ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର ଶିକାର…

ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି: ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ ବର୍ଷାରେ…

ଧର୍ମେନ୍ଦ୍ରଙ୍କ ସହ ବିଜେଡି ନେତା, ରାଜନୀତିରେ ପୁଣି ଚହଳ!

ଭୁବନେଶ୍ୱର,୨୪।୧୨: ବରିଷ୍ଠ ସାମ୍ବାଦିକ ରୁବେନ ବାର୍ନାଜୀଙ୍କ ବହିରେ ବିସ୍ଫୋରକ ଖୁଲାସା ପରେ ରାଜନୀତିରେ ଚହଳ ପଡିଛି। ପାଣ୍ଡିଆନ ପଜଲ ଶୀର୍ଷକ ନାମକ ଅଧ୍ୟାୟ ଏବେ ସବୁଠି ଚର୍ଚ୍ଚାର…

କୋର୍ଟରୁମ୍‌ରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୪ା୧୨:ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ। ଚପଲ…

ଛାଡ଼ପତ୍ର ପାଇଁ ଆବେଦନ କଲେ ରାଷ୍ଟ୍ରପତିଙ୍କ ସ୍ତ୍ରୀ

ମସ୍କୋ,୨୪ା୧୨:ସିରିଆର ବହିଷ୍କୃତ ରାଷ୍ଟ୍ରପତି ବଶର ଅଲ୍‌-ଅସାଦଙ୍କ ସ୍ତ୍ରୀ ଅସ୍‌ମା ଅଲ୍‌ ଅସାଦ୍‌ ଛାଡ଼ପତ୍ର ପାଇଁ ଆବେଦନ କରିଛନ୍ତି। ସେ ବ୍ରିଟେନ୍‌ ଫେରିଯିବାକୁ ଚାହୁଁଥିବା ଜଣାଇଛନ୍ତି। କ୍ଷମତାଚ୍ୟୁତ ହେବା…

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା ପପ୍‌କର୍ନ…

ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ

ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ ବଞ୍ଚିତ…

ବିଜେଡି ନେତା ଭାଜପା ମୁହାଁ:ଭାଜପାରେ ମିଶିଲେ ୯ ସରପଞ୍ଚ, ୪ ସମିତିସଭ୍ୟ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୪/୧୨:ଗତ ଲୋକ ସଭା ନିର୍ବାଚନରେ ଯାଜପୁର ଆସନର ଫଳାଫଳକୁ ଦେଖିଲେ ଭାଜପା ଓ ବିଜେଡି ମଧ୍ୟରେ ହାରଜିତ୍‌ ବ୍ୟବଧାନ ମାତ୍ର ୦.୧୪% ରହିଥିଲା।…

କଟକରେ ସ୍ଥାପନ ହେଲା ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ,୨୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ରାସ୍ତା ନିର୍ମାଣକୁ ନେଇ ଭାଜପା-କଂଗ୍ରେସ ମୁହାଁମୁହିଁ

ତିହିଡି, ୨୪।୧୨(ସଞ୍ଜିତ ବଳ): ତିହିଡି ବ୍ଲକ ଭଟପଡା ପଞ୍ଚାୟତ ଅଧୀନ ମିର୍ଜାପୁର ଗ୍ରାମରେ ମଙ୍ଗଳବାର ଏକ ରାସ୍ତା ନିର୍ମାଣକୁ ନେଇ ଭାଜପା ଓ କଂଗେସ କର୍ମୀ ମୁହାଁମୁହିଁ…