ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା

ଭୁବନେଶ୍ୱର,୨୫ା୧୦: ଶୁକ୍ରବାର ସକାଳୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ପହଞ୍ଚି ବାତ୍ୟା ‘ଦାନା’ର ପରବର୍ତ୍ତୀ ସମୀକ୍ଷା କରିଛନ୍ତି। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ…

ଜମ୍ବୁ-ବାବର ମୁଖ୍ୟ ରାସ୍ତାରେ ଉପୁଡ଼ିଲା ଗଛ, କାଟି ସଫା କଲେ ବିଧାୟକ

ମହାକାଳପଡ଼ା, ୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗୁରୁବାର ରାତିରେ ବାତ୍ୟା ଦାନା ଉପକୂଳ ଅଞ୍ଚଳରେ ସ୍ଥଳଭାଗ ଛୁଇଁଥିଲା। ଏଥିପାଇଁ ରାତିରେ ଲୋକେ ନ ଶୋଇ ଚେଇଁ ରହିଥିଲେ। ମହାକାଳପଡ଼ା…

ବାତ୍ୟା ପରେ ମାଡ଼ି ଆସିଲା ସମୁଦ୍ର ଜୁଆର: ବୁଡ଼ିଗଲା ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆ

ରାଜନଗର,,୨୫ା୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କେନ୍ଦ୍ରାପଡ଼ା ସାତଭାୟା ଅଂଚଳରେ ମାଡି ଆସିଛି ସୁଉଚ୍ଚ ସମୁଦ୍ର ଜୁଆର। ଫଳରେ ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆରେ ପାଣି…

ବାତ୍ୟା ଆସିବା ପରେ…

ଭୁବନେଶ୍ୱର,୨୫ା୧୦:  ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା।…

ଲ୍ୟାଣ୍ଡଫଲ୍‌ କଲା ଦାନା: ଆରମ୍ଭ ହେଲାଣି ବର୍ଷା ସାଙ୍ଗକୁ ଜୋରଦାର ପବନ 

ଭୁବନେଶ୍ୱର,୨୫/୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ କରୁଛି ବାତ୍ୟା।ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସକାଳ ଯାଏ ଚାଲୁ ରହିବ।ଏବେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ…

ଘଣ୍ଟାକୁ ୧୩ କିମି ବେଗରେ ମାଡ଼ିଆସୁଛି ଦାନା: ମୁଖ୍ୟମନ୍ତ୍ରୀ କହିଲେ, ମୁକାବିଲା ପାଇଁ ଆମେ ପ୍ରସ୍ତୁତ 

ଭୁବନେଶ୍ୱର,୨୫/୧୦:ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା। ଘଣ୍ଟାକୁ ୧୩ କିମି ବେଗରେ ଉପକୂଳକୁ ମାଡ଼ିଆସୁଛି। ସେହିପରି ବାତ୍ୟା…

ରାତିରେ ଚାଉଳ ବୋଝେଇ ଗାଡ଼ିକୁ ଅଟକ ରଖିଲେ ଗ୍ରାମବାସୀ

ଲାଠୋର୨୪।୧୦(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କନ୍ଦେଇଛାପର ଗ୍ରାମବାସୀ ଏକ ଚାଉଳ ବୋଝେଇ ଗାଡ଼ିକୁ ଗୁରୁବାର ରାତିରେ ଅଟକ ରଖି ଲାଠୋର ପୋଲିସକୁ ଖବର ଦେଇଥିଲେ।…

ଶୁନ୍ୟ କ୍ଷୟକ୍ଷତି ଲକ୍ଷ୍ୟରେ ସରକାର: ମୁଖ୍ୟମନ୍ତ୍ରୀଙ୍କ ସହିତ ଫୋନରେ କଥାହେଲେ ଏମ୍‌ପି ଷଡ଼ଙ୍ଗୀ

ବାଲେଶ୍ୱର,୨୪।୧୦(ବାଞ୍ଛାନିଧି ଦେ): ବାତ୍ୟା ମୁକାବିଲା ଏବଂ ପରିଚାଳନା ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ। ଗୁରୁବାର ଦିନ ତମାମ ଏମ୍‌ପି…

ବାଂଲାଦେଶ ମୁହାଁ ବାତ୍ୟା! ‘ଦାନା’କୁ ନେଇ ଚେତାବନୀ ଜାରି କଲା ବାଂଲାଦେଶ

ଢାକା,୨୪।୧୦: ବାତ୍ୟା ‘ଦାନା’ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ ଆଡକୁ ଗତି କରୁଥିବା ନେଇ ବାଂଲାଦେଶ ଏକ ସତର୍କ ସୂଚନା ଜାରି କରିଛି। ବାଂଲାଦେଶ ପାଣିପାଗ ବିଭାଗର ଏକ…