ରାଞ୍ଚି ଷ୍ଟେଶନରେ ୫ ମହିଳା ମୂର୍ଚ୍ଛାଗଲେ

ରାଞ୍ଚତ୍,୧୮।୨: ନୂଆଦିଲ୍ଲୀ ରେଳଷ୍ଟେଶନରେ ମହାକୁମ୍ଭ ମେଳା ଯାତ୍ରୀଙ୍କ ଗହଳି ଯୋଗୁ ଶନିବାର ରାତିରେ ଦଳାଚକଟା ହୋଇ ୧୮ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ଯାତ୍ରୀ ଆହତ ହୋଇଥିଲେ।…

KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର

ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ ସୃଷ୍ଟି…

ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସକାଳୁଆ…

ଆମେରିକାରେ ପ୍ରବଳ ବର୍ଷା, ଅଧିକାଂଶ ନଦୀରେ ବନ୍ୟା

ଓ୍ବାଶିଂଟନ,୧୮।୨: ଆମେରିକାର ଅନେକ ଅଞ୍ଚଳରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି, ଅନ୍ୟପଟେ କେଣ୍ଟୁକି ରାଜ୍ୟରେ ପ୍ରବଳ ବର୍ଷା ତାଣ୍ଡବ ସୃଷ୍ଟି କରିବା ଆରମ୍ଭ କରିଛି। ପ୍ରବଳ…

ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ…

ଜଗତ୍‌ସିଂହପୁର: କାଞ୍ଜିଆହୁଦା ପରିକଳ୍ପନା ଦିଗହରା

ଜଗତ୍‌ସିଂହପୁର, ୧୮।୨ (ପ୍ରମୋଦ କୁମାର ନାୟକ): ମାସେକି ବର୍ଷେ ନୁହେଁ, କେଉଁ ଆବାହନ କାଳରୁ କାଞ୍ଜିଆହୁଦାର ପରିକଳ୍ପନା କରାଯାଇଥିଲା। ଷଣ୍ଢ, ଗାଈ, ମଇଁଷି, ଛେଳି ଓ ମେଣ୍ଢା…

ଆଉ ଏକ ବଡ଼ ବିମାନ ଦୁର୍ଘଟଣା, ଲ୍ୟାଣ୍ଡିଂ ବେଳେ ଓଲଟିପଡିଲା

ଟୋରଣ୍ଟୋ,୧୮।୨: କାନାଡାର ଟୋରଣ୍ଟୋ ବିମାନବନ୍ଦରରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ସୂଚନାଯୋଗ୍ୟ, ଡେଲ୍ଟା ଏୟାରଲାଇନ୍ସର ଏକ ବିମାନ ଅବତରଣ ସମୟରେ ବିମାନବନ୍ଦରରେ ଓଲଟି ପଡ଼ିଥିଲା। ଏହି…

ଶିଳ୍ପ ପ୍ରତିଷ୍ଠା ଭାବାବେଗ ନିର୍ବାଚନ ପ୍ରତିଶ୍ରୁତି ପାଲଟିଛି

କେନ୍ଦ୍ରାପଡ଼ା, ୧୮। (ଜଗନ୍ନାଥ ଧଳ): ଭୁବନେଶ୍ୱରଠାରେ ଜାନୁଆରୀ ୨୮ ଓ ୨୯ ତାରିଖରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ମେକ୍‌ ଇନ୍‌ ଓଡ଼ିଶା ଷ୍ଟାମ୍ପରେ ରାଜ୍ୟକୁ…

ବିଦାୟୀ ଭାଷଣରେ ବିଭ୍ରାନ୍ତିକର ବ୍ୟାଖ୍ୟାନକୁ ଟାର୍ଗେଟ କଲେ ରାଜୀବ କୁମାର

ନୂଆଦିଲ୍ଲୀ, ୧୮।୨: ଭାରତର ମୁଖ୍ୟ ନିର୍ବାଚନ ଆୟୋଗ (ସିଇସି)ଙ୍କର କାର୍ଯ୍ୟକାଳ ମଙ୍ଗଳବାର ଶେଷ ହେବାକୁ ଯାଉଛି। ଏହାପୂର୍ବରୁ ସୋମବାର ସେ ତାଙ୍କ ବିଦାୟୀ ଭାଷଣରେ କହିଛନ୍ତି, ଗତ…

ଜ୍ଞାନେଶ କୁମାର ହେବେ ଭାରତର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୧୭/୨: ଭାରତର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଭାବେ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନିଯୁକ୍ତ କରାଯାଇଛି । ସେ ବିଦାୟୀ ରାଜୀବ କୁମାରଙ୍କ ସ୍ଥାନ ନେବେ।…