ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ ବାତ୍ୟାର…

ସ୍ବାମୀଙ୍କୁ ଗଛରେ ବାନ୍ଧି ସ୍ତ୍ରୀଙ୍କୁ ଗଣବଳାତ୍କାର

ଭୋପାଳ,୨୬ା୧୦: ମଧ୍ୟପ୍ରଦେଶରେ ଦୁଇଟି ଜଘନ୍ୟ ବଳାତ୍କାର ସାମ୍ନାକୁ ଆସିଛି। ଗୋଟିଏ ଦେଶର ‘ସବୁଠୁ ସ୍ବଚ୍ଛ ସହର’ ଇନ୍ଦୋରରେ ଏବଂ ଅନ୍ୟଟି ରଓ୍ବୋରେ ଘଟିଛି। ରଓ୍ବୋ ମାମଲାରେ ଏକ…

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର…

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର ଜିଲାର…

ଟେଷ୍ଟ ଖେଳିବାକୁ ଆଶା ରଖିଥିବା ଓ୍ବାର୍ନରଙ୍କୁ ନେଇ କ୍ରିକେଟ ଅଷ୍ଟ୍ରେଲିଆର ବଡ଼ ନିଷ୍ପତ୍ତି

ସିଡନୀ,୨୫।୧୦: କ୍ରିକେଟ ଅଷ୍ଟ୍ରେଲିଆ ଭେଟେରାନ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନରଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇ ଦେଇଛି। ଏଥିଲାଗି ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ଏହି ବ୍ୟାଟ୍ସମ୍ୟାନ୍‌…

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର ପ୍ରଭାବରେ…

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ କେନ୍ଦ୍ର…

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି।…