ଶିଶ୍‌ମହଲ ବନାମ ରାଜମହଲ:ସରକାରୀ ବଙ୍ଗଳାକୁ ନେଇ ହାଇଡ୍ରାମା

ନୂଆଦିଲ୍ଲୀ,୯ା୧:ଏକଦା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦଖଲରେ ଥିବା ସରକାରୀ ବଙ୍ଗଳା (ଭାଜପା ଭାଷାରେ ଶିଶ୍‌ମହଲ) ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକ କଲ୍ୟାଣ ମାର୍ଗସ୍ଥିତ…

ଅଭିଯୋଗ ପରେ ପ୍ରଶାସନ ତତ୍ପର: ମନଇଚ୍ଛା ଚାଲିବନି ଟିକେଟ୍‌ ଅସୁଲ

ମଥୁରାନଗରୀ,୯।୧(ପ୍ରେମାନନ୍ଦ ଖମାରୀ):ବରଗଡରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ମୀନାବଜାର ଲାଗିଛି। ପଡ଼ିଆର ନିର୍ଦ୍ଧାରିତ ଅଂଶକୁ ଟେଣ୍ଡରରେ…

ବୟନିକାର ନାଇଟ୍‌ ବଜାର ଉଦ୍‌ଘାଟିତ

ଭୁବନେଶ୍ୱର,୯।୧: ରାଜ୍ୟର ପ୍ରମୁଖ ହସ୍ତତନ୍ତ୍ର ସଙ୍ଗଠନ ତଥା ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିମିଟେଡ୍‌ ବା ବୟନିକାର ବହୁ ପ୍ରତୀକ୍ଷିତ ‘ବୟନିକା ନାଇଟ୍‌ ବଜାର’…

କରଜ ଚିନ୍ତାରେ ଜୀବନ ହାରିଲେ ଯୁବଚାଷୀ

ରଘୁନାଥପୁର,୯ା୧(ରାଜେନ୍ଦ୍ର ନାରାୟଣ ସିଂହ):ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ବୁଧବାର ଚାଷୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଧାନ ଫସଲ ଉଜୁଡ଼ି ଯିବା ପରେ କରଜ ଶୁଝିବା ଚିନ୍ତାରେ…

ଗର୍ବିତ ନୁହେଁ, କୃତଜ୍ଞ ହେବା: ତଥାଗତ

ବଲାଙ୍ଗୀର, ୯ା୧(ବୀରେନ୍ଦ୍ର କୁମାର ଝାଙ୍କର):ଅନେକ ସମୟରେ ଆମେ ବଲାଙ୍ଗିରିଆ, ଢେଙ୍କାନାଳିଆ କି ଭାରତୀୟ ବୋଲି ଗର୍ବ କରିଥାଉଁ। ମାତ୍ର ଗର୍ବିତ ହେବା ବଦଳରେ ଆମେ ଯଦି କୃତଜ୍ଞ…

ମଥୁରାନଗରୀରେ ହତ୍ୟାକାଣ୍ଡ:ଶାଳକଙ୍କ ଛୁରାମାଡରେ ଗଲା ଭିଣୋଇଙ୍କ ଜୀବନ

ମଥୁରାନଗରୀ,୯।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର (ମଥୁରାନଗରୀ)ରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ମଙ୍ଗଳା ଝୁମ୍ପୁଡିରେ ଏହି ହତ୍ୟାକାଣ୍ଡ ଘଟିଛି। ଶାଳକଙ୍କ ଛୁରାମାଡରେ ଭିଣୋଇଙ୍କ ଜୀବନ…

ସୁନା କ୍ରୟରେ ଭାରତ ଦ୍ୱିତୀୟ

ଭୁବନେଶ୍ୱର,୯ା୧(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ୨୦୨୪ ଜାନୁଆରୀରୁ ନଭେମ୍ବର ମଧ୍ୟରେ ୭୩ ଟନ୍‌ ସୁନା କିଣିଛି। କେବଳ ନଭେମ୍ବରରେ ଆର୍‌ବିଆଇ ୮ ଟନ ସୁନା କିଣିଥିବା…

ଏହି ମାସଠୁ ଲାଗୁ ହେବ ଆୟୁଷ୍ମାନ୍‌ ଯୋଜନା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୯ା୧(ସୁନିତ୍‌ ମିଶ୍ର):ରାଜ୍ୟରେ ଆୟୁଷ୍ମାନ୍‌ ଭାରତ ଯୋଜନା ଲାଗୁକରିବା ଲାଗି ରାଜ୍ୟ ସରକାର ବ୍ୟାପକ ଉଦ୍ୟମ ଚଳାଇଛନ୍ତି। ରାଜ୍ୟ ସରକାରଙ୍କ ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ କେନ୍ଦ୍ର…

ନିଆଁ ଆଁରେ ଲସ୍‌ଏଞ୍ଜେଲ୍ସ ଜଙ୍ଗଲ

ଆମେରିକାର ଲସ୍‌ଏଞ୍ଜେଲ୍ସ ଉପକୂଳ ପାସିଫିକ୍‌ ପାଲିସାଡେସ୍‌ ଓ ପାସାଡେନା ଜଙ୍ଗଲରେ ଭୟଙ୍କର ନିଅଁା ଲାଗିଛି। ଖୁବ୍‌ ଜୋର୍‌ରେ ପବନ ବହୁଥିବାରୁ ବନାଗ୍ନି ମାଡ଼ିଚାଲିଛି। ବୁଧବାର ସୁଦ୍ଧା ୩,୦୦୦ରୁ…

ଆଜି ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ ଯୋଗେ…