ପୁଣି ଚର୍ଚ୍ଚାରେ ଭରତପୁର: ନୂତନ ଆଇଆଇସି କଲେ ଯଜ୍ଞ, ଲଙ୍କା, ଲେମ୍ବୁ ଲଗାଇ…

ଭୁବନେଶ୍ୱର,୨୩।୯:  ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଆଉ ଏକ ଫର୍ଦ୍ଦ   ଚର୍ଚ୍ଚାରେ ଜୋଡି ହୋଇଯାଇଛି।  ଥାନାରେ ନୂଆ ଆଇଆଇସି ପୂଜାପାଠ କରିଛନ୍ତି । କାର୍ଯ୍ୟରେ…

ମଞ୍ଚକୁ ଆଇଟମ୍‌ ଗର୍ଲ ଆସିବାରେ ହେଲା ବିଳମ୍ବ: ମଞ୍ଚ ଉପରକୁ ଚେୟାର ଫୋପାଡ଼ିଲେ

ପାଟଣା,୨୩।୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ସାହାରପଡା ବ୍ଲକ ଦାମାହୁଦା ଠାରେ ଚାଲିଛି ଯାତ୍ରା କଳିଙ୍ଗକନ୍ୟା। ମଞ୍ଚକୁ ସୋମବାର ରାତିରେ ଜଣେ ଚର୍ଚ୍ଚିତ ଆଇଟମ୍‌ ଗର୍ଲ ଆସିବାର ଥିଲା।…

ଘୃଣା ଦ୍ୱାରା କେହି ଉପକୃତ ହୁଅନ୍ତି ନାହିଁ, କାହିଁକି ଏମିତି କହିଲେ ରାହୁଲ

ନୂଆଦିଲ୍ଲୀ,୨୩ା୯: କଂଗ୍ରେସ ଏମ୍‌ପି ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜମ୍ମୁ-କଶ୍ମୀରର ସୁରନକୋଟରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ…

ଲେବାନନରେ ଫୁଟିଲା ପେଜର ବୋମା, ଭାରତରେ ବଢିଲା ସୁନାର ଦାମ!

ନୂଆଦିଲ୍ଲୀ,୨୩।୯: ପୁଣିଥରେ ସୁନା ଦର ବୃଦ୍ଧି ଭାରତରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ଭାରତରେ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ୧୦ ଗ୍ରାମ ପିଛା…

ମୋବାଇଲରେ ଏମିତି ଭିଡିଓ ମିଳିଲେ ଏବେ ସିଧା ଯିବେ ଜେଲ, ସିଜେଆଇଙ୍କ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୨୩।୯: ଯଦି ଆପଣଙ୍କ ଫୋନରେ ଶିଶୁ ଅଶ୍ଳୀଳତା ବା ଚାଇଲ୍ଡ ପର୍ନୋଗ୍ରାଫି ସମ୍ବନ୍ଧୀୟ ଭିଡିଓ ମିଳୁଛି, ତେବେ ଆପଣ ବଡ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଯଦି ଏପରି…

ବିରୂପା ବ୍ରିଜ୍‌ ଉପରେ  ସାଇକେଲ୍‌ ମୋବାଇଲ ରଖି …

କଟକ,୨୩।୯: ବିରୂପା ନଦୀକୁ ଡେଇଁ ଜଣେ ଛାତ୍ର ନିଖୋଜ ଅଛନ୍ତି। ଏଯାବତ୍‌ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲାରେ। ନିଖୋଜ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୀଡ଼ିତାଙ୍କ ବାପା କହିଲେ ଝିଅ ସବୁବେଳେ ରାତିରେ…

ଭୁୁବନେଶ୍ୱର,୨୩।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ନେଉନି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭରତପୁର…

ଜାପାନ-ଆମେରିକା ଉପରେ ଆକ୍ରମଣ କରିବ ଚାଇନା? ଚମକାଇ ଦେଲେ ବିଶେଷଜ୍ଞ

ଟୋକିଓ,୨୩।୯: ତାଇୱାନର ଉତ୍ତେଜନା ଏବଂ ସେନକାକୁ ଦ୍ୱୀପପୁଞ୍ଜକୁ ନେଇ ବିବାଦ ମଧ୍ୟରେ ଚାଇନା-ଜାପାନ ସମ୍ପର୍କ ଏକ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଶାନ୍ତି ଆଡକୁ…

ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍‌ଘାଟନ କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟର…

ନୂଆ ରଣନୀତିରେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୯: ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ନୂଆ ରାଜନୈତିକ ରଣନୀତି ଆପଣାଇଛନ୍ତି। କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା…