ଦାରିଙ୍ଗବାଡି ଥାନାରେ ଯୋଗଦେଲେ ନୂତନ ଥାନା ଅଧିକାରୀ: ଗୋଟିଏ ବର୍ଷରେ ୩ ବଦଳି

ଦାରିଙ୍ଗବାଡି,୫ା୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଆଇଆଇସି ଭାବେ କନକ କୁମାର ମାଝୀ ରବିବାର ସଂନ୍ଧ୍ୟାରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ସେ ଫୁଲବାଣୀ…

ଦକ୍ଷଅଧିକାରୀ ଭାବେ ଧିରେନ୍ଦ୍ର ନାଏକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୫।୧(ଜୟ ନାରାୟଣ ମେଣ୍ଡୁଳି): ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରବିବାର ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନୀ ସମାରୋହରେ ଦକ୍ଷଅଧିକାରୀ ଭାବେ ସୁନ୍ଦରଗଡ କ୍ଷୁଦ୍ର ଜଳ ସେଚନ ବିଭାଗର…

ରାସନ କାର୍ଡ e-KYC ଅବଧି ବଢାଇଲେ ସରକାର, ଜାଣନ୍ତୁ ଆଉ କେତେ ଦିନ ବାକି ରହିଲା

ଭୁବନେଶ୍ୱର, ୫।୧: ଖାଦ୍ୟ ସୁରକ୍ଷା ବ୍ୟବସ୍ଥାରେ ସୁବିଧା ପାଉଥିବା ହିତାଧିକାରୀଙ୍କ ପାଇଁ e-KYC ଅବଧି ବଢାଇଲେ ସରକାର। ପାଖ EPS କିମ୍ବା ରାସନ ଯୋଗାଣ କେନ୍ଦ୍ରରେ e-KYC…

ଦାରିଙ୍ଗବାଡ଼ି ବୁଲିଲେ ଇଟାଲୀ ପର୍ଯ୍ୟଟକ

ଦାରିଙ୍ଗବାଡି,୫ା୧ (ଅରୁଣ ସାହୁ): କନ୍ଧମାଳ ଜିଲାକୁ ବିଦେଶୀ ପର୍ଯ୍ୟଟକମାନେ ବୁଲିବା ଆଗ୍ରହ ରହୁଥିବା ବେଳେ ଦାରିଙ୍ଗବାଡ଼ି, ବାଲିଗୁଡ଼ା, ତୁମୁଡ଼ିବନ୍ଧ, କୋଟଗଡ଼ ଆଦି ଅଞ୍ଚଳରେ ବୁଲି ଅନୁସୂଚିତ ଜନଜାତିଙ୍କ…

ରାଶିଫଳ: ସୋମବାର, ଜାନୁଆରୀ ୬ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ ଆଶା କରିଥିବା ଖବରଟି ପାଇ ମନ ଖୁସି ହୋଇଯିବ। ଯାତ୍ରା, ବାଣିଜ୍ୟ, ପରିବହନ ପ୍ରଭୃତି କ୍ଷେତ୍ରରେ ସୁଫଳ ପାଇବେ। ନିଜର ଲୋକଙ୍କ…

ଜିଲା ସ୍ତରୀୟ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଅଷ୍ଟମ ସାମାଜିକ ମହୋତ୍ସବ

କେସିଙ୍ଗା, ୫।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ସ୍ଥିତ ଗୋବର୍ଦ୍ଧନ ପୀଠ ପରିସରରେ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ପକ୍ଷରୁ ଜିଲା…

ଭାଜପା କ୍ଷମତାକୁ ଆସିଲେ ଦିଲ୍ଲୀରେ ଜନକଲ୍ୟାଣ ଯୋଜନା ବନ୍ଦ ହେବ ନାହିଁ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିଲ୍ଲୀରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)…

ଦେବଗଡ ବନଖଣ୍ଡରେ କଲରାପତ୍ରିଆ ବାଘ ଛାଲ ଜବତ, ୭ ଅଭିଯୁକ୍ତ ଗିରଫ

ଦେବଗଡ,୫|୧୨(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବନାଞ୍ଚଳ ଗୋଳାବନ୍ଧ ନିକଟରେ ଥିବା ରାଜସ୍ଥାନୀ ଢାବାରେ ବାଘ ଛାଲ ବିକ୍ରି ପାଇଁ ଲକ୍ଷାଧିକ ଟଙ୍କାର ଡିଲ ଚାଲିଥିବା ସମୟରେ ମାଡିବସିଲା…

ସକାଳ ୮ଟାରୁ ମଧ୍ୟାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ ଛାତ୍ରୀଛାତ୍ରଙ୍କ ପାଠପଢା

ମଥୁରାନଗରୀ,୫।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଏଥର ଦର୍ଶକଙ୍କ ଭିଡ ବଢିବାରେ ଲାଗିଛି। ମହୋତ୍ସବ ସରିବା ପାଇଁ ଆଗକୁ ଆହୁରି ୮ଦିନ ବାକି…

ବଚସାରୁ ଆକ୍ରମଣ: ଚାଲିଗଲା ଯୁବକଙ୍କ ଜୀବନ

କୁନ୍ଦୁରା,୫।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ଏବଂ ବୈପାରୀଗୁଡ଼ା ସୀମାନ୍ତ ଗୁଣ୍ଡାଳ ବ୍ରିଜ ନିକଟରେ ବଚସାରୁ ଆକ୍ରମଣ କରିବା ଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…