ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ

ଝାରସୁଗଡା,୧୦।୧: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ…

ଭୟଙ୍କର ରୂପ ଧାରଣ କଲାଣି ନିଆଁ :୩ ଲକ୍ଷ ବାସଗୃହ ଜଳିପୋଡ଼ି ଛାରଖାର

ଆମେରିକା କାଲିଫର୍ନିଆ ରାଜ୍ୟର ଲସ୍‌ଏଞ୍ଜେଲ୍ସ ଜଙ୍ଗଲରେ ମଙ୍ଗଳବାର ସକାଳଠାରୁ ଲାଗିଥିବା ନିଆଁ ଭୟଙ୍କର ରୂପ ଧାରଣ କଲାଣି। ପାସିଫିକ୍‌ ପାଲିସାଡେସ୍‌ ଓ ପାସାଡେନା ଉପକୂଳରେ ପବନର ତୀବ୍ରତା…

ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା…ଜାଣନ୍ତୁ କ’ଣ

ଭୁବନେଶ୍ୱର, ୧୦ା୧(ସୁନିତ୍‌ ମିଶ୍ର):ସୁଭଦ୍ରା ଯୋଜନାରୁ ଅପ୍‌ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍‌ରେ ଅପଟ୍‌ ଆଉଟ ହୋଇଯାଇଥିଲେ ସେମାନେ ଏଥିରେ…

ପକ୍ଷୀ ସଂରକ୍ଷଣକୁ ଗୁରୁତ୍ୱ

ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ପକ୍ଷୀ ସଂରକ୍ଷଣ ପାଇଁ ଛାତ୍ରାବସ୍ଥାରୁ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ଜନତା ହାଇସ୍କୁଲରେ ବୁଧବାର ଜାତୀୟ ପକ୍ଷୀ…

ବାଲ୍‌ ଧନୁଯାତ୍ରାରେ କଂସ ରାଜୁତି ଆରମ୍ଭ

ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲରେ ଗୁରୁବାର ସନ୍ଧ୍ୟାରେ ବାଲ୍‌ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ…

ରାଧାକୃଷ୍ଣଙ୍କ ନାବକେଳି, କଂସ ବ୍ୟସ୍ତ ବିବ୍ରତ

ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବର ଗୁରୁବାର ସପ୍ତମ ଦିବସରେ ସ୍ଥାନୀୟ ମନାବନ୍ଧ (ଜଳାଶୟ)ରେ ରାଧାକୃଷ୍ଣଙ୍କ ନାବକେଳି ଦୃଶ୍ୟାଭିନୟ ଅଭିନୀତ ହୋଇଯାଇଛି। ଏକ ଶୋଭାଯାତ୍ରାରେ ରାଧାକୃଷ୍ଣ ମନାବନ୍ଧରେ ପହଞ୍ଚିଥିଲେ।…

କଶ୍ମୀର ଉପତ୍ୟକାରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା):କଶ୍ମୀରର ସୁନ୍ଦର ଉପତ୍ୟକାରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ ଚଳାଇବା ପାଇଁ ଭାରତୀୟ ରେଳ ପ୍ରସ୍ତୁତି ଶେଷ କରିଛି। ଏହି ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ ଖୁବ୍‌ଶୀଘ୍ର…

ଇତିହାସ ହୋଇପାରେ ‘ଇଣ୍ଡିଆ’

୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍‌ଡିଏ)କୁ କେନ୍ଦ୍ରରେ କ୍ଷମତାଚ୍ୟୁତ କରିବା ପାଇଁ ଏହାର ପ୍ରାୟ ୧୦ ମାସ ପୂର୍ବରୁ ବିରୋଧୀ ଦଳଗୁଡ଼ିକ…

ଅଳିଆ ଗନ୍ଧରେ ଫାଟୁଛି ସିମନବାଡି: ପଥଚାରୀ ଅସନ୍ତୁଷ୍ଟ

ଦାରିଙ୍ଗବାଡି,୯।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ଲୋକଙ୍କ ସୁବିଧା ଓ ପଥଚାରୀଙ୍କ ବିଶ୍ରାମ ପାଇଁ ପଞ୍ଚାୟତ ପକ୍ଷରୁ ଏବେ ପଦକ୍ଷେପ ନିଆଯାଇଛି ।…

ଲସ୍‌ଏଞ୍ଜେଲ୍ସ ବନାଗ୍ନି ମହାକାଶରୁ ଦୃଶ୍ୟମାନ

ଲସ୍‌ଏଞ୍ଜେଲ୍ସ,୧୦।୧: ଆମେରିକାର କାଲିଫର୍ନିଆସ୍ଥିତ ଲସ୍‌ଏଞ୍ଜେଲ୍ସ ଉପକୂଳ ପାସିଫିକ୍‌ ପାଲିସାଡେସ୍‌ ଜଙ୍ଗଲରେ ଲାଗିଥିବା ନିଅଁା ଏତେ ଭୟାବହ ଯେ, ଏହା ମହାକାଶରୁ ଦୃଶ୍ୟମାନ ହେଉଛି। ତୁହାକୁ ତୁହା ପବନ…