ପାର୍ବଣ ପରେ କମିଲା ଦର: ୩୦୦୦ ଖସିଲା ରୁପା,ଜାଣନ୍ତୁ ସୁନା ମୂଲ୍ୟ ଏବେ କେତେ?

ନୂଆଦିଲ୍ଲୀ,୩।୧୧: ଚଳିତ ବର୍ଷର ପାର୍ବଣ (ଦଶହରା, ଗଜଲକ୍ଷ୍ମୀ,କାଳୀପୂଜା ଏବଂ ଧନ୍‌ତେରସ୍‌) ସମୟରେ ଉଭୟ ସୁନା ଓ ରୁପା ଦର ସର୍ବୋଚ୍ଚସ୍ତରରେ ପହଞ୍ଚିଥିଲା। ଏପରିକି ପାର୍ବଣ କାରବାର ପାଇଁ…

ହାରିଲେ ଫଳାଫଳକୁ ଚ୍ୟାଲେଞ୍ଜ କରିପାରନ୍ତି ଟ୍ରମ୍ପ୍‌

ନ୍ୟୁୟର୍କ, ୩।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ୭୨ ଘଣ୍ଟାରୁ କମ୍‌ ସମୟ ରହିଛି। ଭୋଟିଂର ଠିକ୍‌ ପୂର୍ବରୁ ଉଭୟ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ଓ ଡେମୋକ୍ରାଟ ପ୍ରାର୍ଥୀ…

ଇସ୍ରାଏଲ୍‌, ଆମେରିକାକୁ ଇରାନ ସୁପ୍ରିମ ଲିଡରଙ୍କ ଧମକ

ଦୁବାଇ,୩ା୧୧: ଇରାନ ଏବଂ ଏହାର ସହଯୋଗୀଙ୍କ ଉପରେ ଆକ୍ରମଣ ହେଲେ ଏହାର ଏକ ଧ୍ୱଂସାତ୍ମକ ଜବାବ ଦିଆଯିବ ବୋଲି ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇ ଶନିବାର…

ଚମ୍ପୁଆ ବନ୍ଦ, ସୀମାନ୍ତରେ ଉତ୍ତେଜନା

ଚମ୍ପୁଆ/କେନ୍ଦୁଝର,୩।୧୧(ମହେଶ୍ୱର ଦାସ/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ଓ ଝାଡ଼ଖଣ୍ଡ ମଧ୍ୟରେ ଲାଇଫ୍‌ଲାଇନ ସାଜିଥିବା ବୈତରଣୀ କୂଳରେ ଅବସ୍ଥିତ ନୀଳକଣ୍ଠେଶ୍ୱର ମନ୍ଦିରର ଶିବଲିଙ୍ଗକଶୁକ୍ରବାର ଦୁର୍ବୃତ୍ତ…

ପ୍ରଦୂଷଣଜନିତ ରୋଗରେ ଦିଲ୍ଲୀର ୬୯% ପରିବାର

ନୂଆଦିଲ୍ଲୀ, ୩।୧୧: ଦୀପାବଳି ଯୋଗୁ ଦିଲ୍ଲୀ-ଏନ୍‌ସିଆର୍‌ରେ ବାୟୁ ମାନ ହ୍ରାସ ପାଇଛି। ଫଳରେ ଲୋକଙ୍କ ଶ୍ୱାସକ୍ରିୟାଜନିତ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଡିଜିଟାଲ ପ୍ଲାଟ୍‌ଫର୍ମ ଲୋକାଲ ସର୍କଲ୍ସ ପକ୍ଷରୁ…

ଲରେନ୍ସଙ୍କ ଭାଇଙ୍କୁ ଆମେରିକାରୁ ପ୍ରତ୍ୟର୍ପଣ ପ୍ରକ୍ରିୟା ଆରମ୍ଭ

ମୁମ୍ବାଇ, ୩।୧୧: ମୁମ୍ବାଇ ପୋଲିସ କ୍ରାଇମବ୍ରାଞ୍ଚ୍‌ ଶନିବାର ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନ୍‌ମୋଲ ବିଷ୍ଣୋଇଙ୍କୁ ଆମେରିକାରୁ ପ୍ରତ୍ୟର୍ପଣ କରି ଆଣିବା ପ୍ରକ୍ରିୟା ଆରମ୍ଭ କରିଛି। ଅଭିନେତା ସଲମାନ…

କାନାଡା ସାଇବର ବିପଦ ତାଲିକାରେ ଭାରତ

ଓଟ୍ଟାଓ୍ବା,୩ା୧୧(ପି.ଟି.): କାନାଡା ଏହାର ସାଇବର ବିପଦ ଆଡଭାଇଜରି ତାଲିକାରେ ପ୍ରଥମ ଥର ପାଇଁ ଭାରତକୁ ଯୋଡ଼ିଛି। ଭାରତ ସରକାରଙ୍କ ପ୍ରାୟୋଜିତ ଆକ୍ଟରମାନେ କାନାଡା ବିରୋଧରେ ଗୁପ୍ତଚରଗିରି କରୁଥାଇପାରନ୍ତି ବୋଲି…

୧୯ ଭାରତୀୟ କମ୍ପାନୀ ଉପରେ ଆମେରିକାର କଟକଣା

ନୂଆଦିଲ୍ଲୀ,୩ା୧୧: ୟୁକ୍ରେନ୍‌ ବିରୋଧରେ ରୁଷିଆ ଚଳାଇଥିବା ଯୁଦ୍ଧରେ ଆଧୁନିକ ପ୍ରଯୁକ୍ତି ଓ ଉପକରଣ ସହାୟତା ଯୋଗାଉଥିବା ୧୯ ଭାରତୀୟ କମ୍ପାନୀ ସମେତ ବିଶ୍ୱର ପ୍ରାୟ ୪୦୦ ସଂସ୍ଥା…

ଦନ୍ତାକୁ ୧୦୦ ମିଟର ଘୋଷାରିନେଲା ଟ୍ରେନ୍‌

ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ସଦର ରେଞ୍ଜ୍‌ର ମେରାମଣ୍ଡଳି ରେଳଷ୍ଟେଶନ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀ…