୩ ଡାକ୍ତର ନିଲମ୍ବିତ, ସନ୍ଦୀପ ଘୋଷଙ୍କୁ କାରଣ ଦର୍ଶାଅ ନୋଟିସ୍‌

କୋଲକାତା,୭ା୯: ଆର୍‌.ଜି କର ମେଡିକାଲ ମାମଲାରେ ପଶ୍ଚିମବଙ୍ଗ ମେଡିକାଲ କାଉନସିଲ (ଡବ୍ଲ୍ୟୁବିଏମ୍‌ସି) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶନିବାର ଡବ୍ଲ୍ୟୁବିଏମ୍‌ସି ତିନି ଜଣ ଡାକ୍ତରଙ୍କୁ ନିଲମ୍ବନ…

ଟ୍ୟୁସନରୁ ଫେରୁଥିଲେ ନବମ ଶ୍ରେଣୀ ଛାତ୍ରୀ, ବାଟରେ ହେଲା ବଳାତ୍କାର:ଅର୍ଦ୍ଧନଗ୍ନ ଅବସ୍ଥାରେ…

କୋଲକାତା,୭।୯: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ଆର.ଜି କର ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରିବାର ଏକ ମାସ ହୋଇନାହିଁ। ସେପଟେ ହୁଗ୍‌ଲୀ ନିକଟସ୍ଥ…

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ ସରକାର…

ଗଣେଶ ପୂଜା ବିସର୍ଜନ ପାଇଁ ଆସିଲା ଗାଇଡଲାଇନ୍‌, ଜାଣନ୍ତୁ କ’ଣ ରହିଛି…

ଭୁବନେଶ୍ୱର,୭।୯: ଭୁବନେଶ୍ୱରରେ ଗଣେଶ ପୂଜା ବିସର୍ଜନ ପାଇଁ ବିଏମସି ଗାଇଡଲାଇନ୍‌ ଜାରି କରିଛି। ଇକୋ ଫ୍ରେଣ୍ଡଲି ଭାବେ ବିସର୍ଜନ ପାଇଁ ନିୟମାବଳୀ ଜାରି ହୋଇଛି  । ଗଣେଶ…

ପାକିସ୍ତାନକୁ ଚେତାବନୀ ଦେଲେ ଅମିତ ଶାହା: ଶାନ୍ତି ନ ଆସିବା ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୭।୯: ପଡୋଶୀ ଦେଶ ପାକିସ୍ତାନ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି, ଉପତ୍ୟକାରେ ଶାନ୍ତି ନ…

ହରିୟାଣାରେ ଭାଙ୍ଗିପାରେ କଂଗ୍ରେସ ମେଣ୍ଟ, ଏକା ଚାଲିବ ଆପ୍‌

ଚଣ୍ଡୀଗଡ଼,୭ା୯: ହରିୟାଣା ବିଧାନସଭା ନିର୍ବାଚନରେ ଏକାକୀ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯୋଜନା କରୁଛି ଆପ୍‌। ରବିବାର ଦଳ ଏହାର ପ୍ରଥମ ତାଲିକା ପ୍ରକାଶ କରିପାରେ। ଆମ ଆଦ୍‌ମୀ ପାର୍ଟି(ଆପ୍‌)…

ମୋଦିଙ୍କ ଚାପର ପ୍ରଭାବ, ରୁଷିଆରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ନେଇ ବାଜିଲା ମୋହର

ମସ୍କୋ/ନୂଆଦିଲ୍ଲୀ,୭ା୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଭାରତୀୟ ନାଗରିକମାନେ ମଧ୍ୟ ଆଗ ଧାଡ଼ିରେ ଲଢ଼ିବାକୁ ବାଧ୍ୟ ହେଉଛନ୍ତି। ଏହି ସଂଗ୍ରାମରେ ଏପର୍ଯ୍ୟନ୍ତ ଅନେକ ଭାରତୀୟ…

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ ପ୍ଲେ…

ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କହିଲେ ଆଗାମୀ ଦିନରେ ଲକ୍ଷପତି ଦିଦିରେ…

ଭୁବନେଶ୍ୱର,୭ା୯: ସ୍ଥାନୀୟ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭ ଉଦ୍‌ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝି ଏହାର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ…

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି।…