ପାକିସ୍ତାନରେ ପରିସ୍ଥିତି ଅତ୍ୟନ୍ତ ଭୟଙ୍କର, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫ ହଜାର ଲୋକ

ଇସଲାମାବାଦ,୧୫।୧୧: ପାକିସ୍ତାନର ଲାହୋର ସହରରେ ପ୍ରଦୂଷଣ ଯୋଗୁଁ ପରିସ୍ଥିତି ଖରାପ ହେବାରେ ଲାଗିଛି। ଲାହୋର ବିଶ୍ୱର ସବୁଠାରୁ ପ୍ରଦୂଷିତ ସହରରେ ପରିଣତ ହୋଇଛି। କଳା ବିଷାକ୍ତ ଧୂଆଁ…

ଜୟନାରାୟଣଙ୍କୁ ତୁରନ୍ତ ଗିରଫ କରାଯାଉ

ଭୁବନେଶ୍ୱର,୧୫ା୧୧(ଅନିଲ ଦାସ): ଭାଜପାର ବରିିଷ୍ଠ ବିଧାୟକ ଜୟନାରାୟଣ ମିଶ୍ରଙ୍କ ଦ୍ୱାରା ଆବେଦନ କରାଯାଇଥିବା ଆଗୁଆ ଜାମିନକୁ ସର୍ବୋଚ୍ଚ ନ୍ୟାୟାଳୟ ପ୍ରତ୍ୟାଖ୍ୟାନ କରିବା ପରେ ବିଜେଡି ତାଙ୍କ ଗିରଫ…

କାବେରୀ ଘାଟରେ ବୋଇତ ବନ୍ଦାଣ କଲେ ପାଟଣା ବିଧାୟକ

ପାଟଣା,୧୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ପାଇଁ ଶୁକ୍ରବାର ରାତ୍ରି ୪ଟାରୁ ପାଟଣା ବୈତରଣୀ…

ଟ୍ରେଣ୍ଡ୍‌ରେ ମୋଦି: ଏହି ଦେଶ ଦେବ ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ, ୧୫।୧୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାରବିଆନ୍‌ ଦେଶ ଡୋମିନିକା ନିଜର ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରିବ ବୋଲି ଗୁରୁବାର ଘୋଷଣା କରିଛି। କୋଭିଡ୍‌-୧୯ ମହାମାରୀ ସମୟରେ…

କାହିଁକି କପିଲ ଶର୍ମାଙ୍କ ଶୋ’ ଛାଡିଥିଲେ ସିଦ୍ଧୁ? ୫ ବର୍ଷ ପରେ କହିଲେ…

ମୁମ୍ବାଇ,୧୫।୧୧: ଦି କପିଲ ଶର୍ମା ଶୋ’ରେ ଜୋରରେ କରତାଳି ଦେବା ସହ ‘ଚକ ଦେ ଫଟ୍ଟେ’, ‘ଗୁରୁ’ ଭଳି ଶବ୍ଦ ସହିତ ଲୋକଙ୍କୁ ଖୁବ୍‌ ହସାଉଥିବା ନବଜୋତ…

ଗ୍ୟାସ୍‌ ଟାଙ୍କି ଫାଟି ୩ ଗୁରୁତର

ରାୟଗଡ଼ା,୧୫ା୧୧(ଆଶିଷ ରଞ୍ଜନ ପଣ୍ଡା): ଗ୍ୟାସ୍‌ ଟାଙ୍କି ଫାଟି ତିନି ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା…

ଆର୍‌ଏସ୍‌ଏସ୍‌ ଏକ ଆତଙ୍କବାଦୀ ସଂଗଠନ: କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ

ପୁଣେ,୧୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪କୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। କଂଗ୍ରେସ ଏବଂ ଏହାର ସହଯୋଗୀମାନେ କ୍ରମାଗତ ଭାବରେ ଭାଜପାି ଏବଂ ଆରଏସଏସକୁ…

ବୁଡ଼ାଗୁଡ଼ା-ଗୁମିକିଆ ରାସ୍ତା ସାରା ଖାଲ, ଗର୍ଭବତୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା କଷ୍ଟକର

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଗୁମିକିଆ ଓ ଅଲିମାହା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପ୍ରକାଶ ଯେ, ବୁଡ଼ାଗୁଡ଼ାଠାରୁ ଅଲିମାହା ଗ୍ରାମକୁ…

ଗୋଟିଏ ଭୁଲ୍‌ ପାକିସ୍ତାନକୁ ପଡ଼ିବ ଭାରି: ଭାରତକୁ ମିଳିପାରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ଦାୟିତ୍ୱ

ନୂଆଦିଲ୍ଲୀ,୧୫।୧୧: ଚାମ୍ପିଅନ୍ସ ଟ୍ରଫି ମାମଲା ଏବେ ଏକ ଭିନ୍ନ ମୋଡ଼ ନେଇଛି। ଏହି ଆଇସିସି ଟୁର୍ନାମେଣ୍ଟ ବର୍ତ୍ତମାନ ପାକିସ୍ତାନରେ ନୁହେଁ, ବରଂ ଭାରତରେ ଆୟୋଜିତ ହୋଇପାରିବ। ଏହି…

ଭ୍ୟାକ୍ସିନକୁ କଡ଼ା ବିରୋଧ କରୁଥିବା ବ୍ୟକ୍ତିଙ୍କୁ ଟ୍ରମ୍ପ ନିଯୁକ୍ତ କଲେ ଆମେରିକା ସ୍ବାସ୍ଥ୍ୟ ସଚିବ, ଜାଣନ୍ତୁ ସେହି ବ୍ୟକ୍ତି କିଏ

ଓ୍ବାଶିଂଟନ,୧୫।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଜିତିଛନ୍ତି। ସେ ଜାନୁଆରୀରେ ହ୍ବାଇଟ ହାଉସର ପଦବୀ ପାଇଁ ଶପଥ ଗ୍ରହଣ କରିବେ। ଏହାପୂର୍ବରୁ ସେ ତାଙ୍କ ନୂଆ…