ମହିଳା ବର୍ଗରେ ପ୍ୟାରିସ ଅଲିମ୍ପିକ୍ସ ମେଡାଲ ଜିତିଥିବା ବକ୍ସର ଏବେ ବାହାରିଲେ ପୁରୁଷ, ପୂରା ଖବର ଜାଣିଲେ…

ନୂଆଦିଲ୍ଲୀ,୫।୧୧: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଆଲଜେରିଆର ବକ୍ସର ଇମାନ ଖଲିଫ ମହିଳା ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ଅଲିମ୍ପିକ୍ସ ସମୟରେ ଇମାନଙ୍କ ଲିଙ୍ଗକୁ ନେଇ ବିବାଦ ଦେଖାଦେଇଥିଲା।…

କୋଲକାତା ମାମଲାର ପୁନରାବୃତ୍ତି: ନିର୍ସିଂ ଛାତ୍ରୀଙ୍କୁ ହସ୍ପିଟାଲରେ ବାନ୍ଧି ବଳାତ୍କାର

କାନପୁର,୫।୧୧: କୋଲକାତାରେ ଘଟିଥିବା ବଳାତ୍କାର ମାମଲା ଭଳି ଆଉ ଏକ ଲଜ୍ଜାଜନକ ମାମଲା ମଧ୍ୟ କାନପୁରରେ ସାମ୍ନାକୁ ଆସିଛି। କଲ୍ୟାଣପୁରରେ ଅବସ୍ଥିତ ଏକ ଘରୋଇ ହସ୍ପିଟାଲର ଅପରେଟର…

ଟ୍ରମ୍ପ-ହାରିସଙ୍କ ଭୋଟ ସମାନ ହୋଇଗଲେ କେମିତି ସ୍ଥିର ହେବ ବିଜେତା: ଜାଣନ୍ତୁ କ’ଣ ରହିଛି ନିୟମ

ଓ୍ବାଶିଂଟନ,୫।୧୧: ଆଜି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଚାଲିଛି। ଏହି ଦିନଟି ସମଗ୍ର ଆମେରିକା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦୀର୍ଘ ଦିନ ଧରି ଉଭୟ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ…

‘ଯଦି ସଲମାନ ବଞ୍ଚିବାକୁ ଚାହୁଁଛନ୍ତି, ତେବେ…’ ପୁଣି ଲରେନ୍ସ ବିଷ୍ଣୋଇଙ୍କ ନାଁରେ ଆସିଲା ଧମକ

ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନ ପୁଣିଥରେ ଲରେନ୍ସ ବିଷ୍ଣୋଇଙ୍କ ନାମରେ ଏକ ଧମକ ପାଇଛନ୍ତି। ପୋଲିସ ସୂତ୍ରରୁ ପ୍ରକାଶ ଯେ ମୁମ୍ବାଇ ପୋଲିସର ଟ୍ରାଫିକ କଣ୍ଟ୍ରୋଲ…

ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣିଲେ: ସରପଞ୍ଚଙ୍କ ସ୍ବାମୀଙ୍କ ନାମରେ ମାମଲା

ପୁରୁଷୋତ୍ତମପୁର,୫।୧୧(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ସୋମବାର ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ  ଆକ୍ରମଣ କରାଯାଇଛି। ଏହି ଘଟଣାରେ…

ପୂର୍ବତନ ବିଧାୟକ ପୂର୍ଣ୍ଣ ମାଝୀଙ୍କ ପରଲୋକ: ରାଜନୈତିକ ମହଲରେ ଶୋକ

ରାୟଗଡ଼ା,୫।୧୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଜିଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀ ଓରଫ ପପୁ ମାଝୀ (୪୫)ଙ୍କ ସୋମବାର ରାତିରେ ଦେହାନ୍ତ ହୋଇଛି। ଭୁବନେଶ୍ୱରସ୍ଥିତ ଏମ୍ସ…

ଗର୍ଭପାତ ପ୍ରସଙ୍ଗକୁ ନେଇ ଭାରତୀୟ ଆମେରିକୀୟ ମହିଳା କାହକୁ ଦେବେ ଭୋଟ? ଚମକାଉଛି ସର୍ଭେ ରିପୋର୍ଟ

ଓ୍ବାଶିଂଟନ,୫।୧୧: ମଙ୍ଗଳବାର ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି, ଏଥିରେ ଆମେରିକା ୪ବର୍ଷ ପାଇଁ ଏହାର ଭବିଷ୍ୟତ ବାଛିବ। ଆସନ୍ତା ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଗର୍ଭପାତ ଅଧିକାର…

ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ

ପୁରୁଷୋତ୍ତମପୁର,୫।୧୧(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ସୋମବାର ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରାଯାଇଛି। ସେ ହେଲେ…

ଭାରତ ଆଖି ଦେଖାଇବାରୁ ବାଟକୁ ଆସିଲା କାନାଡା, ପୋଲିସ ଅଫିସର ସସପେଣ୍ଡ

ଓଟାଓ୍ବା,୫।୧୧: ବ୍ରମ୍ପଟନରେ ହିନ୍ଦୁ ସଭା ମନ୍ଦିର ଉପରେ ଆକ୍ରମଣ ଏବଂ ହିନ୍ଦୁମାନଙ୍କୁ ପିଟିବା ମାମଲାରେ କାନାଡା ପୋଲିସ ପ୍ରଥମ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ମାମଲାରେ…

ପାଞ୍ଜିରେ ପର୍ବପର୍ବାଣିକୁ ନେଇ ବିବାଦ ଘଟଣା: ପାଣ୍ଡୁଲିପି ଦାଖଲ ପାଇଁ ପଞ୍ଜିକାରଙ୍କୁ ମନ୍ଦିର ପ୍ରଶାସନର ଚିଠି

ପୁରୀ,୫ା୧୧(ଅଜିତ୍‌ କୁମାର ମହାନ୍ତି): ଚଳିତ ବର୍ଷ ପାଞ୍ଜିରେ ଥିବା ତିଥି ତଥା ପର୍ବପର୍ବାଣିକୁ ନେଇ ବିବାଦ ଦେଖାଦେଇଥିଲା। ଭିନ୍ନ ଭିନ୍ନ ପାଞ୍ଜିରେ ଭିନ୍ନ ଭିନ୍ନ ତିଥିରେ ପର୍ବପର୍ବାଣି…