ବଲିଉଡ୍‌ରେ ଡେବ୍ୟୁ କରିବେ ଇବ୍ରାହିମ

ମୁମ୍ବାଇ: ଅଭିନେତା ସୈଫ୍‌ ଅଲୀ ଖାନ୍‌ ଓ ତାଙ୍କ ପ୍ରଥମ ସ୍ତ୍ରୀ ଅମୃତା ସିଂଙ୍କ ପୁଅ ଇବ୍ରାହିମ ଅଲୀ ଖାନ୍‌ ଖୁବ୍‌ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏନେଇ…

ଭାଗବତଙ୍କୁ କଳାପତାକା ଦେଖାଇଲା ଛାତ୍ର କଂଗ୍ରେସ, ୮ଜଣଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର, ୩୧ା୧(ସୁନିତ୍‌ ମିଶ୍ର): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ସରସଂଘଚାଳକ ମୋହନ ଭାଗବତଙ୍କୁ ଗୁରୁବାର ମଞ୍ଚେଶ୍ୱରଠାରେ ଛାତ୍ର କଂଗ୍ରେସ ପକ୍ଷରୁ କଳାପତାକା ଦେଖାଯାଇ ବିରୋଧ ପ୍ରଦର୍ଶନ କରାଯାଇଛି। ଭାଗବତ…

କ୍ଷୁଦ୍ରଗ୍ରହ ଆବିଷ୍କାରକଲେ ୯ମ ଶ୍ରେଣୀ ଛାତ୍ର

ନଏଡା: ଉତ୍ତରପ୍ରଦେଶର ନଏଡାସ୍ଥିତ ଶିବ ନାଡର ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ଦକ୍ଷ ମଲିକ୍‌ (୧୪) ଏକ କ୍ଷୁଦ୍ରଗ୍ରହ (ଆଷ୍ଟେରଏଡ୍‌)ର ଆବିଷ୍କାର କରିଛନ୍ତି, ଯାହାକୁ ଆମେରିକୀୟ ମହାକାଶ ସଂସ୍ଥା…

ସୀତାରାମନ୍‌ଙ୍କ ୬ ବଜେଟ ବିନ୍ଧାଣି

ନୂଆଦିଲ୍ଲୀ, ୩୧ା୧: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆସନ୍ତା ୧ ତାରିଖରେ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ କେନ୍ଦ୍ରୀୟ ବଜେଟକୁ ଉପସ୍ଥାପନ କରିବେ। ଚଳିତ ଥର ଅଷ୍ଟମ ଥର…

Budget 2025: ଆଜିଠୁ ବଜେଟ ଅଧିବେଶନ: ଉଠିବ ମହାକୁମ୍ଭ ଦଳାଚକଟା ଝଡ଼

ନୂଆଦିଲ୍ଲୀ,୩୧ା୧: ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହେବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୂର୍ବାହ୍ନ ୧୧ଟାରେ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧନ…

ସ୍ପେସ୍‌ଓ୍ବାକ୍‌ କଲେ ସୁନୀତା, ବୁଚ୍‌

ଓ୍ବାଶିଂଟନ, ୩୧ା୧: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ୮ ମାସ ଧରି ଫସିରହିଥିବା ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ୟୁଲିୟମ୍ସ ଓ ସହଯାତ୍ରୀ ବୁଚ୍‌ ଓ୍ବିଲମୋର…

ବିଦ୍ରୋହୀ ନେତା ଅଲ୍‌-ସାରା ହେଲେ ସିରିଆ ରାଷ୍ଟ୍ରପତି

ଡମାସ୍‌କସ୍‌,୩୧।୧: ସିରିଆ ରାଷ୍ଟ୍ରପତି ବଶର ଅସାଦଙ୍କୁ କ୍ଷମତାଚ୍ୟୁତ କରିଥିବା ବିଦ୍ରୋହୀ ଗୋଷ୍ଠୀର ନେତା ଅହମଦ ଅଲ୍‌-ସାରାଙ୍କୁ ଦେଶର ଅନ୍ତରୀଣ ରାଷ୍ଟ୍ରପତି ନିଯୁକ୍ତ କରାଯାଇଛି। ପୂର୍ବତନ ଇନ୍‌ସର୍ଜେଣ୍ଟ ଗୋଷ୍ଠୀ…

ୟୁନୁସ ସରକାରଙ୍କ ନିଦ ଉଡାଇଲା ଟ୍ରମ୍ପଙ୍କ ନିଷ୍ପତ୍ତି, ସଙ୍କଟରେ ବାଂଲାଦେଶ ନାଗରିକ

ଓ୍ବାଶିଂଟନ/ଢାକା,୩୧।୧: ଆମେରିକାରେ ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ଭାବରେ ପୁନର୍ବାର କ୍ଷମତାକୁ ଆସିବା ପରେ ବାଂଲାଦେଶକୁ ଏକ ବଡ଼ ଝଟକା ଲାଗିଛି। ଆମେରିକା ପ୍ରଶାସନ ବାଂଲାଦେଶକୁ ଲକ୍ଷ ଲକ୍ଷ…

ବିମାନ-ହେଲିକପ୍ଟର ଦୁର୍ଘଟଣା: ୨୫ ବର୍ଷ ଇତିହାସରେ ସବୁଠାରୁ ବଡ ଦୁର୍ଘଟଣା, ସମସ୍ତ ୬୪ ଯାତ୍ରୀ ମୃତ

ଓ୍ବାଶିଂଟନ,୩୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର କହିଛନ୍ତି ଯେ ଏକ ସାମରିକ ହେଲିକପ୍ଟର ଦୁର୍ଘଟଣାରେ ଆମେରିକୀୟ ଏୟାରଲାଇନ୍ସ ବିମାନରେ ଥିବା ସମସ୍ତ ୬୪ ଜଣଙ୍କର ମୃତ୍ୟୁ…

ନିଜସ୍ବ ଏଆଇ ମଡେଲ ପ୍ରସ୍ତୁତ କରିବ ଭାରତ

ନୂଆଦିଲ୍ଲୀ,୩୦।୧: କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ବିଶ୍ୱସ୍ତରରେ ପ୍ରତିଯୋଗିତା ଜୋର୍‌ଦାର ହୋଇଥିବାବେଳେ ଭାରତ ନିଜସ୍ବ ମୌଳିକ ମଡେଲ୍‌ ପ୍ରସ୍ତୁତ କରିବା ନେଇ ଆଗ୍ରହ ପ୍ରକାଶ କରିଛି। ଷ୍ଟାର୍ଟଅପ୍‌ ଏବଂ…