ଯୁବକଙ୍କୁ ହତ୍ୟା ମାମଲା: ତିନି ଭାଇଙ୍କୁ ଆଜୀବନ ଜେଲ୍‌

ବ୍ରହ୍ମପୁର, ୨୪।୧୦(ସୁବାସ ଚନ୍ଦ୍ର ପାଢ଼ୀ): ପୁଞ୍ଜିଭୂତ ଅଶାନ୍ତରୁ ପାଟପୁର ଥାନା ଅନ୍ତର୍ଗତ ବାସୁଦେବପୁର ଗ୍ରାମର କୁଲୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ…

ପରିବା ବଜାରରେ ପ୍ରଶାସନିକ ଚଢାଉ, କଳାବଜାରୀଙ୍କୁ ତାଗିଦ

ବୁଗୁଡା,୨୪।୧୦(କାଳିଚରଣ ଦାଶ): ବଙ୍ଗୋପସାଗରରେ ସୃଷ୍ଟି ସମ୍ଭାବ୍ୟ ବାତ୍ୟା ‘ଦାନା’ ସମ୍ପର୍କେ ପାଣିପାଗ ବିଭାଗର ସୂଚନା ପରଠୁ ବୁଗୁଡା ବଜାରରେ ପରିବା ଦର ହୁ ହୁ ହୋଇ ବଢି…

କେନ୍ଦୁଝରରେ ବାତ୍ୟା ପ୍ରସ୍ତୁତି ପରଖିଲେ ବରିଷ୍ଠ ପ୍ରଶାସନିକ ଅଧିକାରୀ

କେନ୍ଦୁଝର,୨୪।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାର ପ୍ରଭାବ କେନ୍ଦୁଝର ଜିଲା ଉପରେ ପଡ଼ିବାକୁ ଥିବାରୁ ବରିଷ୍ଠ ପ୍ରଶାସନିକ…

ନିଶ୍ଚିତକୋଇଲିରେ ଯୋଗାଣ ବିଭାଗର ଜୋରଦାର ଚଢ଼ାଉ, ଦୋକାନୀଙ୍କୁ କରାଯାଉଛି ତାଗିଦ

ନିଶ୍ଚିନ୍ତକୋଇଲି,୨୪।୧୦(ଅଶୋକ କୁମାର ମହାପାତ୍ର ): ସାମୁଦ୍ରିକ ବାତ୍ୟା ‘ଦାନା’ ମାଡି ଆସୁଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ ବହିବା ଆରମ୍ଭ କଲାଣି। ବାତ୍ୟାପାଇଁ ଲୋକେ ନିତ୍ୟ…

ଖେଳୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି; ୩ ବର୍ଷର ଶିଶୁଙ୍କ ମୃତ୍ୟୁ ପରେ ଥାନାରେ ଅଭିଯୋଗ କଲେ ପରିବାର

ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅଜଣା ଗାଡି ଧକ୍କାରେ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଓଡ଼ିଶା ସରକାରଙ୍କ ବାତ୍ୟା ପ୍ରସ୍ତୁତିର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ; ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି

ଭୁବନେଶ୍ୱର,୨୪।୧୦: ବାତ୍ୟା ଦାନା ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତୁତିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଓଡ଼ିଶାରେ ମାଡ଼ ହେବାକୁ ଥିବା…

ଡର ବଢାଇଲା ଗତିପଥ! ୩ ଜିଲାକୁ ଅଧିକ ବିପଦ…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇଥିବା ଦାନା ଭୟଙ୍କର ବେଗରେ ସ୍ଥଳଭାଗ ମୁହାଁ ହେଉଛି। ଏହି ସମସୟରେ ଘଣ୍ଟା ପ୍ରତି ୧୨ କିମି ବେଗରେ ଦାନା ସ୍ଥଳଭାଗ…

ଆସୁଛି ‘ଦାନା’: ଧାମରା-ଚାନ୍ଦବାଲିରେ ସ୍ଥିତି ଅନୁଧ୍ୟାନ କଲେ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ, ୨୪।୧୦(ସନାତନ ରାଉତ)- ଭଦ୍ରକ ଜିଲା ଧାମରାରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଥିବାରୁ ଚାନ୍ଦବାଲି, ଧାମରା, ବାସୁଦେବପୁର ଅଞ୍ଚଳକୁ ରାଜ୍ୟ ସରକାରଙ୍କ…

ବାତ୍ୟା ବଦଳାଇଲା ମୋଡ, ଏଇଠି ପିଟି ହୋଇଯିବ, ଲୋକେ ଛାନିଆ…

ଭୁବନେଶ୍ୱର,୨୪।୧୦: ଲ୍ୟାଣ୍ଡଫଲ ନେଇ ବଡ଼ ଆକଳନ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଭୀଷଣ ବାତ୍ୟାର ରୂପ ନେଇଥିବା ଦାନା ଭୟଙ୍କର ବେଗରେ ସ୍ଥଳଭାଗ ମୁହାଁ ହେଉଛି।…

ପାଖେଇ ଆସିଲାଣି ‘ଦାନା’: ଗଞ୍ଜାମରେ ବଦଳିଲା ପାଗ, ସମୁଦ୍ର ଅଶାନ୍ତ

ଛତ୍ରପୁର, ୨୪।୧୦(ଦିଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଗଞ୍ଜାମ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି । ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ ସ୍ଥାନାନ୍ତରିତ…