ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ

ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ ପାଇଁ…

ବର୍ଷା ଉଜାଡ଼ିଲା ମୁଗ ଫସଲ

ଧରାକୋଟ,୨୨ା୧୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୁଇଦିନର ଲଘୁଚାପ ଜନିତ ଲଗାଣ ବର୍ଷା ଧରାକୋଟ ଅଞ୍ଚଳର ବିଭିନ୍ନ ପଞ୍ଚାୟତର ଏକର ଏକର ଜମିରେ ପାଣି ଜମି ରହିଛି। ଏହାକୁ ନେଇ…

ଶ୍ରେଷ୍ଠ ସ୍ଥାନ ଅଧିକାର କଲେ ଶ୍ୱେତାଶ୍ରୀ: ଜିତିଲେ ସ୍ବର୍ଣ୍ଣପଦକ

ଛତ୍ରପୁର,୨୨ା୧୨(ଦିଲୀପ ସାମଲ): ଭୁବନେଶ୍ୱର ସି. ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟରେ ଆୟୋଜିତ ପଞ୍ଚମ ସମାବର୍ତ୍ତନ ଉତ୍ସବରେ ବିଟେକ କମ୍ପ୍ୟୁଟର ଇଞ୍ଜିନିୟରିଂ ବିଭାଗରେ ଛତ୍ରପୁରର ଶ୍ୱେତାଶ୍ରୀ ଶତପଥୀ ଶ୍ରେଷ୍ଠ…

ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି ଜଣେ…

୩.୧୩ କେଜି ବଜ୍ରକାପ୍ତା କାତି ଜବତ, ଧରାପଡ଼ିଲେ ୪ ଅଭିଯୁକ୍ତ

ନୂଆପଡ଼ା/ଖଡିଆଳ,୨୨ା୧୨(ମକାରୁ ବେମାଲ/ସୁଜିତ ପ୍ରଧାନ): ନୂଆପଡ଼ା ଜିଲା କୋମନା ରେଞ୍ଜ ନାଗପଡ଼ା ପଞ୍ଚାୟତ ଝରଣାମାଲ ଗାଁରେ ଖଡ଼ିଆଳ ବନ ବିଭାଗ ଚଢାଉ କରି ୩ କିଲୋଗ୍ରାମ ୧୩୦ ଗ୍ରାମ…

ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାଶର୍‌ବବର୍ତ୍ତୀ ଉତ୍ତର-ତାଲିମନାଡ଼ୁ…

ଘର ତାଲା ଖୋଲି ସୁନା-ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହିଞ୍ଜିଳିକାଟୁ, ୨୨।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମଠପଦର ସାହିରେ ଜଣଙ୍କ ଘରର ଚାବି ଖୋଲି ଦୁର୍ବୃତ୍ତ ଆଲମାରୀରୁ ସୁନା ଅଳଙ୍କାର ଓ ଅନ୍ୟ ମୂଲ୍ୟବାନ…

ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ, ଜାଣନ୍ତୁ କେଉଁ ଦିନ ହେବ ଧାନ କିଣା…

ଗଞ୍ଜାମ,୨୧ା୧୨: ଲଘୁଚାପ ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ। ଡିସେମ୍ବର ୨୩ରୁ ଗଞ୍ଜାମରେ ଧାନ ସଂଗ୍ରହ ନେଇ ତାରିଖ ଧାର୍ଯ୍ୟ ହୋଇଥିବା ବେଳେ ବର୍ତ୍ତମାନ…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଲା ଅଦିନିଆ ବର୍ଷା: ପାଣିରେ ବୁଡିରହିଛି ପାଚିଲା ଧାନ

ଗଞ୍ଜାମ,୨୨।୧୨(ବିଦ୍ୟାଧର ସାହୁ): ଲଘୁଚାପ ଜନିତ ଅଦିନିଆ ବର୍ଷାରେ ଭାଙ୍ଗିଲା ଚାଷୀଙ୍କ ମେରୁଦଣ୍ଡ l ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ଶହ ଶହ ଭରଣ ପାଚିଲା…

ରାଶିଫଳ: ସୋମବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳରେ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମାରେ, ହୋଟେଲ ଆଦିରେ…