ଶନିବାର ଲମ୍ବା ହେବ ରାତି, ମହାକାଶରେ ଦେଖାଯିବ…

ନୂଆଦିଲ୍ଲୀ,୧୯।୧୨: ସରିବାକୁ ଆସିଲାଣି ବର୍ଷ ୨୦୨୪। ତେବେ ବର୍ଷକ ୩୬୫ ଦିନରୁ ଏପରି ଏକ ଦିନ ଆସେ ଯେଉଁ ଦିନଟି ବର୍ଷର ଦିନ ସବୁଠୁ ଛୋଟ ହୋଇଥାଏ।…

ହଷ୍ଟେଲରେ ଝୁଲିପଡ଼ିଲେ ଛାତ୍ରୀ: ପୋଲିସ କରୁଛି ଛାନଭିନ୍‌

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମାଁ ମାଣିକେଶ୍ୱରି ବିଶ୍ୱବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀ ନିବାସ (ହଷ୍ଟେଲ)ଭିତରୁ ଗୁରୁବାର ସକାଳରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ଏନ୍‌ଆଇଏନ୍‌ଏଲ୍‌ର ଜନଶୁଣାଣିକୁ ସମର୍ଥନ

ଯାଜପୁର,୧୯ା୧୨(ହର୍ଷବର୍ଦ୍ଧନ ବେହେରା) :କଳିଙ୍ଗନଗର ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ର ଆସନ୍ତା ୨୦ ତାରିଖ ଶୁକ୍ରବାର ହେବାକୁ ଥିବା ଜନଶୁଣାଣୀକୁ ବିସ୍ଥାପିତ ପରିବାର ଉନ୍ନୟନ ପରିଷଦ ପକ୍ଷରୁ…

ଶାହାଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ

ନୂଆଦିଲ୍ଲୀ,୧୯ା୧୨:ଭାରତୀୟ ସମ୍ବିଧାନର ସ୍ଥପତି ଡ. ଭୀମରାଓ ଆମ୍ବେଡକରଙ୍କ ଉପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ମନ୍ତବ୍ୟକୁ ନେଇ କ୍ଷୁବ୍ଧ ବିରୋଧୀ ଦଳ ଏମ୍‌ପିମାନେ ବୁଧବାର ତାଙ୍କ ବିରୋଧରେ ସ୍ବାଧିକାର…

ଆମ୍ବେଦକରଙ୍କ ପାଖରେ ଥିଲା ଏତିକି ଡିଗ୍ରୀ ସଂଖ୍ୟା ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ନୂଆଦିଲ୍ଲୀ,୧୯।୧୨: ଭାରତର ସମ୍ବିଧାନର ସୃଷ୍ଟିକର୍ତ୍ତା ବା ପ୍ରଣେତା ଡକ୍ଟର ଭୀମରାଓ ଆମ୍ବେଦକରଙ୍କୁ କେବଳ ଜଣେ ସାମାଜିକ ସଂସ୍କାରକ କିମ୍ବା ରାଜନେତା ଭାବରେ ନୁହେଁ ବରଂ ଶିକ୍ଷାର ଏକ…

ସକାଳୁ ସକାଳୁ ୫ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୧୨: ଗୁରୁବାର ସକାଳେ ଜମ୍ମୁ କଶ୍ମୀରର କୁଲଗାମ ଜିଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ପାଞ୍ଚ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି…

ସ୍ପଷ୍ଟ ଦିବାଲୋକରେ କାର କାଚ ଭାଙ୍ଗି ହଜାର ହଜାର ଟଙ୍କା ଲୁଟ୍‌

ଦେବଗଡ,୧୯।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ପୌରାଞ୍ଚଳର ଜନଗହଳି ପୂର୍ଣ୍ଣ ଶ୍ରୀ ଅରବିନ୍ଦ ସ୍କୁଲ ଛକରୁ ସ୍ପଷ୍ଟ ଦିବାଲୋକରେ ଏକ କାରର କାଚ ଭାଙ୍ଗି ୭୮ ହଜାର ଟଙ୍କା…

ମୁମ୍ବାଇ ସମୁଦ୍ରରେ ବୋଟ୍‌ ଓଲଟି ୧୩ ମୃତ

ମୁମ୍ବାଇ, ୧୯।୧୨:ମୁମ୍ବାଇର ଗେଟ୍‌ଓ୍ବେ ଅଫ୍‌ ଇଣ୍ଡିଆରୁ ଏଲିଫାଣ୍ଟା ଦ୍ୱୀପ ଯାଉଥିବା ନୀଲକମଲ ନାମକ ଏକ ଯାତ୍ରୀବାହୀ ମୋଟର ବୋଟ୍‌ ସହ ବୁଧବାର ଅପରାହ୍ନ ପ୍ରାୟ ୪ଟାରେ ଭାରତୀୟ…

ଖୁବ ଶୀଘ୍ର ପୃଥିବୀରେ ଓହ୍ଲାଇବ ସୂର୍ଯ୍ୟ! ୨୪ ଘଣ୍ଟା ରହିବ ଆଲୋକ, ଜାଣନ୍ତୁ ନ୍ୟୁକ୍ଲିୟର ଫ୍ୟୁଜନ ପ୍ଲାନ କ’ଣ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୯।୧୨: ଆମେ ସୌର ଶକ୍ତି ଏବଂ ଆଣବିକ ଶକ୍ତି ବିଷୟରେ ବହୁତ କିଛି ଦେଖିଛୁ ଏବଂ ଶୁଣିଛୁ, କିନ୍ତୁ ଖୁବ ଶୀଘ୍ର ହାଇଡ୍ରୋଜେନ ଆଧାରିତ ଶକ୍ତି ବିଶ୍ୱରେ…