ଚାଇନା ଯାଇପାରନ୍ତି ମୋଦି, ଦିଲ୍ଲୀରେ ବେଜିଂ ଅଧିକାରୀ ଆକ୍ଟିଭ!

ନୂଆଦିଲ୍ଲୀ/ବେଜିଂ,୧୨।୧୧: ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କକୁ ସୁଦୃଢ କରିବା ପାଇଁ ଉଭୟ ଦେଶ ନିରନ୍ତର ଉଦ୍ୟମ କରୁଛନ୍ତି। ଗତ ମାସରେ ରୁଷିଆର କାଜାନ ସହରରେ ପ୍ରଧାନମନ୍ତ୍ରୀ…

ବେଦାନ୍ତ ଲାଞ୍ଜିଗଡ଼ ଜୋନାଲ ସ୍ପୋଟର୍‌ସ ମିଟ୍‌

ଭୁବନେଶ୍ୱର, ୧୨ା୧୧ (ବିଜୟ ରଣା): ବେଦାନ୍ତ ଆଲୁମିନିୟମ ଲିମିଟେଡ୍‌ ଲାଞ୍ଜିଗଡ଼ ଆନୁକୂଲ୍ୟରେ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟ ପରିସରରେ ଜୋନାଲ ସ୍ପୋଟର୍‌ସ ମିଟ୍‌ ଇତିମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।…

ନବୀନ ରାମଗୁଲାମ ହେବେ ମରିସସର ନୂଆ ପ୍ରଧାନମନ୍ତ୍ରୀ, ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ/ପୋର୍ଟ ଲାଉସି,୧୨।୧୧: ସଂସଦୀୟ ନିର୍ବାଚନରେ ମରିସସ ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ ଜଗନ୍ନାଥ ତାଙ୍କ ପରାଜୟକୁ ଗ୍ରହଣ କରିଛନ୍ତି। ସେ କହିଛନ୍ତି ଯେ ତାଙ୍କ ସହଯୋଗୀ ପରାଜୟ ଆଡକୁ ଯାଉଛନ୍ତି।…

ବିଜେଡି କର୍ମୀଙ୍କ ଆକ୍ରମଣରେ ଗୋଟିଏ ପରିବାରର ୪ ଭାଜପା ସମର୍ଥକ ଗୁରୁତର

ନୟାଗଡ଼,୧୨।୧୧(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଚଣ୍ଡିବସ୍ତ ଗାଁରେ ସୋମବାର ରାତିରେ କେତେଜଣ ବିଜେଡି କର୍ମୀଙ୍କ ମିଳିତ ଆକ୍ରମଣରେ ଗୋଟିଏ ପରିବାରର ୪ ଭାଜପା ସମର୍ଥକ ଆହତ…

ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପାଇଁ ଦରଖାସ୍ତ

କାମାକ୍ଷାନଗର,୧୧ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଅଧ୍ୟକ୍ଷା ଚାରୁଲତା ମିଶ୍ରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରିବା ପାଇଁ ୧୬ ଜଣ ସରପଞ୍ଚ ଓ ସମିତି…

ଝାଡ଼ଖଣ୍ଡ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ : ୬ ମନ୍ତ୍ରୀ, ହେଭିଓ୍ବେଟ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ରାଞ୍ଚି,୧୨ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ବୁଧବାର ହେବାକୁ ଥିବାବେଳେ ଏଥିପାଇଁ ସୋମବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ବିଭିନ୍ନ ଦଳର…

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ସହ ସିକ୍ୟୁରଆଇଜ୍‌’ର ବୁଝାମଣା

ଭୁବନେଶ୍ୱର,୧୨।୧୧: ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ଏବଂ ସିକ୍ୟୁରଆଇଜ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ସୋମବାର ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…

ମାଲାବାରର ନୂତନ କଲେକ୍ସନ ‘ସ୍ବର୍ଣ୍ଣାକୃତି’

ଭୁବନେଶ୍ୱର,୧୨।୧୧: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସର ନୂତନ କଲେକ୍ସନ ‘ସ୍ବର୍ଣ୍ଣାକୃତି’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାରର ଏକ୍ସକ୍ଲୁସିଭ୍‌ ଷ୍ଟୋର(ମାଲାବାର ଶହୀଦନଗର ଷ୍ଟୋର) ପରିସରରେ ଏକ…

‘ଅଲ୍‌ ନ୍ୟୁ ମାରୁତି ଡିଜାୟର’ର ଅନାବରଣ

ନୂଆଦିଲ୍ଲୀ,୧୨।୧୧: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ମାରୁତି ଡିଜାୟର’ର ଆନୁଷ୍ଠାନିକ ଅନାବରଣ ସୋମବାର ସର୍ବଭାରତୀୟସ୍ତରରେ…

୨୬ତମ ବୀମା ଲୋକପାଳ ଦିବସ ପାଳିତ

ଭୁବନେଶ୍ୱର,୧୨।୧୧: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ବୀମା ଲୋକପାଳ ଦିବସ (ଡେ) ସୋମବାର ସର୍ବଭାରତୀୟସ୍ତରରେ ପାଳିତ ହୋଇଯାଇଛି। ଏପରିକି ବୀମା ଲୋକପାଳର ଆଞ୍ଚଳିକ କାର୍ଯ୍ୟାଳୟ, ଭୁବନେଶ୍ୱର(ଓଡ଼ିଶା) ପକ୍ଷରୁ…