ଆମ୍ବଟାକୁଆ ମୃତ୍ୟୁ ଘଟଣାକୁ ନେଇ ବଡ଼ ପ୍ରତିକ୍ରିୟା ରଖିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ, କହିଲେ ଏହି କାରଣରୁ…

ଭୁବନେଶ୍ୱର,୪ା୧୧: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ…

ଅବଦୁଲ ରହିମ ରାଥର ହେଲେ ଜମ୍ମୁ-କଶ୍ମୀର ବିଧାନସଭାର ସ୍ପିକର

ଶ୍ରୀନଗର,୪।୧୧: ଜମ୍ମୁ କଶ୍ମୀରର ବିଧାନସଭା ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ନ୍ୟାଶନାଲ କନଫରେନ୍ସର ବରିଷ୍ଠ ନେତା ତଥା ଚାର-ଇ-ସରିଫ ବିଧାୟକ ଅବଦୁଲ ରହିମ ରାଥର ଜମ୍ମୁ କଶ୍ମୀର…

ଉତ୍ତରାଖଣ୍ଡରେ ବଡ଼ ଦୁର୍ଘଟଣା: ଘାଟୀରୁ ଖସିଲା ବସ୍, ୨୨ ମୃତ

ନୂଆଦିଲ୍ଲୀ,୪।୧୧: ଉତ୍ତରାଖଣ୍ଡର ଆଲମୋଡାରେ ଏକ ଭୟଙ୍କର ବସ୍ ଦୁର୍ଘଟଣା ହୋଇଛି। ଦୁର୍ଘଟଣାରେ ପ୍ରାୟ ୨୨ ଲୋକ ମୃତ୍ୟୁ ବରଣ କରିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି।…

ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଗୁଳିମାଡ଼, ପିଠିରେ ବାଜିଲା

ରାଉରକେଲା,୪ା୧୧(ସଙ୍ଗୀତା ଜେନା): ପ୍ଲାଣ୍ଟ ସାଇଟ୍‌ ଥାନା ଅନ୍ତର୍ଗତ ଟ୍ରାଫିକ ଗେଟ୍‌ ନିକଟରେ ସୋମବାର ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଗୁଳି ତାଙ୍କ ପିଠିରେ ଲାଗିଛି। ଯୁବକ ହେଉଛନ୍ତି…

ପରପାରିରେ ମିଥୁନଙ୍କ ପତ୍ନୀ

ମୁମ୍ବାଇ/ଓ୍ବାଶିଂଟନ,୪।୧୧: ନିକଟରେ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ ହୋଇଥିବା ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କ ପ୍ରଥମ ପତ୍ନୀ ହେଲେନା ଲୁକଙ୍କର ପରଲୋକ ହୋଇଛି। ପ୍ରସିଦ୍ଧ ନୃତ୍ୟଶିଳ୍ପୀ ତଥା…

ସ୍ବାମୀଙ୍କୁ ଛାଡ଼ି ଅନ୍ୟକୁ ବିବାହ କରିବାରୁ ହତ୍ୟା: ପ୍ରଥମ ସ୍ବାମୀ ସମେତ ୨ ଗିରଫ

ଶେରଗଡ଼,୪ା୧୧(ସୂର୍ଯ୍ୟ ନାରାୟଣ ଦାଶ): ଗଞ୍ଜାମ ଜିଲା ଶେରଗଡ଼ ଥାନା ଅନ୍ତର୍ଗତ ବାଦଗଡ଼ ଠାକୁରାଣୀ ମନ୍ଦିର ନିକଟ ଜଙ୍ଗଲରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ…

ପାକିସ୍ତାନ କହିଲା ଦିଲ୍ଲୀ ନୁହେଁ ଲାହୋର ହେଉଛି ବିଶ୍ୱର ସବୁଠାରୁ ଅଧିକ ପ୍ରଦୂଷିତ ସହର

ଇସଲାମାବାଦ,୪।୧୧: ଲଗାତାର ଧୂଆଁ ଯୋଗୁଁ ପାକିସ୍ତାନ ପଞ୍ଜାବ ପ୍ରଦେଶର ରାଜଧାନୀ ଲାହୋରର ବାସିନ୍ଦାଙ୍କୁ ନିଶ୍ୱାସ ନେବା କଷ୍ଟକର ହୋଇପଡ଼ିଛି। ସହରର ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୧୯୦୦…

କ୍ଷୀରଚୋରା ଗୋପୀନାଥଙ୍କ ମନ୍ଦିର ନିର୍ମାଣ ପାଇଁ ସୀତାଦେବୀଙ୍କ ଇଚ୍ଛାପତ୍ର

କୋଣାର୍କରେ ମନ୍ଦିର ନିର୍ମାଣ ସମୟରେ ଭାରତର ତଥା ଓଡ଼ିଶାର ବହୁ ବିଶିଷ୍ଟ ବ୍ୟକ୍ତି ବାସ୍ତୁଜ୍ଞାନୀ, ଶାସ୍ତ୍ରଜ୍ଞ, ସାଧୁସନ୍ଥ, ଅନୁଭବୀ ଶିଳ୍ପୀଙ୍କୁ ଗଜପତି ଲାଙ୍ଗୁଳା ନରସିଂହଦେବ ଆମନ୍ତ୍ରଣ କରିଥିବାର…

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡି ଛାଡ଼ି ଭାଜପାରେ ସାମିଲ

କେନ୍ଦୁଝର,/ପାଟଣା(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ଓକିଲ ସଂଘ ସଭାପତି ଆଲୋକ ମହାନ୍ତ (ରାଜା) ଏବଂ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାୟକ ବିଜେଡି ଛାଡ଼ି…

କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତି ଅନୁସରଣ କରାଯାଏ। ଏହା ରକ୍ତରେ…