିଛି। ଫଳରେ ହଜାର ହଜାର ଉପଭୋକ୍ତା ପେମେଣ୍ଟ ଏବଂ ଟଙ୍କା ଟ୍ରାନ୍ସଫର ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ…
ଭୁବନେଶ୍ୱର,୨୬ା୩: ୨୯ ମାର୍ଚ୍ଚରୁ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଫେରିବାର ସମ୍ଭାବନା ରହିଛି। ଆଇଏମଡି ପୂର୍ବାନୁମାନ କରିଛି ଯେ ଆଗାମୀ ତିନି ଦିନ ମଧ୍ୟରେ ରାଜ୍ୟର ସର୍ବାଧିକ ତାପମାତ୍ରା…
ଦିଗପହଣ୍ଡି,୨୬|୩(ଅଶେଷ ନାଥ ମିଶ୍ର): ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି…
ଦାରିଙ୍ଗବାଡି, ୨୬ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଦୀର୍ଘ ବର୍ଷ ପରେ ଲୋକଙ୍କ ସମସ୍ୟାର ସମାଧାନ ହୋଇଛି। କାର୍ଯ୍ୟାଳୟକୁ ଆସୁଥିବା ଲୋକଙ୍କୁ ପିଇବାପାଣି…
ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହ ପରିସରରେ ନଗରପାଳ ପ୍ରଫୁଲ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବୁଧବାର ଏନଏସି ର ୧୭ ତମ ବାର୍ଷିକ ବଜେଟ…
ଭୁବନେଶ୍ୱର,୨୬ା୩: ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ''ରାଜ୍ୟରେ ଆଇନ ଶୃଙ୍ଖଳା…
ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ତଥା ଗଞ୍ଜାମ ଜିଲା ସରପଞ୍ଚ ସଂଘ ସଭାପତି ଏବଂ ଷୋହଳ ଖଣ୍ଡ ତିନି…
ରାଉରକେଲା,୨୬ା୩(ସଙ୍ଗୀତା ଜେନା): ପୁରୀରୁ ରାଉରକେଲା ଅଭିମୁଖେ ଆସୁଥିବା ବନ୍ଦେଭାରତ ଏକ୍ସପ୍ରେସ୍ରେ ବୁଧବାର ପଥର ମାଡ଼ ହୋଇଛି। ଏକ ବଗିର ଝରକା ପାଖ କାଚ ଭାଙ୍ଗି ଯାଇଥିବା ବେଳେ…
ଭୁବନେଶ୍ୱର,୨୬।୩: ଓଡ଼ିଶାରେ ଭାଜପା ସରକାର କ୍ଷମତାକୁ ଆସିବା ପରଠାରୁ ମହିଳା ବିରୋଧୀ ଅପରାଧ ବଢ଼ିବାରେ ଲାଗିଥିବା ଅଭିଯୋଗ ଆଣି କଂଗ୍ରେସ ଗୃହ କମିଟି ଗଠନ ଦାବିରେ ଅଟଳ…
ଦିଗପହଣ୍ଡି,୨୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସରପଞ୍ଚ ସଂଘ ପକ୍ଷରୁ ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ନବ ନିଯୁକ୍ତ ବିଡିଓ ଅନାମିକା ପାଣ୍ଡେଙ୍କୁ ସମ୍ବର୍ଦ୍ଧନା ଦିଆଯାଇିଛି…