ଟ୍ରମ୍ପ୍‌ଙ୍କ ସହ ଆଲୋଚନା ପାଇଁ ପୁଟିନ୍‌ ପ୍ରସ୍ତୁତ

ମସ୍କୋ,୧୧ା୧: ଆସନ୍ତା ଫେବୃଆରୀରେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୩ ବର୍ଷ ପୂରିବାକୁ ଯାଉଛି। ଇତିମଧ୍ୟରେ ଆମେରିକା ୟୁକ୍ରେନ୍‌କୁ ଅନେକ ପର୍ଯ୍ୟାୟରେ ମୋଟ ୬୬ ବିଲିୟନ୍‌ ଡଲାରର ସହାୟତା ପ୍ରଦାନ…

ନିଜକୁ ଗୁଳି କଲେ ବିଧାୟକ! ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର

ଲୁଧିଆନା,୧୧।୧(ଅରୁଣ ସାହୁ):ପଞ୍ଜାବର ଲୁଧିଆନା ପଶ୍ଚିମ ନିର୍ବାଚନମଣ୍ଡଳୀର ଆମ ଆଦମୀ ପାର୍ଟି (ଆପ) ବିଧାୟକ ଗୁରୁପ୍ରୀତ ଗୋଗୀଙ୍କ ମୁଣ୍ଡରେ ଗୁଳି ବାଜିବାରୁ ତାଙ୍କର ମୃତ୍ୟୁ ହୋଇଛି। ବିଧାୟକ ନିଜକୁ…

ମହାରାଷ୍ଟ୍ରରେ ଭାଜପାର ବିଜୟ ପାଇଁ ଆର୍‌ଏସ୍‌ଏସ୍‌କୁ ଶ୍ରେୟ ଦେଲେ ପାଓ୍ବାର

ମୁମ୍ବାଇ,୧୧।୧: ଏନ୍‌ସିପି(ଏସ୍‌ପି) ଅଧ୍ୟକ୍ଷ ଶରଦ ପାଓ୍ବାର ଏକ ଆଶ୍ଚର୍ଯ୍ୟ ଘଟଣାକ୍ରମରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପାର ବଡ଼ ବିଜୟ ପାଇଁ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ ଶ୍ରେୟ…

କାନାଡା ପ୍ରଧାନମନ୍ତ୍ରୀ ଦୌଡ଼ରେ ଭାରତୀୟ ବଂଶୋଦ୍ଭବ ଚନ୍ଦ୍ର ଆର୍ଯ୍ୟ

ଓଟ୍ଟାଓ୍ବା,୧୧ା୧: କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋଙ୍କ ଇସ୍ତଫା ପରେ ମାର୍ଚ୍ଚ ୯ରେ ଶାସକ ଲିବରାଲ ପାର୍ଟି ଦେଶର ନୂଆ ନେତା ବାଛିବାକୁ ଯାଉଛି। ନୂଆ ନେତା ଚୟନ…

ବହୁପ୍ରତୀକ୍ଷିତ ଶୀତମହୋତ୍ସବ ଉଦ୍‌ଘାଟନ ଆଜି: ସତ୍ୟଜିତ, ମଣ୍ଟୁ ଛୁରିଆ ମୁଖ୍ୟ ଆକର୍ଷଣ

ଦାରିଙ୍ଗବାଡି, ୧୧/୧ (ଅରୁଣ ସାହୁ ):ଦାରିଙ୍ଗବାଡ଼ିରେ ଶନିବାର ଶୀତ ମହୋତ୍ସବର ଉଦ୍‌ଘାଟନୀ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଜିଲା ପ୍ରଶାସନ ଓ ସ୍ଥାନୀୟ…

ଟୁଇନ୍‌ ସିଟିରେ ପ୍ରବଳ କୁହୁଡ଼ି, ୧୦୦ ମିଟର ଆଗକୁ ଦେଖାଯାଉନି ରାସ୍ତା

ଭୁବନେଶ୍ବର,୧୧।୧: ଭୁବନେଶ୍ବର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି। ୧୦୦ ମିଟର ଆଗକୁ ରାସ୍ତା ଦେଖାଯାଉନି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି।…

ମୁଁ ମଣିଷ, ଭୁଲ୍‌ କରିପାରେ; କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୧୧।୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ପୋଡ୍‌କାଷ୍ଟ ଜରିଆରେ ନିଜ ଜୀବନୀ ଓ ରାଜନୀତି ସମ୍ପର୍କରେ କେତେକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଜିରୋଧା ସହପ୍ରତିଷ୍ଠାତା ନିଖିଲ…

ତଳକୁ ଖସୁଛି ଟଙ୍କା: ସର୍ବକାଳୀନ ରେକର୍ଡ ଭାଙ୍ଗିଲା

ମୁମ୍ବାଇ,୧୧ା୧:ଭାରତୀୟ ଟଙ୍କା ଶୁକ୍ରବାର ତଳକୁ ଖସିବାର ସର୍ବକାଳୀନ ରେକର୍ଡ ପୁଣି ଭାଙ୍ଗିଛି। ଆମେରିକୀୟ ଡଲାର ତୁଳନାରେ ଟଙ୍କାର ବିନିମୟ ମୂଲ୍ୟ ୮୫.୯୭ ଟଙ୍କା ରହିଛି। ଗୁରୁବାର ସେସନ୍‌ରେ…

ହଲିଉଡ୍‌ରେ ହାହାକାର: ଲସ୍‌ଏଞ୍ଜେଲ୍ସ ବନାଗ୍ନିର କାରଣ ଖୋଜୁଛନ୍ତି ତଦନ୍ତକାରୀ

ଲସ୍‌ଏଞ୍ଜେଲ୍ସ/ଓ୍ବାଶିଂଟନ୍‌,୧୧ା୧:ଆମେରିକା କାଲିଫର୍ନିଆସ୍ଥିତ ଲସ୍‌ଏଞ୍ଜେଲ୍ସ ବନାଗ୍ନି ଅନୂ୍ୟନ ୧୦ ଜଣଙ୍କ ଜୀବନ ନେବା ସହ ଅନେକ ଲକ୍ଷ ଲୋକଙ୍କ ଘରଦ୍ୱାରକୁ ଭସ୍ମୀଭୂତ କରିଦେଇଛି। ପାସିଫିକ୍‌ ପାଲିସାଡେସ୍‌ ଓ ପାସାଡେନା…

ହିନ୍ଦୀ ଭାଷାକୁ ନେଇ ବଡ଼ କଥା କହିଦେଲେ ଆର୍‌ ଅଶ୍ୱିନ୍‌: ଦେଶରେ ହଲ୍‌ଚଲ୍‌

ନୂଆଦିଲ୍ଲୀ,୧୧।୧:କେନ୍ଦ୍ର ସରକାର ହିନ୍ଦୀ ଭାଷାର ପ୍ରସାର ଉପରେ ଜୋର୍‌ ଦେଉଥିବାବେଳେ ଦକ୍ଷିଣ ଭାରତୀୟ ରାଜ୍ୟଗୁଡ଼ିକ ଏହାର ଦୃଢ଼ ବିରୋଧ କରିଆସୁଛନ୍ତି। ଶେଷରେ କ୍ରିକେଟର ରବିଚନ୍ଦ୍ରନ୍‌ ଅଶ୍ୱିନ ମଧ୍ୟ…