ବିଧାୟକଙ୍କୁ ଆକ୍ରମଣ ଘଟଣା କାହିଁକି କ୍ରାଇମବ୍ରାଞ୍ଚଙ୍କୁ ଦିଆଗଲା ତଦନ୍ତ ଦାୟିତ୍ୱ: ଡିଜିପି କହିଲେ….

ଭୁବନେଶ୍ୱର,୨୫।୧୧ ଯାଜପୁର ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାରେ ଡିଜିପିଙ୍କ ପ୍ରତିକ୍ରିୟା ରଖିଛନ୍ତି। କାହିଁକି କ୍ରାଇମବ୍ରାଞ୍ଚଙ୍କୁ ତଦନ୍ତ ଦାୟିତ୍ୱ ଦିଆଗଲା ସେ ନେଇ ସେ କହିଛନ୍ତି, ସଠିକ ତଦନ୍ତ…

ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣି ମାରିଲା ସାନ ଭାଇ

ଝାରସୁଗୁଡ଼ା,୨୫।୧୧: ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ା ଜିଲା ଲଖନପୁର ଥାନା କୁଡ଼ାଲୋଇ ଗଙ୍ଗାପଡ଼ାରେ। ଅଭିଯୁକ୍ତ ସାନ…

୭୮ ଜଣଙ୍କୁ ଭୂ-ଲେଖ ରେକର୍ଡଭୁକ୍ତ ଜଙ୍ଗଲଜମି ପଟ୍ଟା ବଣ୍ଟନ, ତହସିଲଦାର କହିଲେ ଏଣିକି…

ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅନ୍ତର୍ଗତ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟରେ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ରାଜସ୍ବ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ଶୀତ ଅଧିବେଶନ ପୂର୍ବରୁ ବିପକ୍ଷଙ୍କୁ ଟାର୍ଗେଟ୍‌ କଲେ ମୋଦି

ନୂଆଦିଲ୍ଲୀ,୨୫।୧୧: ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି ଏବଂ ପରିବେଶ ମଧ୍ୟ…

ଫସିଗଲେ ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀ, ରିଲ୍ସ କରି ସ୍କୁଟି …

ଭୁବନେଶ୍ୱର,୨୫।୧୧ ରିଲ୍ସ କରିବା ପଡ଼ିଲା ମହଙ୍ଗା। ଜବତ ହେଲା ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି। ବିନା ହେଲମେଟରେ ସ୍କୁଟି ଚଢ଼ି ରାଜରାସ୍ତାରେ ରିଲ୍ସ କରୁଥିଲେ। ଗାଡ଼ି ଜବତ…

ବିଜୟର ଦ୍ୱାରଦେଶରେ ଭାରତ: ଆଉ ମାତ୍ର ୩ ଉଇକେଟ ଆବଶ୍ୟକ…

ପର୍ଥ,୨୫।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ପର୍ଥରେ ଜାରି ରହିଛି। ଏହି ମ୍ୟାଚ୍‌ରେ ଭାରତ ବିଜୟ ଆଡ଼କୁ…

ଓଲଟି ପଡ଼ିଲା ଗୋ’ ଚାଲାଣ ଗାଡ଼ି, ଗୋରୁଙ୍କୁ ନେଇ ଅନ୍ୟତ୍ର ଲୁଚାଇ ରଖିଲେ ମାଫିଆ

ପାଟଣା,୨୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭାଲିଆଡିହା ନିକଟରେ ଏକ ବେଆଇନ ଗୋରୁ ବୋଝେଇ ଗାଡ଼ି ସୋମବାର ସକାଳୁ ଦୁର୍ଘଟଣାଗସ୍ତ ହୋଇ ଓଲଟି ପଡ଼ିଛି। ରାଇ…

ସ୍ବାମୀଙ୍କ ନାଁରେ ଏମିତି ଅଭିଯୋଗ ଆଣିଲେ ନବବିବାହିତା: ମୁଣ୍ଡରେ ହାତ ଦେଲା ପୋଲିସ

ନୂଆଦିଲ୍ଲୀ,୨୫।୧୧: ଉତ୍ତର ପ୍ରଦେଶର ଆଗ୍ରାରେ ଏକ ଅଜବ ଘଟଣା ଘଟିଛି। ଜଣେ ନବବିବାହିତ ସ୍ବାମୀଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଲିପଷ୍ଟିକ ଏବଂ ପାଉଡର ଆଣିବାକୁ ସ୍ବାମୀଙ୍କୁ…

ଆଉ ନାହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଅନୁଗତ ନିରୁଭାଇ: ଶେଷ ଦର୍ଶନ କରିବାକୁ ଯିବେ ମୋହନ

କେନ୍ଦୁଝର,୨୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ଜନତା ପାର୍ଟି ନଗର ମଣ୍ଡଳର ବରିଷ୍ଠ କାର୍ଯ୍ୟକର୍ତ୍ତା ନିରଞ୍ଜନ ଶତପଥୀ (ନିରୁଭାଇ)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଛି। ରବିବାର ଛାତିରେ ଯନ୍ତ୍ରଣା ହେବାରୁ…

ସକାଳୁ ସକାଳୁ ଯାଜପୁର ଟାଉନ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍: ଚାଲିଛି ତନାଘନା

ଭୁବନେଶ୍ୱର,୨୫ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତେବେ ସୋମବାର ସକାଳୁ ସକାଳୁ…