ଏହି ଦିନ IPLରେ ପ୍ରଥମଥର ହେବ ୩୦୦ ରନ୍‌: ବଡ଼ ଭବିଷ୍ୟବାଣୀ କଲେ ଡେଲ ଷ୍ଟେନ

ନୂଆଦିଲ୍ଲୀ,୨୫।୩: ପୂର୍ବତନ ଦକ୍ଷିଣ ଆଫ୍ରିକା କ୍ରିକେଟର ଡେଲ ଷ୍ଟେନ ଏକ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ କରିଛନ୍ତି। ସେ ଆଇପିଏଲ ମ୍ୟାଚରେ ପ୍ରଥମ ଥର ପାଇଁ ୩୦୦ ରନ ସ୍କୋର…

ଆଶୁତୋଷ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ: ରୋମାଞ୍ଚକର ମ୍ୟାଚରେ ଲକ୍ଷ୍ନୌକୁ ଧୂଳି ଚଟେଇଲା ଦିଲ୍ଲୀ କ୍ୟାପିଟାଲ୍ସ

ବିଶାଖପାଟନମ,୨୪/୩:ଆଇପିଏଲ୍ ,୨୦୨୫ ରେ ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ରେ ଦିଲ୍ଲୀ କ୍ୟାପିଟାଲ୍ସ ଶେଷ ଓଭରରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ପରାସ୍ତ କରିଥିଲା । ବିଶାଖପାଟନମରେ ଖେଳାଯାଇଥିବା…

୩୬ ଅଭିଯୋଗ ଶୁଣିଲେ ଜିଲାପାଳ

ରାଇକିଆ,୨୪ା୩ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ କାର୍ଯ୍ୟାଳୟ ଠାରେ ସୋମବାର ଜିଲାପାଳ ଅମ୍ରିତ ଋତୁରାଜ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ସମୁଦାୟ ୩୬ ଟି…

ଅଶ୍ଳୀଳ ନୃତ୍ୟ ବନ୍ଦ କରିବା ପାଇଁ ସହଯୋଗ ଲୋଡ଼ିଲା ପୋଲିସ

ଖଲ୍ଲିକୋଟ,୨୪ା୩(ପ୍ରଶାନ୍ତ କୁମାର ମିଶ୍ର): ଚଳିତ ବର୍ଷ ଦଣ୍ଡ ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ବନ୍ଦ କରିବା ପାଇଁ ଲୋକପ୍ରତିନିଧିଙ୍କ ସହଯୋଗ ଲୋଡ଼ିଛି ପୋସିଲ। ସୋମବାର ଏ ସମ୍ପର୍କରେ…

ଖାଲି ପଡ଼ିଛି ୫୧ ପଦବୀ: ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ

ଭବାନୀପାଟଣା,୨୪ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାବାସୀଙ୍କ ଦୀର୍ଘଦିନର ଆନ୍ଦୋଳନ ପ ରାଜ୍ୟ ସରକାରଙ୍କ ପକ୍ଷରୁ ଭବାନୀପାଟଣା ସହର ଭଙ୍ଗାବାରୀଠାରେ ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଘୋଷଣା…

ମଣ୍ଡି ଖୋଲିବାକୁ ଜମି ଦାନ କଲେ ବଦାନ୍ୟ ଚାଷୀ

କୋକସରା,୨୪ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଝରିଆଗୁଡାଠାରେ ମଣ୍ଡି ଖୋଲିବା ପାଇଁ ଅଞ୍ଚଳର ଚାଷୀମାନେ ପ୍ରଶାସନ ନିକଟରେ ଦାବି କରିଆସୁଥିଲେ। ଏହାକୁ ଦୃଷ୍ଟିରେ…

ମିଳିଲାନି ମୃତ ଯୁବକଙ୍କ ପରିଚୟ: ସ୍ବେଚ୍ଛାସେବୀ କଲେ ଶବଦାହ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) - ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଜୁନାନୀ ଜଙ୍ଗଳରୁ ଗତ ୧୦ତାରିଖ ଜଣେ ଅଜଣା ଯୁବକଙ୍କ ମୃତଦେହ ମିଳିଥିଲା। ଅତାବିରା ଥାନା ପୋଲିସ…

ସରକାରୀ ଅର୍ଥ ଆତ୍ମସାତ: ସରପଞ୍ଚଙ୍କ ନାମରେ ମାମଲା 

କେସିଙ୍ଗା,୨୪।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଫଟକମାଲ ପଞ୍ଚାୟତ ଅଧୀନ ବୋରିଙ୍ଗ ପଦର ଗ୍ରାମର ମା’ ବୃନ୍ଦାବତୀ ସ୍ବୟଂ ସହାୟକ ଗୋଷ୍ଠୀର ସମ୍ପାଦିକା ତଥା କାର୍ଯ୍ୟକାରୀ…

ଦାରିଙ୍ଗବାଡିରୁ କଟକ ଚାଲିଲା ଶୀତତାପ ନିୟନ୍ତ୍ରଣ ବସ: ପ୍ରଥମଥର ମିଳିଲା ଏହି ସୁବିଧା

ଦାରିଙ୍ଗବାଡି, ୨୪।୩ (ଅରୁଣ ସାହୁ)- ଅଞ୍ଚଳର ଦୀର୍ଘ ଦିନର ଅଭାବକୁ ପୂରଣ କଲେ ରାଜ୍ୟ ସରକାର। ସୋମବାରଠାରୁ ଦାରିଙ୍ଗବାଡିରୁ କଟକକୁ ଶୀତତାପ ନିୟନ୍ତ୍ରଣ ସୁବିଧା ରହିଥିବା ସରକାରୀ…