କଂଗ୍ରେସକୁ ଟାର୍ଗେଟ କଲେ ସଞ୍ଜୟ ରାଉତ, କହିଲେ ଅକ୍ଷମ ନେତା…

ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ମହା ବିକାଶ ଆଗାଡିରେ ଆସନ ବୁଝାମଣାରେ ସମସ୍ୟା ଉପୁଜୁଛି। ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଆସନ ବଣ୍ଟା ବିଳମ୍ବ…

୨ ଦିନ ଏହି ୧୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୮।୧୦: ଶୁକ୍ରବାର ଓ ଶନିବାର ୧୪ ଜିଲାରେ ପ୍ରବଳ ବର୍ଷିବ। ତେବେ ବର୍ଷାକୁ ନେଇ ଏହି ୧୪ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଦିଆଯାଇଛି।…

ସଲମାନ କେମିତି କ୍ଷମା ମାଗିଲେ ମାନି ଯିବେ ଲରେନ୍ସ, ଜାଣନ୍ତୁ କ୍ଷମା ମାଗିବାକୁ କ’ଣ ରହିଛି କଡା ନିୟମ

ମୁମ୍ବାଇ,୧୮।୧୦: ରାଜାନେତା ବାବା ସିଦ୍ଦିକୀଙ୍କ ହତ୍ୟା ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କ ଘର ନିକଟରେ ଆସୁଥିବା ଲୋକଙ୍କ ଉପରେ ପୋଲିସ…

ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସ କ୍ରିକେଟ ନିର୍ଦ୍ଦେଶକ ଭାବେ ଗାଙ୍ଗୁଲି ନିଯୁକ୍ତ

ନୂଆଦିଲ୍ଲୀ, ୧୮ା୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଗୁରୁବାର ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ସଂସ୍ଥାର ସେ ସମସ୍ତ କ୍ରିକେଟ ସମ୍ପତ୍ତିର…

ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଲା ବଡ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୮।୧୦: ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜାମିନ ମିଳିଛି। ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ କହିଛନ୍ତି ଯେ ଏପର୍ଯ୍ୟନ୍ତ ଶୁଣାଣି…

ଘରୋଇ ହସ୍ପିଟାଲ ନାଁରେ ଅଙ୍ଗ ଚୋରି ଅଭିଯୋଗ: କବରତଳୁ କଢ଼ାହେଲା ମୃତଦେହ

କଟକ,୧୮।୧୦: କଟକର ଏକ ଘରୋଇ ହସ୍ପିଟାଲ ବିରୋଧରେ ଅଙ୍ଗ ଚୋରି ଅଭିଯୋଗ ହୋଇଛି। କନ୍ଧମାଳ ବାଲିଗୁଡାର ବାବୁଲା ଦିଗାଲଙ୍କ ଅଙ୍ଗ ଚୋରି ହୋଇଥିବା ନେଇ ତାଙ୍କ ପରିବାର…

‘ବାବା ସିଦ୍ଧକିଙ୍କଠାରୁ ଖରାପ ହେବ ଅବସ୍ଥା’; ପୁଣି ଭାଇଜାନଙ୍କୁ ଧମକ ମିଳିବା ପରେ ଚିନ୍ତାରେ ପରିବାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ। ମୁମ୍ବାଇ ପୋଲିସକୁ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ପକ୍ଷରୁ ଏକ ବାର୍ତ୍ତା ମିଳିଛି। ଯେଉଁଥିରେ ଅଭିନେତାଙ୍କୁ ଜୀବନରୁ…

ଲରେନ୍ସ ବିଷ୍ଣୋଇଙ୍କ ସହ ଭିଡ଼ିଓ କଲ୍‌ରେ କଥା ହେବାକୁ ଚାହୁଁଛନ୍ତି ସଲମାନଙ୍କ ପୂର୍ବତନ ପ୍ରେମିକା: ଜାଣନ୍ତୁ କାହିଁକି

ମୁମ୍ବାଇ, ୧୮।୧୦:ଅଭିନେତା ସଲମାନ ଖାନ୍‌ଙ୍କ ପୂର୍ବତନ ପ୍ରେମିକା ତଥା ଅଭିନେତ୍ରୀ ଓ ଆମେରିକୀୟ ମହିଳା ଅଧିକାର କର୍ମୀ ସୋମି ଅଲ୍ଲୀ ଗୁରୁବାର ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଇନ୍‌ଷ୍ଟାଗ୍ରାମରେ…

ନିୟମ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀଙ୍କ ପୁଅ!

ମୁମ୍ବାଇ,୧୮।୧୦: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଅବସ୍ଥିତ ବିଶ୍ୱ ପ୍ରସିଦ୍ଧ ମହାକାଳ ମନ୍ଦିରରେ ନିୟମ ଭାଙ୍ଗିବାର ଏକ ମାମଲା ସାମ୍ନାକୁ ଆସିଛି। ଅଭିଯୋଗ ହୋଇଛି ଯେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ…

ମୁଁ ଆପଣଙ୍କୁ ଭୋଟ ଦେଇଛି, ଏବେ ମୋ’ ପାଇଁ କନ୍ୟାଟିଏ ଖୋଜି ଦିଅନ୍ତୁ; ବିଧାୟକଙ୍କୁ ପେଟ୍ରୋଲ ପମ୍ପ କର୍ମଚାରୀ କଲେ ଅପିଲ୍‌…

ଲକ୍ଷ୍ନୌ,୧୮।୧୦: ମୁଁ ଆପଣଙ୍କୁ ଭୋଟ ଦେଇଛି, ଏବେ ମୋ ପାଇଁ ବଧୂଟିଏ ଖୋଜି ଦିଅନ୍ତୁ। ଏହା ହେଉଛି ଜଣେ ବିଧାୟକଙ୍କୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଅପିଲ। ନିର୍ବାଚନରେ…