ଫ୍ରାନ୍ସ ସରକାର ଭାଙ୍ଗିଲା

ଫ୍ରାନ୍ସ ପ୍ରଧାନମନ୍ତ୍ରୀ ମିଶେଲ ବର୍ନିଅର ପାର୍ଲାମେଣ୍ଟରେ ଅନୁଷ୍ଠିତ ଆସ୍ଥାଭୋଟରେ ପରାଜିତ ହେବା ପରେ ତାଙ୍କ ସରକାର ଭାଙ୍ଗିଯାଇଛି। ସରକାର ପତନ ପାଇଁ ୨୮୮ ଭୋଟ ଆବଶ୍ୟକ ଥିବାବେଳେ…

ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ଫାଟକରେ ବାନ୍ଧି ନିର୍ଯାତନା

ମାର୍ଶାଘାଇ,୬।୧୨(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଇଂରାଜୀ ମାଧ୍ୟାମିକ ବିଦ୍ୟାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟର ଫାଟକରେ…

ଜନସଂଖ୍ୟା ଅଧିକ, ଆଧାର କେନ୍ଦ୍ର ମାତ୍ର ୩: ଆଧାର ସଂଶୋଧନ ପାଇଁ ଜିଲା ବାହାରକୁ ଯାଉଛନ୍ତି ଲୋକ

ଦାରିଙ୍ଗବାଡି, ୬।୧୨(ଅରୁଣ ସାହୁ):ସରକାରଙ୍କ ବିଭିନ୍ନ ଯୋଜନା ପାଇଁ ଆବଶ୍ୟକ ପଡୁଛି ଆଧାର କାର୍ଡ। ଏଥିପାଇଁ ଲୋକଙ୍କୁ କରିବାକୁ ପଡୁଛି କସରତ ବିଶେଷ କରି ଗରିବଶ୍ରେଣୀର ଲୋକମାନେ କାମ…

୪ ଦିନରେ ୪ ଡିଗ୍ରୀ ଖସିବ ତାପମାତ୍ରା

ଭୁବନେଶ୍ୱର,୬ା୧୨ (ଅନୁରାଧା ମହାରଣା):ଆସନ୍ତା ଶନିବାର ପରଠାରୁ ୪ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ଖସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଅନ୍‌ଲାଇନ ଗେମ୍‌ରେ ଟଙ୍କା ହାରି ଜୀବନ ହାରିଲେ ସେବାୟତ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଅନ୍‌ଲାଇନ ଗେମ୍‌ରେ ଟଙ୍କା ହାରିବା ପରେ ଜଣେ ଯୁବକ ମାନସିକ ଚାପରେ ପଡ଼ି ଆତ୍ମହତ୍ୟା କରିଛନ୍ତି। ଶ୍ରୀ ଲିଙ୍ଗରାଜ…

ପ୍ରଜାକୋର୍ଟରେ ୨ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ମାଲକାନଗିରି,୬ା୧୨ (ଦୁର୍ଯ୍ୟୋଧନ ପାତ୍ର):ଛତିଶଗଡ଼ ନାରାୟଣପୁର ଜିଲା ଭୈରମଗଡ଼ ଥାନା ଅଞ୍ଚଳରେ ୨ ଜଣ ପୂର୍ବତନ ସରପଞ୍ଚଙ୍କୁ ମାଓବାଦୀମାନେ ପ୍ରଜାକୋର୍ଟରେ ଗୁରୁବାର ଗଳାକାଟି ହତ୍ୟା କରିଛନ୍ତି। ସେମାନେ ହେଲେ…

୨୦୨୫ରେ ବଢ଼ିବ ସାଇବର ଆକ୍ରମଣ: ସ୍ବାସ୍ଥ୍ୟସେବା, ଆର୍ଥତ୍କ କ୍ଷେତ୍ର ପ୍ରତି ବିପଦ

ନୂଆଦିଲ୍ଲୀ,୬ା୧୨:ପ୍ରଯୁକ୍ତିର ଅଗ୍ରଗତି ଲୋକଙ୍କୁ ଯେତିକି ସୁବିଧା ଦେଉଛି, ଏହାର ଦୁଷ୍କରିଣାମ ମାନବ ସମାଜ ପାଇଁ ସେତିକି ବିପଦ ଆଣିଦେଇପାରେ। ଡାଟା ସିକ୍ୟୁରିଟି କାଉନ୍‌ସିଲ ଅଫ୍‌ ଇଣ୍ଡିଆ ଏବଂ…

୭୪ ବର୍ଷରେ ଅଣ୍ଡାଦେଲା ସବୁଠୁ ବୟସ୍କ ପକ୍ଷୀ

ଓ୍ବାଶିଂଟନ: ସମସ୍ତ ପ୍ରକାରର ଅସୁବିଧାକୁ ସାମ୍‌ନା କରି ବିଶ୍ୱର ସବୁଠାରୁ ବୟସ୍କ ବଣୁଆ ପକ୍ଷୀ ଏକ ଅଣ୍ଡା ଦେଇଛି। ଓ୍ବିଜ୍‌ଡମ ନାମକ ଏହି ଲେସନ ଅଲବାଟ୍ରସ୍‌ ଜାତୀୟ…

ପ୍ରଫୁଲ୍ଲ ସାମଲ ବିଜେଡି ଶ୍ରମିକ ସାମ୍ମୁଖ୍ୟ ରାଜ୍ୟ ସଭାପତି

ଭୁବନେଶ୍ୱର, ୬ା୧୨(ଅନିଲ ଦାସ)- ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ପ୍ରଫୁଲ ସାମଲ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ।…

ଶପଥ ପୂର୍ବରୁ ୪୦ ସେକେଣ୍ଡ ଭାଷଣରେ ଏଭଳି କହି ଚମକାଇ ଦେଲେ ଶିନ୍ଦେ

ମୁମ୍ବାଇ,୫ା୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ୍‌ନବିସ୍‌ ଶପଥ ନେବା ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପାଇଁ ଶିବସେନା ନେତା ଏକନାଥ ଶିନ୍ଦେ ଶପଥପାଠ କରିବାକୁ…