ଗର୍ଜିଲେ ସ୍ବଚ୍ଛକର୍ମୀ: ମିଳିନି ୪ ମାସର ଦରମା

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନରେ କାର୍ଯ୍ୟରତ ସ୍ବଚ୍ଛକର୍ମୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ପାରିଶ୍ରମିକ ମିଳି ନ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଗୁରୁବାର ଶତାଧିକ…

ରାସ୍ତାରୁ ଗଛକାଟି ସଫାକଲେ ବିଧାୟକ

ରାଜନଗର, ୨୬ା୧୦(ଭାସ୍କର ରାଉତରାୟ):ବାତ୍ୟା ଦାନା କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଛି। ବାତ୍ୟାର ତାଣ୍ଡବରେ ବହୁ ଗଛ ଭାଙ୍ଗିଛି। ଶୁକ୍ରବାର ସକାଳୁ ସ୍ଥାନୀୟ ବିଧାୟକ…

ଗଣମାଧ୍ୟମକୁ ନିୟନ୍ତ୍ରଣ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ: ପରଞ୍ଜୟ

ବରିଷ୍ଠ ସାମ୍ବାଦିକ ପରଞ୍ଜୟ ଗୁହା ଠାକୁର୍ତ୍ତା ନିଜ ସାଢ଼େ ୪ ଦଶନ୍ଧିର କ୍ୟାରିୟର ଭିତରେ ଅନେକ ଛାପା ଓ ଇଲେକ୍ଟ୍ରୋନିକ୍‌ ଗଣମାଧ୍ୟମରେ କାର୍ଯ୍ୟ କରିଛନ୍ତି। ଓ୍ବେବ୍‌ସାଇଟ୍‌ଠୁ ନେଇ…

ବିଶ୍ୱ ଚାମ୍ପିୟନଶିପ୍‌ରେ ଭାଗ ନେବ ଭାରତ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ଭାରତୀୟ କୁସ୍ତି ଦଳ ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବ। ସରକାର ଶୁକ୍ରବାର ଏହା ସ୍ପଷ୍ଟ କରିଛନ୍ତି। ରେସ୍‌ଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ(ଡବ୍ଲ୍ୟୁଏଫ୍‌ଆଇ) ବୁଧବାର ଆଗାମୀ ବିଶ୍ୱ…

ଆଜି ୫ ଜିଲାରେ ସ୍କୁଲ ଛୁଟି:ଜାଣନ୍ତୁ କେଉଁ କେଉଁ ଜିଲା…

ଭୁବନେଶ୍ୱର,୨୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ବାତ୍ୟା ପାଇଁ ୩ଦିନ ସ୍କୁଲ ବନ୍ଦ ରହିଥିଲା। ଶନିବାର ସ୍କୁଲ ଖୋଲୁଛି। ମାତ୍ର ବର୍ଷା ଲାଗି ରହିଥିବାରୁ ରାଜ୍ୟର ୫ ଜିଲାରେ ସ୍କୁଲକୁ ଛୁଟି…

ଅଭିବ୍ୟକ୍ତି ସ୍ବାଧୀନତାକୁ ସଂକୁଚିତ କରୁଛି ଆଇନ: ଅନନ୍ତ ନାଥ

ସାମ୍ବାଦିକତା ଜଗତରେ ଜଣାଶୁଣା ବ୍ୟକ୍ତିତ୍ୱ ଅନନ୍ତ ନାଥ ୨୦୧୦ରେ ‘ଦି କାରାଭାନ’ ପତ୍ରିକା ପୁନଃ ଆରମ୍ଭ କରିଥିଲେ। ତାଙ୍କ ସମ୍ପାଦନାରେ ବାସ୍ତବ କାହାଣୀଗୁଡ଼ିକର ବ୍ୟାଖ୍ୟାନ ଏହି ପତ୍ରିକାକୁ…

ଆଉ ୩ ଦିନ ବନ୍ଦ ରହିବ ଶିମିଳିପାଳ

ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଦାନା’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ ରହିବ।…

୨୯ରୁ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୬ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ…

ଆଇଡିବିଆଇର ଆର୍ଥିକ ଫଳାଫଳ

ନୂଆଦିଲ୍ଲୀ,୨୬।୧୦: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ ଚଳିତ ଆର୍ଥିକ…

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୬।୧୦: ବର୍ତ୍ତମାନ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରିକି ଆମାଜନ୍‌.ଇନ୍‌ରେ ଭଲ ଅଫର, ବଡ଼ ସଞ୍ଚୟ, ବ୍ଲକ୍‌ ବଷ୍ଟର ମନୋରଞ୍ଜନ ଏବଂ ଆକର୍ଷଣୀୟ…