ହିନ୍ଦୁ ସମୁଦାୟଙ୍କ ବଢୁଛି ଚିନ୍ତା: ଦୁର୍ଗାପୂଜା ଛୁଟିକୁ ବିରୋଧ

ଢାକା,୨୬।୯: ବାଂଲାଦେଶରେ ରହୁଥିବା ହିନ୍ଦୁ ସମୁଦାୟଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦୁର୍ଗାପୂଜା ପାଖେଇ ଆସୁଥିବା ବେଳେ ବାଂଲାଦେଶର କଠୋରପନ୍ଥୀ ଇସ୍‌ଲାମିକ ସଙ୍ଗଠନଗୁଡ଼ିକ ପକ୍ଷରୁ ଏହି ସାର୍ବଜନୀନ ଉତ୍ସବକୁ…

ଏଥର ସରୋଗେସି ମାତୃତ୍ୱ କ୍ଷେତ୍ରରେ ମିଳିବ ଛୁଟି: ମହିଳା କର୍ମଚାରୀଙ୍କୁ ୧୮୦ଦିନ, ପୁରୁଷଙ୍କୁ ୧୫ଦିନ

ଭୁବନେଶ୍ୱର,୨୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଏଥର ଉଧାର ମାତୃତ୍ୱ ଅର୍ଥାତ ସରୋଗେସି ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ଉଧାର ମାତୃତ୍ୱ…

ବିରୋଧୀ ଦଳରୁ କିଏ ଦେଇଥିଲା ପ୍ରଧାନମନ୍ତ୍ରୀ ଅଫର ? ଜାଣନ୍ତୁ କ’ଣ କହିଲେ ନିତିନ ଗଡ଼କରୀ

ନୂଆଦିଲ୍ଲୀ,୨୬ା୯: କେନ୍ଦ୍ରମନ୍ତ୍ରୀ ପରିବହନ ନିତିନ ଗଡ଼କରୀ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଥିବା ଖବର ଅନେକ ଦିନରୁ ଚର୍ଚ୍ଚା ହୋଇଆସୁଛି। ଏହାରି ମଧ୍ୟରେ ସେ ଏହି ପ୍ରସଙ୍ଗରେ ବଡ ବୟାନ…

‘ଦୁର୍ଗାପୂଜା କରିବ ତ ୫ ଲକ୍ଷ ଟଙ୍କା ଦିଅ’, ବାଂଲାଦେଶରେ ହିନ୍ଦୁ ମିନ୍ଦିରକୁ ମିଳୁଛି ଧମକ

ଢାକା,୨୬।୯: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ବନ୍ଦ ହେଉନାହିଁ। ଦୁର୍ଗା ପୂଜା ପୂର୍ବରୁ ବାଂଲାଦେଶର ଇସଲାମ ଗୋଷ୍ଠୀ ପକ୍ଷରୁ କିଛି ମନ୍ଦିରକୁ ଧମକ ଦିଆଯାଇଛି। ମନ୍ଦିର…

୪ ମାସର ଶିଶୁପୁତ୍ରଙ୍କୁ କରିଥିଲେ ହତ୍ୟା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ

ବାଲେଶ୍ୱର,୨୬।୯(ବାଞ୍ଛାନିଧି ଦେ): ୪ ମାସର ଏକ ଶିଶୁପୁତ୍ର ହତ୍ୟା ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଓପିଆଇଡି କୋର୍ଟ ବିଚାରପତି ବିଶ୍ୱଜିତ୍‌ ଦାସ ଅଭିଯୁକ୍ତ ବାପାଙ୍କୁ ଦୋଷୀ…

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ମହିଳା ଯେଉଁ ଧର୍ମର ହୁଅନ୍ତୁନା କାହିଁକି ସମସ୍ତଙ୍କ ପାଇଁ ଲାଗୁ ହେବ ଏହି ଆଇନ

ନୂଆଦିଲ୍ଲୀ,୨୬।୯: ଘରୋଇ ହିଂସା ଆଇନ ଉପରେ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଘରୋଇ ହିଂସା ଆଇନ ୨୦୦୫ ପ୍ରତ୍ୟେକ ମହିଳାଙ୍କ ପାଇଁ…

୩ ‘ପରମ ରୁଦ୍ର ସୁପର କମ୍ପ୍ୟୁଟର’ର ଉଦଘାଟନ କଲେ ମୋଦି, ଜାଣନ୍ତୁ କ’ଣ ରହିଛି ଏହାର ବିଶେଷତା

ନୂଆଦିଲ୍ଲୀ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ତିନୋଟି ସୁପର କମ୍ପ୍ୟୁଟରକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଏହି ତିନୋଟି କମ୍ପ୍ୟୁଟର ସଂପୂର୍ଣ୍ଣ ଭାବେ ଭାରତରେ ନିର୍ମିତ ହୋଇଛ।…

ପରିବାର ଛାଡି ଲିଭ୍‌ ଇନ୍‌ରେ ରହୁଥିଲେ ମହିଳା: ହତ୍ୟା କଲା ପ୍ରେମିକ

ବଣାଇଁ,୨୬।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା କନ୍ୟାଶ୍ରମ ବସ୍ତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ଗୁରୁବାର ପୋଲିସ ମୃତଦେହ ଜବତ କରି ସ୍ଥାନୀୟ…

ଭାଜପାକୁ ଲାଗିଲା ବଡ ଝଟ୍‌କା, ୨୦ ବର୍ଷ ଦଳରେ ଥାଇ ଏବେ…

ରାଞ୍ଚି,୨୬।୯: ଚେନପୁର ରାଜ ପରିବାରର ସଦସ୍ୟ ତଥା ଭାଜପାର ପୂର୍ବତନ ରାଜ୍ୟ ମନ୍ତ୍ରୀ ବିବେକ ଭବାନୀ ସିଂ ବୁଧବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେ ରାଜ୍ୟ କଂଗ୍ରେସ…

ଓଡ଼ିଶା: ଆଜିର ଫଟୋ (୨୬ ସେପ୍ଟେମ୍ବର, ୨୦୨୪)

ଶେଖ ବଜ଼ାର ପୂଜା ମଣ୍ଡପରେ ମା ଦୁର୍ଗା ମୁର୍ମୟୀ ପ୍ରତିମା ଗଢୁଥିବା ଶିଳ୍ପୀ  ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା