ଯୋଗୀଙ୍କ କାନରେ ଏମିତି କ’ଣ କହିଲେ ଉପରାଷ୍ଟ୍ରପତି, ହସି ପକାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୭।୯: ରାଜନୀତିର ଏକ ଭାଇରାଲ ଫଟୋକୁ ନେଇ ଏବେ ଆଲୋଚନା ଯୋର ଧରିଛି। ଯାହା ସୋସିଆଲ ମିଡିଆରେ ଆଲୋଚନାର ବିଷୟ ହୋଇ ରହିଛି। ଏହି ଫଟୋ ପୂର୍ବାଞ୍ଚଳର…

Subhadra Yojana: ବିଜେଡି ଡରିଗଲାଣି, ଔଷଧ ବିକଳରେ ତାଟିଆ କାମୁଡୁଛି’

ଭୁବନେଶ୍ୱର,୭।୯: ‘ସୁଭଦ୍ରା’କୁ ନେଇ ବିଜେଡିର ଟିପ୍ପଣୀକୁ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମାଲୋଚନା କରିଛନ୍ତି। ସେ କହିଛନ୍ତି ବିଜେଡି ଔଷଧ ବିକଳରେ ତାଟିଆ କାମୁଡୁଛି। ୨୫ ବର୍ଷର ଶାସନରେ…

‘କବରରେ ଶୋଇଥିବା ଭୋଟରଙ୍କୁ…’ଜମ୍ମୁ-କଶ୍ମୀର ନିର୍ବାଚନ ପୂର୍ବରୁ ଏମିତି କହିଲେ ଶାହା

ଶ୍ରୀନଗର,୭।୯: ଜମ୍ମୁ କଶ୍ମୀରରେ ନିର୍ବାଚନ ପାଇଁ ଅଧିକ ସମୟ ବାକି ନାହିଁ। ନିର୍ବାଚନ ପୂର୍ବରୁ ପ୍ରଥମ ରାଲିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ଗଣେଶ…

ରାଶିଫଳ: ରବିବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ଆର୍ଥିକ ଉନ୍ନତି ସହ କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନ ପ୍ରଭୃତିରୁ…

କ’ଣ ଶୁଆଶାରୀ ଭଳି ପିଞ୍ଜରା ଭିତରେ ବାନ୍ଧିକି ରଖିବେ

ଭୁବନେଶ୍ୱର,୭।୯: ସୁଜିତ କୁମାର ବିଜେଡି ଛାଡ଼ି ଭାଜପାରେ ଯୋଗ ଦେବା ପ୍ରସଙ୍ଗରେ ଭାଜପା ବିଧାୟକ ବାବୁ ସିଂ ଏହାକୁ ନେଇ କହିଛନ୍ତି ଶୁଆ ଶାରୀ ଉପାଖ୍ୟାନ ।…

ବଡ଼ ବୟାନ ଦେଲେ ବରିଷ୍ଠ ବିଜେଡି ନେତା ଅମର ଶତପଥୀ, କିଏ ଆଉ ଦଳ ଛାଡ଼ିବେ…

ଭୁବନେଶ୍ୱର,୭।୯: ଏମ୍‌ପିମାନେ ଦଳ ଛାଡିଲେ ବଡ ପ୍ରଭାବ ପଡ଼ିବ । ଏହା କହିଛନ୍ତି ବରିଷ୍ଠ ବିଜେଡି ନେତା ଅମର ଶତପଥୀ । ଏଭଳି ବଡ ବୟାନ ।…

ମଣିପୁରରେ ପୁଣି ବ୍ୟାପିଲା ହିଂସା, ଜିରିବାମରେ ୫ ମୃତ

ଇମ୍ଫାଲ,୭।୯: ମଣିପୁରରେ ହିଂସା ଥମିବାର ନାଁ ନେଉନାହିଁ। ଗତ କିଛିମାସ ହେବ ମଣିପୁର ହିଂସାର ନିଆଁରେ ଜଳିବାରେ ଲାଗିଛି। ଏବେ ଜିରିବାମରେ ହୋଇଥିବା ହିଂସାରେ ୫ ଜଣଙ୍କ…

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ,…

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ନିର୍ବାଚନ ପାଇଁ ଭାଜପାର ଖାସ୍‌ ପ୍ଲାନିଂ: ନିତିନ ଗଡକରୀଙ୍କୁ ବଡ଼ ଦାୟିତ୍ୱ

ପୁଣେ,୭।୯: ଆସନ୍ତା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ମହାରାଷ୍ଟ୍ରର ସମସ୍ତ ଭାଜପାନେତା ଅଂଶଗ୍ରହଣ କରିବେ। ମହାରାଷ୍ଟ୍ର ଭାଜପା ୟୁନିଟ ସଭାପତି…