ଗାଁରେ ପଡ଼ିଛି ବାଘ ପାଦଚିହ୍ନ, ଗ୍ରାମବାସୀ ଆତଙ୍କିତ

ଆନନ୍ଦପୁର,୫ା୧୧(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ବନଖଣ୍ଡ ଅଧୀନ ଷଡ଼ଙ୍ଗୀ ଗ୍ରାମରେ ବାଘ ପାଦଚିହ୍ନ ସ୍ପଷ୍ଟ ପରେ ଭୟଭୀତ ଅବସ୍ଥାରେ ଗାଁ ଲୋକେ। ସେପଟେ ବାଘର ପାଦଚିହ୍ନ ସ୍ପଷ୍ଟ…

ମହାଦେବଙ୍କ ଦର୍ଶନ ସାରି ଫେରୁଥିଲେ, ମହାନଦୀରେ ଓଲଟିଲା ଡଙ୍ଗା

କଟକ,୫ା୧୧: ମହାନଦୀରେ ଓଲଟିପଡ଼ିଲା ଡଙ୍ଗା। ସୌଭାଗ୍ୟବଶତଃ ସମସ୍ତ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅମଙ୍ଗେଇକୁଦର ଯାତ୍ରୀ ମହାଦେବଙ୍କ ଦର୍ଶନ ସାରି ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି।…

ମୋବାଇଲ ପାଇଁ ବଢୁଛି ସାଇବର ଠକେଇ, ଅପରାଧୀମାନେ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ୍‌ କରି…

ଗଞ୍ଜାମ,୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ସଚେତନତା ଶିବିର ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମଠାରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ଏସ୍‌ଡିପିଓ…

୮ମ ବେତନ କମିଶନ: ଜାଣନ୍ତୁ ୫ଟି ଗୁରୁତ୍ୱପୂର୍ଣ୍ଣ କଥା

ଭୁବନେଶ୍ୱର,୫।୧୧: କେନ୍ଦ୍ର ସରକାର ଅଷ୍ଟମ କେନ୍ଦ୍ରୀୟ ବେତନ ଆୟୋଗ (8th Central Pay Commission- CPC) ଗଠନ କରିବା ପରେ ଦେଶର ପ୍ରାୟ ଏକ କୋଟି କେନ୍ଦ୍ରୀୟ…

ଏହି ସହର ଭାରତର ସବୁଠାରୁ ଅପରିଷ୍କାର ସ୍ଥାନ- ଜାଣନ୍ତୁ ସବୁଠାରୁ ଖରାପ ଏବଂ ସୁନ୍ଦର ସହର ତାଲିକା

ଭୁବନେଶ୍ୱର,୫।୧୧: ଦଶନ୍ଧି ଧରି 'ସ୍ୱଚ୍ଛ ଭାରତ ମିଶନ' ଅଭିଯାନ ଚାଲିଥିଲେ ମଧ୍ୟ ସହରୀ ପରିମଳ ବ୍ୟବସ୍ଥାରେ ଗୁରୁତର ତ୍ରୁଟି ରହିଥିବା 'ସ୍ୱଚ୍ଛ ସର୍ବେକ୍ଷଣ ୨୦୨୫' ରିପୋର୍ଟରୁ ଜଣାପଡ଼ିଛି।…

ଟ୍ରେନିଂକୁ ଯାଉଥିଲେ ଫରେଷ୍ଟର, ବାଟରେ ଚାଲିଗଲା ଜୀବନ

ନବରଙ୍ଗପୁର,୫ା୧୧(ସଦାଶିବ ପ୍ରହରାଜ): କାର୍‌ ଓ ପିକ୍‌ଅପ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଫରେଷ୍ଟରଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଫରେଷ୍ଟର ଗୁରୁତର ହୋଇଛନ୍ତି। ଅନ୍ୟପଟେ ପିକ୍‌ଅପ୍‌ ଡ୍ରାଇଭର…

ସ୍ତ୍ରୀଙ୍କ ସହ ଶାଶୁ-ଶ୍ୱଶୁରଙ୍କୁ କଟୁରିରେ ଆକ୍ରମଣ କଲେ ଜ୍ୱାଇଁ, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ବାଙ୍କୀ,୫ା୧୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଶିଶୁଆ ଗ୍ରାମରେ ବୁଧବାର ଘଟିଛି ଏକ ଅଭାବନୀୟ ଘଟଣା କାଣ୍ଡ। ଜ୍ବାଇଁଙ୍କ ଆକ୍ରମଣରେ ଶାଶୁ-ଶ୍ୱଶୁର ଏବଂ ସ୍ତ୍ରୀ…

ବିସିସିଆଇର ‘ଭେଦଭାବ’! ଭାରତୀୟ ପୁରୁଷ କ୍ରିକେଟର୍‌ ପାଆନ୍ତି ୭ କୋଟି, ମହିଳା ମାତ୍ର ଏତିକି…

ନୂଆଦିଲ୍ଲୀ,୫।୧୧: ଭାରତୀୟ ମହିଳା କ୍ରିକେଟ ଦଳ ବିଶ୍ୱକପ ଜିତି ଯେଉଁ ଇତିହାସ ସୃଷ୍ଟି କରିଛି ତାହା ଦୀର୍ଘ ଦିନ ପର୍ଯ୍ୟନ୍ତ ପ୍ରତିଧ୍ୱନିତ ହେବ। ଏହି ବିଜୟ କେବଳ…

ଏମିତି କ’ଣ କଲେ ହାର୍ଦ୍ଦିକଙ୍କ ଗର୍ଲଫ୍ରେଣ୍ଡ? ଯାହାକୁ ନେଇ ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟ ଦଳର ଷ୍ଟାର କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଆଘାତ ଯୋଗୁ ଖେଳରୁ ଦୂରରେ ଅଛନ୍ତି। ପାଣ୍ଡ୍ୟା ବର୍ତ୍ତମାନ ତାଙ୍କ ପ୍ରେମିକା ମାହିକା ଶର୍ମାଙ୍କ ସହ…

ରାଶିଫଳ: ବୁଧବାର, ନଭେମ୍ବର ୬ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ମନରେ ଅସ୍ଥିରତା ଲାଗି ରହିବାରୁ ଅନ୍ୟମାନଙ୍କ କଥା ଠିକ୍‍ ଥିଲେ ମଧ୍ୟ ଆପଣଙ୍କୁ…