ସରପଞ୍ଚଙ୍କ ବିରୋଧରେ ହେଲାନି ଅନାସ୍ଥା ଭୋଟ୍‌, ନିରାଶରେ ଫେରିଲେ ଓ୍ବାର୍ଡ ସଭ୍ୟାସଭ୍ୟ

ଦାରିଙ୍ଗବାଡ଼ି,୧୭ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକଙ୍କ ବିରୋଧରେ ଉକ୍ତ ପଞ୍ଚାୟତର ଓ୍ବାର୍ଡ ସଭ୍ୟାସଭ୍ୟମାନଙ୍କ ଅନାସ୍ଥା ପାଇଁ ଜାନୁଆରୀରେ ବାଲିଗୁଡ଼ା ଉପଜିଲାପାଳଙ୍କ…

ଆଠ ମାସରେ ୨୦,୦୬୦ ମାମଲା ପଞ୍ଜିକୃତ: ୭,୦୪୮ ନିଖୋଜ ଠାବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ ଆଠ ମାସରେ ରାଜ୍ୟରେ ୨୦,୦୦୦ ରୁ ଅଧିକ ନିଖୋଜ ମାମଲା ପଞ୍ଜିକୃତ ହୋଇଛି, ଯାହା ମଧ୍ୟରୁ ୭,୦୪୮ ଟି ସମାଧାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ…

ପୁରୀ ସ୍ବର୍ଗଦ୍ବାରରେ ସମ୍ପନ୍ନ ହେଲା ରମାକାନ୍ତ ରଥଙ୍କ ଶେଷକୃତ୍ୟ

ପୁରୀ,୧୭।୩: ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥଙ୍କ ସୋମବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ପିନାକୀ ରଥ ମୁଖାଗ୍ନି ଦେଇଥିଲେ।…

ଗତ ୮ ମାସରେ ଓଡ଼ିଶାର ବିଭିନ୍ନ ଥାନାରେ ପଞ୍ଜିକୃତ ହୋଇଛି ୧.୩୫ ଲକ୍ଷ ମାମଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭ା୩: ଗତ ୮ ମାସ ମଧ୍ୟରେ ଓଡ଼ିଶାର ବିଭିନ୍ନ ଥାନାରେ ମୋଟ ୧,୩୫,୦୭୪ ମାମଲା ପଞ୍ଜିକୃତ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ…

ଖରାରେ ସିଝୁଛି ପଶ୍ଚିମ ଓଡ଼ିଶା: ଦିନ ସାଢ଼େ ୧୧ରେ ଝାରସୁଗୁଡ଼ାରେ ୩୭.୮ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର,୧୭।୩: ରାଜ୍ୟରେ ଗତ ୬ ଦିନ ହେଲା ତାପମାତ୍ରା ବଢ଼ିବାରେ ଚାଲିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଜୀବନଯାତ୍ରା ପ୍ରଭାବିତ ହେଉଛି। ଏଭଳି ସ୍ଥିତିରେ ଖରାରେ ଜଳୁଛି…

ଘରୁ ଯାଇ ଆଉ ଫେରି ନ ଥିଲେ ଛାତ୍ର, ଆଜି ମିଳିଲା ମୃତଦେହ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ କେଲେଣ୍ଡାପାଲି ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଗୁଡିଆ ଗ୍ରାମର ନବମ ଶ୍ରେଣୀ ଛାତ୍ର ସମୀର ପ୍ରଧାନ ରବିବାରରୁ ନିଖୋଜ ଥିଲେ। ବହୁ…

ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ: ଯୋଗଦେଲେ ଭାରତୀୟ କିଷାନ ୟୁନିଅନ ପ୍ରବକ୍ତା ରାକେଶ ଟିକାୟତ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୟାଁ ଖେଳ ପଡ଼ିଆରେ ସୋମବାର ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ ଆରମ୍ଭ ହୋଇଛି। ଏଥିରେ ଭାରତୀୟ କିଷାନ ୟୁନିଅନର ପ୍ରବକ୍ତା ରାକେଶ ଟିକାୟତଙ୍କ…

ଆଉ ଦୁଇ ଦିନ ସିଭିୟର ହିଟ୍‌ୱେଭ୍‌ ୱାର୍ନିଂ

ଭୁବନେଶ୍ୱର,୧୭।୩: ୧୯ ତାରିଖ ଯାଏଁ କଲବଲ କରିବ ଅସମ୍ଭାଳ ତାତି । ଆଗାମୀ ୨ ଦିନ ରାଜ୍ୟରେ ସିଭିୟର ହିଟ୍‌ୱେଭ୍‌ ୱାର୍ନିଂ ରହିଛି। ଏନେଇ ଝାରସୁଗୁଡ଼ା, ସମ୍ବଲପୁର,…

ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ…

ହଂସିତା-ଅନିଲଙ୍କୁ ମିଳିଲା ଜାମିନ, ଏମିତି ସର୍ତ୍ତ ରଖିଲେ ହାଇକୋର୍ଟ…

କଟକ,୧୭ା୩: ହଂସିତା ଅଭୀଲିପ୍ସା ଏବଂ ତାଙ୍କ ସହଯୋଗୀ ଅନିଲ ମହାନ୍ତିଙ୍କୁ ସୋମବାର କୋର୍ଟରୁ ମିଳିଛି ଜାମିନ। ହାଇକୋର୍ଟ ଉଭୟଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ପାସପୋର୍ଟ ସରେଣ୍ଡର…