ସ୍ବାମୀ-ସ୍ତ୍ରୀଙ୍କ ଝଗଡା, ଭାରତୀୟ ରେଲଓ୍ବେ ସହିଲା ୩କୋଟି ଟଙ୍କାର କ୍ଷତି

ବିଶାଖପାଟଣା,୭।୧୧: ଯେତେବେଳେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୁଏ, ତାହା ପ୍ରାୟ ପିଲାମାନଙ୍କ ଉପରେ ପ୍ରଭାବ ପକାଇଥାଏ। କିନ୍ତୁ ବିଶାଖାପାଟଣାରୁ ଏକ ମାମଲା ସାମ୍ନାକୁ ଆସିଛି, ଯେଉଁଠାରେ ସ୍ବାମୀ-ସ୍ତ୍ରୀଙ୍କ…

ବିଦ୍ୟାଳୟରେ ଝାଡୁ ମାରିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଇଓ କହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପରିସର ମଧ୍ୟରେ ନିୟମିତ ପାଳି କରି ଝାଡୁ…

ଯେଉଁ ବିଲ୍ଡିଂରେ ଚାଲିଥିଲା କେସ୍‌, ସେଇଠି ଶପଥ ନେବେ ଟ୍ରମ୍ପ, ଜାଣି ତାଜୁବ ହେବେ…

ଓ୍ବାଶିଂଟନ୍‌,୭।୧୧: ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାନୁୟାରୀ ୨୦ ତାରିଖ ମଧ୍ୟାହ୍ନ ୧୨ଟାରେ ଆମେରିକାର ସଂସଦ ଭବନ କ୍ୟାପିଟାଲରେ ଶପଥ ଗ୍ରହଣ କରିବେ । ଶପଥ…

ଟ୍ରମ୍ପ ରାଷ୍ଟ୍ରପତି ନିର୍ବାଚନ ଜିତିବା ପରେ ଚିନ୍ତାରେ ପଡ଼ିଲାଣି କାନାଡା

ଓଟାଓ୍ବା,୭।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ କାନାଡାରେ ଚିନ୍ତା ଓ ଭୟର ବାତାବରଣ ଦେଖାଦେଇଛି। ବିଶ୍ଳେଷକମାନେ ବିଶ୍ୱାାସ କରନ୍ତି ଯେ ଟ୍ରମ୍ପଙ୍କ ପ୍ରତ୍ୟାବର୍ତ୍ତନ…

ପ୍ରଥମେ ବଳାତ୍କାର ପରେ ବୁଝାମଣା…ଯୌନ ଉତ୍ପିଡନ ମାମଲାକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୧୧: ରାଜସ୍ଥାନ ହାଇକୋର୍ଟଙ୍କ ସେହି ଆଦେଶକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି ଯେଉଁଥିରେ ଆପୋଷ ବୁଝାମଣା ଆଧାରରେ ଯୌନ ଉତ୍ପୀଡ଼ନ ମାମଲା ରଦ୍ଦ ହୋଇଯାଇଥିଲା। କୋର୍ଟ କହିଛନ୍ତି ଯେ…

ଶାହରୁଖ ଖାଁଙ୍କୁ ମିଳିଲା ହତ୍ୟା ଧମକ, ଆଗରୁ ଟାର୍ଗେଟରେ ଅଛନ୍ତି ସଲମାନ

ମୁମ୍ବାଇ,୭ା୧୧: ବଲିଉଡ ବାଦଶାହ ଶାହରୁଖ ଖାଁଙ୍କୁ ମିଳିଛି ହତ୍ୟା ଧମକ। ଏନେଇ ମୁମ୍ବାଇର ବାନ୍ଦ୍ରା ପୋଲିସ ନିକଟରେ ଅଭିଯୋଗ ହୋଇଛି। ପୋଲିସ ସୂଚନା ମୁତାବକ ଛତିଶଗଡର ରାୟପୁରରୁ…

ମନ ଇଚ୍ଛା ବଦଳାଇ ପାରିବେନି ସରକାରୀ ଚାକିରିର ନିୟମ, ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୧୧: ସରକାରୀ ଚାକିରି ପାଇଁ ନିଯୁକ୍ତି ପ୍ରକ୍ରିୟାର ନିୟମରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାରୀ ଚାକିରି ପ୍ରକ୍ରିୟା ଆରମ୍ଭ ହେବା ପରେ ନିୟମ ପରିବର୍ତ୍ତନ…

ଆମ ବାର ବର୍ଷର ତପସ୍ୟା ଶୁଖୁଆ ପୋଡ଼ାରେ ଶେଷ କରିଦେଲେ; କାହିଁକି ଏମିତି କହିଲେ ନବୀନ…

ଭୁବନେଶ୍ୱର,୭।୧୧: କନ୍ଧମାଳ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ମୃତାହତ ଘଟଣାକୁ ନେଇ ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା…

ଗ୍ରାମବାସୀଙ୍କ ଅଭିଯୋଗକୁ ବ୍ଲକ ଅଧ୍ୟକ୍ଷାଙ୍କ ଚ୍ୟାଲେଞ୍ଜ, ଖବରଦାତା ସମ୍ମିଳନୀରେ କହିଲେ ରାଜନୈତିକ…

ତିହିଡ଼ି,୭ା୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧ୍ୟକ୍ଷା ଏବଂ ତାଙ୍କ ସ୍ବାମୀ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ନେଇ ଅଭିଯୋଗ ହୋଇଥିଲା। ବ୍ଲକର କାଁପଡ଼ା ପଞ୍ଚାୟତ…

ଝିଅଙ୍କୁ ସ୍କୁଲରେ ଛାଡ଼ି ପାରିଲେନି, ଟ୍ରଲର ଚକା ତଳେ ଚାଲିଗଲା ବାପାଙ୍କ ଜୀବନ

ସୁନ୍ଦରଗଡ଼,୭।୧୧(ଜୟ ନାରାୟଣ ମେଣ୍ଡୁଳି): ଝିଅକୁ ସ୍କୁଲରେ ଛାଡ଼ିି ଅନ୍ୟ କୌଣସି କାମରେ ଯିବା ଲାଗି ଥିଲା ଯୋଜନା। ଏଥିପାଇଁ ମା’ ବାପା ଓ ଝିଅ ବାଇକ୍‌ରେ ବାହାରିଥିଲେ।…