ବାତ୍ୟା ଭୟ ମଧ୍ୟରେ ବଡ଼ ଘୋଷଣା କଲେ ମନମୋହନ: ଭାଜପା କାର୍ଯ୍ୟକର୍ତ୍ତାମାନେ…

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି…

ଜେଲରୁ ମୁକୁଳି ୨୧ ଥର ‘ଭାରତ ମାତା କୀ ଜୟ’

ଭୋପାଳ, ୨୩।୧୦: ଭାରତରେ ରହି ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଇଥିବା ଫୈଜଲ ନାମକ ଜଣେ ଯୁବକ ମଙ୍ଗଳବାର ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋପାଳର ମିସ୍‌ରୌଦ ଥାନାରେ…

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ: କେଉଁଠି ରହିବେ ବିପନ୍ନ

ତିହିଡ଼ି,୨୩।୧୦(ସଞ୍ଜିତ ବଳ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଲୋକେ ଆତଙ୍କିତ। ଏହାର ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବିପନ୍ନଙ୍କ ଆଶ୍ରୟ ପାଇଁ ଖୋଜା ପଡ଼ୁଛି…

ଅଧ୍ୟକ୍ଷଙ୍କୁ ଭଙ୍ଗା ବୋତଲ ଫିଙ୍ଗି କଲ୍ୟାଣ ବାନାର୍ଜୀ ନିଲମ୍ବିତ

ନୂଆଦିଲ୍ଲୀ,୨୩ା୧୦: ଓ୍ବକଫ୍‌ (ସଂଶୋଧନ) ବିଲ୍‌ ଉପରେ ଆଲୋଚନା ପାଇଁ ମଙ୍ଗଳବାର ସଂସଦୀୟ କମିଟି ବୈଠକ ବସିିଥିବାବେଳେ ଟିଏମ୍‌ସି ଏମ୍‌ପି କଲ୍ୟାଣ ବାନାର୍ଜୀ ଏକ ଗ୍ଲାସ୍‌ ବୋତଲ ଭାଙ୍ଗି…

ଡଲାର, ଏସ୍‌ଡବ୍ଲ୍ୟୁଆଇଏଫ୍‌ଟିରୁ ନିର୍ଭରଶୀଳତା ହ୍ରାସ ଲକ୍ଷ୍ୟ

କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ମଙ୍ଗଳବାରଠାରୁ ୩ ଦିନିଆ ବ୍ରିକ୍ସ ସମ୍ମିଳନୀ ଆରମ୍ଭ ହୋଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଉକ୍ତ ସମିଟ୍‌ର ଆୟୋଜନ କରୁଥିବାବେଳେ ଏଥିରେ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ସଭାପତି: ନବୀନଙ୍କୁ ଲେଖିଲେ ଚିଠି

ଫୁଲବାଣୀ,୨୩ା୧୦(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବିଜେଡି ସଭାପତି ଅଙ୍ଗଦ କହଁର ମଙ୍ଗଳବାର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫୁଲବାଣୀର ପୂର୍ବତନ ବିଧାୟକ ଅଙ୍ଗଦ ଗତ ନିର୍ବାଚନରେ ପ୍ରାର୍ଥୀ…

ଉପକୂଳ ଜିଲାରେ ମେଘୁଆ ପାଗ, ଘଣ୍ଟାପ୍ରତି ୩ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୩।୧୦: ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ। ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ ବୋଲି ଜଣାପଡିଛି। ପୁରୀ ଏବଂ ସାଗରଦ୍ବୀପ…

ଜେଲ ଗଲେ ‘ବିଚାରପତି’:ଜାଣନ୍ତୁ କାହିଁକି

ଅହମଦାବାଦ, ୨୩।୧୦:ଗୁଜରାଟର ଗାନ୍ଧୀନଗରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷ ଧରି ନକଲି ଅଦାଲତ ଚଳାଉଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି।…

ବାତ୍ୟାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଆଜି ରାତି ସୁଦ୍ଧା ଲୋକଙ୍କୁ ସ୍ଥାନାନ୍ତର କରାଯିବ

ଭୁବନେଶ୍ୱର,୨୩ା୧୦(ଅନିଲ ଦାସ):ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ପୂରା ଦମ୍‌ରେ ପ୍ରସ୍ତୁତ ଚଳାଇଛନ୍ତି। ତୃଣମୂଳ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବାତ୍ୟା ଦ୍ୱାରା ପ୍ରଭାବିତ…

ବାତ୍ୟା ମୁକାବିଲା ପାଇଁ ପାରାଦୀପ ବନ୍ଦରର ପ୍ରସ୍ତୁତି: ବର୍ଥ ଛାଡ଼ି ସମୁଦ୍ରରେ ରହିବେ ଜାହାଜ

ପାରାଦୀପ,୨୩।୧୦(ଶରତ ରାଉତ):ବାତ୍ୟା ‘ଦାନା’କୁ ନେଇ ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଶେଷକରି ବନ୍ଦର ପୋତାଶ୍ରୟ ମଧ୍ୟରେ ଥିବା ସମସ୍ତ ପଣ୍ୟବାହୀ ଜାହାଜ ବୁଧବାର…