ପଞ୍ଚକ ପାଇଁ ଆଖଣ୍ଡଳମଣି ପୀଠ ଚଳଚଞ୍ଚଳ, ଆଜିଠାରୁ ପଞ୍ଚାନନ ବେଶରେ ଭକ୍ତଙ୍କୁ ଦେଉଛନ୍ତି ଦର୍ଶନ…

ଭଦ୍ରକ,୧୧ା୧୧(ସନାତନ ରାଉତ): ପବିତ୍ର ତଥା ଧର୍ମର ମାସ କାର୍ତ୍ତିକମାସର ସୋମବାର ଓ ପଞ୍ଚୁକ ବ୍ରତ ପାଇଁ ସୋମବାର ଭୋର୍‌ ସମୟରୁ ଆରଡ଼ିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଭକ୍ତଙ୍କ…

ବଦଳିଲା ଶ୍ରୀମନ୍ଦିର ଧ୍ବଜା ବନ୍ଧା ନୀତି ସମୟ

ପୁରୀ,୧୧।୧୧: କାର୍ତ୍ତିକ ମାସରେ ଅସମ୍ଭବ ଭିଡ଼ ଯୋଗୁ ଧ୍ୱଜାବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ କରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

ଏମିତି ଜଣାପଡ଼େ କ୍ୟାନ୍‌ସରର ପ୍ରାଥମିକ ଲକ୍ଷଣ, ଅବହେଳା ନ କରି…

ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ, ଆମ ରାଜ୍ୟରେ କ୍ୟାନ୍‌ସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାର କେତେକ କାରଣ ମଧ୍ୟ ରହିଛି। ଅଧିକାଂଶ ବ୍ୟକ୍ତି କ୍ୟାନ୍‌ସର…

Ministry Of Sex: ‘ସେକ୍ସ ମିନିଷ୍ଟ୍ରି’ ଗଠନ କରିବାକୁ ଚାହୁଁଛନ୍ତି ପୁଟିନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମସ୍କୋ,୧୧।୧୧: ଗତ ତିନି ବର୍ଷ ଧରି ଯୁଦ୍ଧ କରିଆସୁଥିବା ରୁଷିଆ ଏବେ ଦେଶର ଜନ୍ମ ହାର ହ୍ରାସକୁ ନେଇ ଚିନ୍ତିତ ହୋଇ ପଡିଛି। ଦେଶର ଜନସଂଖ୍ୟାକୁ ନିୟନ୍ତ୍ରଣ…

ଟ୍ରମ୍ପ ନିର୍ବାଚନ ଜିତିବା ପରେ ପ୍ରଥମେ ୩ ଜଣଙ୍କୁ କରିଥିଲେ କଲ୍‌: ଜୟଶଙ୍କର ଖୋଲିଲେ ରାଜ୍‌

ନୂଆଦିଲ୍ଲୀ,୧୧।୧୧: ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ଭାରତ-ଆମେରିକା ସମ୍ପର୍କକୁ ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ…

ଟ୍ରମ୍ପ ତାଙ୍କ କଥା ରଖିଲେ , ନିଶ୍ଚିତ ଭାବେ ଚାଇନାର ହେବ କ୍ଷତି, ଭାରତକୁ ମିଳିବ ଲାଭ!

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧।୧୧: ଆମେରିକାର ଲୋକମାନେ ଡୋନାଲ୍ଡ ଟ୍ରମ୍ପଙ୍କୁ ସେମାନଙ୍କର ରାଜା ଭାବରେ ମନୋନୀତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଲୋକମାନେ ବିଶ୍ୱାସ କରିଥିଲେ ଯେ ଟ୍ରମ୍ପ ତାଙ୍କ ପ୍ରତିଶ୍ରୁତି ପୂରଣ…

ମହିଳାଙ୍କ ନଗ୍ନ ଭିଡିଓ ଭାଇରାଲ କରି ବନ୍ଧାହେଲେ ଯୋଗାଣ ସହାୟକ

ବଲାଙ୍ଗୀର,୧୧ା୧୧(ସୁନୀଲ କୁମାର ମହାନ୍ତି): ଜଣେ ମହିଳାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ନଗ୍ନ ଭିଡିଓ ଭାଇରାଲ କରି ଫେରାର ଥିବା ଯୋଗାଣ ସହାୟକଙ୍କୁ ବଲାଙ୍ଗୀର ପୋଲିସ ଛତିଶଗଡ଼ରୁ ଗିରଫ କରିଛି।…

ଅବସର ପୂର୍ବରୁ ଏହି କେସ୍‌ର ଶୁଣାଣି ସମୟରେ ଭାବପ୍ରବଣ ହୋଇପଡ଼ିଥିଲେ ଡି.ଓ୍ବାଇ ଚନ୍ଦ୍ରଚୁଡ

ନୂଆଦିଲୀ,୧୧।୧୧: ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୁଡ ପ୍ରଧାନ ବିଚାରପତି ପଦରୁ ଅବସର ନେଇଛନ୍ତି। ଅବସର ପୂର୍ବରୁ ନଭେମ୍ବର ୬ରେ ସେ ଉତ୍ତରପ୍ରଦେଶ ସରକାରଙ୍କ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ବିରୋଧରେ ଦାଖଲ…

ପ୍ରଥମ ଦିନ ପୁଅକୁ ଘୋଡ଼ାରେ ବସାଇ ସ୍କୁଲ ପଠାଇଲେ ମାତାପିତା, ଦେଲେ ଏକ ପ୍ରେରଣାଦାୟକ ବାର୍ତ୍ତା

ଚଣ୍ଡିଗଡ଼,୧୧।୧୧: ହରିୟାଣା ବାହାଦୂରଗଡ଼ର ଏକ ପରିବାର ଶିକ୍ଷା ପ୍ରତି ଏକ ସକରାତ୍ମକ ବାର୍ତ୍ତା ଦେବା ପାଇଁ ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ପ୍ରଥମ ଥର ପାଇଁ,…

ବ୍ୟାକ୍‌-ଟୁ-ବ୍ୟାକ୍‌ ଶତକ ହାସଲ ପରେ ଲଜ୍ଜାଜନକ ରେକର୍ଡ କଲେ ସଞ୍ଜୁ ସାମସନ

ଡର୍ବାନ,୧୧।୧୧: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛି ଏବଂ ୪ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ସିରିଜର ପ୍ରଥମ ମ୍ୟାଚ ଡର୍ବାନରେ…