ଦୟା ନଦୀ ପାଣି ପିଅନ୍ତୁ ନାହିଁ: ପରାମର୍ଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧: ପୁରୀ ଜିଲା କଣାସ ଅଞ୍ଚଳରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଝାଡ଼ାବାନ୍ତିରେ ୪ ଜଣଙ୍କର ଜୀବନ ଯାଇଥିବା ବେଳେ ଅନେକ ଲୋକ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ…

ରାଷ୍ଟ୍ରପତି ହେବା ପରେ ଚକିତ କଲା ଭଳି ୫ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ, ସାରା ବିଶ୍ୱକୁ ଥରାଇଦେଲା..

ଓ୍ବାଶିଂଟନ୍‌,୨୧।୧: ସୋମବାର ଡୋନାଲ୍ଡ ଟ୍ରମ୍ପ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ସେ ଚାରି ବର୍ଷ ପରେ ଦ୍ୱିତୀୟ ଥର ପାଇଁ…

ସ୍ବାମୀ ନୀରବ ରହୁଥିଲେ କେମିତି କରିବେ ହ୍ୟାଣ୍ଡେଲ୍‌…ଜାଣିନିଅନ୍ତୁ କିଛି ଟିପ୍ସ

ବେଳେବେଳେ ଚୁପ୍‌ ରହିଲେ ହିଁ ଅନେକ ସମସ୍ୟାର ସମାଧାନ ହୋଇଥାଏ। ହେଲେ ଦାମ୍ପତ୍ୟରେ ଏହି ପରିସ୍ଥିତି ସମ୍ପର୍କରେ ଦୂରତା ସୃଷ୍ଟି କରେ। ତେଣୁ ସ୍ବାମୀ ଯଦି ଆବଶ୍ୟକତା…

ଡିସଚାର୍ଜ ହେବା ପରେ ଠିକଣା ବଦଳାଇବେ ସୈଫ୍‌, ଏବେ ରହିବେ ଏଇଠି…

ମୁମ୍ବାଇ,୨୧।୧: ଆକ୍ରମଣ ପରେ ସୈଫ୍‌ ଅଲ୍ଲୀ ଖାନ ଏବେ ସୁସ୍ଥ ହେଉଛନ୍ତି। ମଙ୍ଗଳବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ଖବର ଅଛି ଯେ ସୈଫ୍‌ଙ୍କୁ ଡିସଚାର୍ଜ ପରେ…

୧୪୮ ବର୍ଷର କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି…ଶେଷ ୩ ବ୍ୟାଟ୍ସମ୍ୟାନ୍‌

ମୁଲତାନ,୨୧।୧: ପାକିସ୍ତାନ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଟେଷ୍ଟ ମୁଲତାନରେ ଖେଳାଯାଇଥିଲା। ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜକୁ ୧୨୭ ରନ୍‌ରେ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା। କିନ୍ତୁ ପରାଜୟ ସତ୍ତ୍ୱେ,…

ପରଦା ପଛରେ ରହି କାମ କରୁଛନ୍ତି ପାଣ୍ଡିଆନ! ରିଟର୍ନିଂ ଅଫିସର ନିଯୁକ୍ତ କଲେ ନବୀନ

ଭୁବନେଶ୍ୱର,୨୧।୧: ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ…

ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ: ଆସିଲା ଲିଷ୍ଟ୍‌

ଭୁବନେଶ୍ୱର,୨୧।୧: ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ଏକ ଅତିଥି ତାଲିକା…

ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ବାହାରେ ଥିବା ମହିଳା ବି ପାଇବେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୧।୧: ‘ସୁଭଦ୍ରା’ ଆବେଦନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି।…

କର୍ଲାମୁଣ୍ଡା ଅଞ୍ଚଳରେ ୪୪ ହାତୀ: ଚାଷୀ ଆତଙ୍କିତ

କର୍ଲାମୁଣ୍ଡା:୨୧।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଜାପାଟି ଓ ରିଞ୍ଜା ଅଞ୍ଚଳରେ ସୋମବାର ରାତିରୁ ହାତୀପଲ ବୁଲଛନ୍ତି। ଏହାକୁ ସ୍ଥାନୀୟଲୋକେ ଦେଖି ଭୟଭୀତ ହେଉଚନ୍ତିି।…

ବନ୍ଦ ଅଛି ଭିତରକନିକା: ହେଲେ ବି ବୁଲୁଛନ୍ତି ଭିଆଇପି ପର୍ଯ୍ୟଟକ

ରାଜନଗର,୨୧।୧(କୃତିବାସ ପ୍ରଧାନ): କେନ୍ଦ୍ରାପଡ଼ା ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିବା ବେଳେ ବୋଟରେ ବୁଲୁଛନ୍ତି ଇକୋରିଟ୍ରିଟ୍‌କୁ ଆସିଥିବା ଭିଆଇପି ପର୍ଯ୍ୟଟକ। କୁମ୍ଭୀର ଗଣନା ଯୋଗୁ ସାଧାରଣ ପର୍ଯ୍ୟଟକଙ୍କ…