ଏକ୍ସପ୍ରେସ୍‌ ଟ୍ରେନ ଲାଇନଚ୍ୟୁତ: ଉଦ୍ଧାର ଜାରି

କୋଲକାତା,୯।୧୧: ପଶ୍ଚିମବଙ୍ଗ: ସାଲିମାର-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ ଶନିବାର ସକାଳୁ ଲାଇନଚ୍ୟୁତ ହୋଇଛି। ହାୱଡ଼ା ନାଲପୁର ଷ୍ଟେଶନ ନିକଟରେ ଏହି ଘଟଣା ଘଟିଛି। ଟ୍ରେନ୍‌ର ୩ଟି ବଗି ଲାଇନଚ୍ୟୁତ…

ଇନିଂସ ପରାଜୟ ଦ୍ୱାରରେ ଓଡ଼ିଶା

ଭୁବନେଶ୍ୱର, ୯।୧୧ (ତପନ ସ୍ବାଇଁ): ମୁମ୍ବାଇର ଶରଦ ପାଓ୍ବାର କ୍ରିକେଟ ଏକାଡେମୀ ବିକେସି ଗ୍ରାଉଣ୍ଡରେ ଚାଲିଥିବା ମୁମ୍ବାଇ ବିପକ୍ଷ ରଣ୍‌ଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ଇନିଂସ…

ବଜାରରେ ବଜାଜ୍‌ର ଫ୍ରିଡମ୍‌ ସିଏନ୍‌ଜି ବାଇକ୍‌

ଭୁବନେଶ୍ୱର,୯।୧୧: ବଜାଜ ଅଟୋ ଲିମିଟେଡ୍‌(ବଜାଜ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍‌ଡ ନ୍ୟାଚୁରାଲ ଗ୍ୟାସ୍‌ (ସିଏନ୍‌ଜି) ବାଇକ୍‌ ‘ଫ୍ରିଡମ’ର ଅନାବରଣ ସର୍ବଭାରତୀୟ ସ୍ତରରେ ହୋଇଯାଇଛି।…

କେଏଫ୍‌ସିର ନୂତନ ଅଭିଯାନ

ନୂଆଦିଲ୍ଲୀ,୯।୧୧: ଦେଶର ପ୍ରମୁଖ ଫୁଡ୍‌ ପ୍ଲାଟ୍‌ଫର୍ମ କେଏଫ୍‌ସି’ର ନୂତନ ଅଭିଯାନ ‘ଟେଷ୍ଟ ଦ ଏପିକ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପ୍ରାୟ ୩୩ ଦଶନ୍ଧି ଧରି…

ସିଧା ଶୁଣାଇଦେଲେ ମୋଦି: କହିଲେ, ବିଶ୍ୱର କୌଣସି ଶକ୍ତି ଅନୁଚ୍ଛେଦ ୩୭୦କୁ କରିପାରିବ ନାହିଁ ପୁନଃ ଅବସ୍ଥାପିତ

ନାସିକ/ନୂଆଦିଲ୍ଲୀ,୯ା୧୧:ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପରେ କେନ୍ଦ୍ରଶାସିତ ଅଞ୍ଚଳକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନ ଦାବି ଜୋର ଧରିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏହି ପ୍ରସଙ୍ଗକୁ ନେଇ…

ଏଲ୍‌ଆଇସିର ତ୍ରୈମାସିକ ଫଳାଫଳ

ମୁମ୍ବାଇ,୯।୧୧: ଭାରତୀୟ ଜୀବନ ବୀମା ନିଗମ (ଲାଇଫ୍‌ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି ଇଣ୍ଡିଆ) ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି।…

ଖୁଚୁରା ଯାନ ବିକ୍ରିରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୯।୧୧ (ଅଭୟ ଦାଶ): ଚଳିତ ବର୍ଷର ପାର୍ବଣ ପାଇଁ ଘରୋଇ ଅଟୋ ବଜାରରେ ରେକର୍ଡ ପରିମାଣର କାରବାର ହୋଇଛି। ଏପରିକି ଖୁଚୁରା ଯାନ ବିକ୍ରିରେ ଉଲ୍ଲେଖନୀୟ ଅଭିବୃଦ୍ଧି…

ସୁସି ଓ୍ବିଲ୍ସଙ୍କୁ ଚିଫ୍‌ ଅଫ୍‌ ଷ୍ଟାଫ୍‌ ମନୋନୀତ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୯ା୧୧: ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହ୍ବାଇଟ୍‌ ହାଉସ୍‌ର ଚିଫ୍‌ ଅଫ୍‌ ଷ୍ଟାଫ୍‌ ଭାବେ ସୁସି ଓ୍ବିଲ୍ସଙ୍କୁ ମନୋନୀତ କରିଛନ୍ତି। ଟ୍ରମ୍ପ୍‌ଙ୍କ ପ୍ରଚାରର ସଫଳ ପରିଚାଳନା…

ସ୍କୁଲ ସମୟରେ ବଜାରରୁ ଆଳୁ ବୋହିଲେ ଛାତ୍ର

ଅନୁଗୋଳ,୯ା୧୧(ଜ୍ୟୋତିରଞ୍ଜନ ସାହୁ):ସ୍କୁଲରେ ପାଠପଢ଼ା ଚାଲିଥିବା ବେଳେ ୨ ଜଣ ଛାତ୍ର ସାଇକେଲ ନେଇ ବଜାର ଯିବା ସହ ମଧ୍ୟାହ୍ନଭୋଜନ ପାଇଁ ବସ୍ତାରେ ଆଳୁ କିଣି ଆଣିବା ଅନୁଗୋଳ…

ଭାରତ ବିଶ୍ୱ ମହାଶକ୍ତି ତାଲିକାରେ ରହିବାକୁ ହକ୍‌ଦାର: ପୁଟିନ୍‌

ମସ୍କୋ,୯ା୧୧: ଭାରତର ଅର୍ଥନୀତି ଏବେ ଅନ୍ୟ ଦେଶଗୁଡ଼ିକଠାରୁ ଦ୍ରୁତ ବେଗରେ ଅଗ୍ରଗତି କରୁଛି। ତେଣୁ ଏହା ବିଶ୍ୱ ମହାଶକ୍ତି ତାଲିକାରେ ସ୍ଥାନ ପାଇବାକୁ ହକ୍‌ଦାର ବୋଲି ରୁଷିଆ…