ବେଲୁଚିସ୍ତାନରେ ବିସ୍ଫୋରଣ: ୫ ସ୍କୁଲପିଲାଙ୍କ ସମେତ ୮ ମୃତ

ଇସ୍‌ଲାମାବାଦ,୨ା୧୧(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ଶୁକ୍ରବାର ଏକ ପୋଲିସ ଭ୍ୟାନ୍‌କୁ ଟାର୍ଗେଟକରି ରିମୋଟ୍‌ କଣ୍ଟ୍ରୋଲ୍‌ଡ ବୋମା ବିସ୍ଫୋରଣ କରାଯିବାରୁ ୫ ସ୍କୁଲପିଲାଙ୍କ ସମେତ ୮ ଜଣଙ୍କ ମୃତ୍ୟୁ…

ଲେହରେ ଆନାଲୋଗ୍‌ ସ୍ପେସ୍‌ ମିଶନ ଆରମ୍ଭ

ନୂଆଦିଲ୍ଲୀ,୨ା୧୧: ଭାରତର ପ୍ରଥମ ଆନାଲୋଗ୍‌ ସ୍ପେସ୍‌ ମିଶନ ଶୁକ୍ରବାର ଲଦାଖର ଲେହଠାରେ ଆରମ୍ଭ ହୋଇଛି। ମହାକାଶ କେନ୍ଦ୍ର ଅନୁରୂପ ଏହି ମିଶନ ପୃଥିବୀ ବାହାରେ ବେସ୍‌ ଷ୍ଟେଶନର…

ନାବାଳିକାଙ୍କ ଆପତ୍ତିଜନକ ଫଟୋ ଉଠାଇ ଧମକ,ଯୁବକ ଗିରଫ ମାରିବାକୁ କଟୁରୀ ଧରି ଖୋଜୁଥିଲେ

ଭୁବନେଶ୍ୱର୧,ା୧୧(ସୂର୍ଯ୍ୟକାନ୍ତ ବେହେରା): ବନ୍ଧୁ ହୋଇ ନାବାଳିକା ଛାତ୍ରୀଙ୍କ ସହ ବିଶ୍ୱାସଘାତକତା କଲେ ଜଣେ ଯୁବକ। ଅଚେତ ଅବସ୍ଥାରେ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଉଠାଇ ତାଙ୍କୁ ବ୍ଲାକମେଲ ସହ…

ମଧ୍ୟାହ୍ନ ଭୋଜନରେ ନାହିଁ ଡାଲି କି ଅଣ୍ଡା ମାଗିବାରୁ ଶିକ୍ଷୟିତ୍ରୀ କହୁଛନ୍ତି ଲଙ୍କା, ଲୁଣ ଲଗେଇ ଖା

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦି ବ୍ଲକ ଟୋଲକାନି ଝାଡଶ୍ୱର ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଖାଇବାକୁ ଦିଆଯାଉଛି। ଶୁକ୍ରବାର ମଧ୍ୟାହ୍ନ ଭୋଜନରେ ପ୍ରଥମରୁ ଅଷ୍ଟମ…

ପୁଣି ଆଖି ଦେଖାଇଲା କାନାଡା, ଶତ୍ରୁ ଦେଶ ତାଲିକାରେ ଭାରତକୁ ରଖିଲା

ନୂଆଦିଲ୍ଲୀ,୧।୧୧: ସୁଧୁରୁନି କାନାଡା। କ୍ଷମା ମାଗିବା ପରେ ବି ଭାରତକୁ ତର ଦେଖାଇଛି କାନାଡା। ଏବେ ଭାରତକୁ ଶତ୍ରୁ ଦେଶ ତାଲିକାରେ ରଖିଛି କାନାଡା। କାନାଡାର ଜଷ୍ଟିନ…

ଚଳିତ ଶୀତ ଅଧିବେଶନରେ ପୁଣି ପୁରୁଣା ସଂସଦରେ ବସିବେ ଏମପି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧।୧୧: ସଂସଦର ଶୀତ ଅଧିବେଶନ ଚଳିତ ମାସରେ ଆରମ୍ଭ ହୋଇପାରେ । ଏହି ଅଧିବେଶନ ନଭେମ୍ବର ୨୫ରୁ ଡିସେମ୍ବର ୨୦ ଯାଏ ଚାଲିପାରେ । ଏକ ଜାତୀୟ…

ଗୁଗୁଲ ଉପରେ ଲାଗିଲା ୨୦, ୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା, ନମାନିଲେ ପ୍ରତିଦିନ ବଢିବ…

ନୂଆଦିଲ୍ଲୀ,୧।୧୧: ସର୍ଚ୍ଚ ଇଞ୍ଜିନ ଗୁଗୁଲ ଉପରେ ଲାଗିଛି ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା। ଏହା ୨୦ ଡିସିଲିୟନ ଡଲାର ସହ ସମାନ। ଋଷିଆ ପକ୍ଷରୁ ଗୁଗଲ ଉପରେ ଏହି…

ଆମ୍ବ ଟାକୁଆ ଖାଇ ମୃତ ଘଟଣା: ସାଧାରଣ ଚାଉଳ ବଣ୍ଟନ ଆରମ୍ଭ, ୨ ମୃତକଙ୍କ ଚାଉଳ ପାଇବା ପାଇଁ…

ଦାରିଙ୍ଗବାଡି, ୧।୧୧ (ଅରୁଣ ସାହୁ ): ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ଜଣଙ୍କ ମୃତ୍ୟୁ ଘଟଣା ପରେ ପ୍ରଶାସନ ତତ୍ପର ହୋଇପଡିଛି । ଅକ୍ଟୋବର ମାସ ଠାରୁ…

ଅଯୋଗ୍ୟ ସୁଭଦ୍ରା ହିତାଧୀକାରୀଙ୍କ ପାଇଁ ବଡ଼ ଖବର, ଉପମୁଖ୍ୟମନ୍ତ୍ରୀ କହିଲେ…

ସୁଭଦ୍ରା ଯୋଜନା ପାଇଁ ପ୍ରସ୍ତୁତ ହେବ ନୂଆ ଗାଇଡ୍‌ଲାଇନ। ଆବେଦନ କରି କଟିଯାଇଥିବା ହିତାଧିକାରୀ ଏହି ଯୋଜନାରେ ପୁଣି ସାମିଲ ହେବେ । କେଉଁ ଆଧାରରେ କଟାଗଲା…