ଅନିତା ଆନନ୍ଦ କିଏ, ଯିଏ ହେବେ କାନାଡାର ପରବର୍ତ୍ତି ପ୍ରଧାନମନ୍ତ୍ରୀ, ଭାରତ ସହ ରହିଛି ସମ୍ପର୍କ

ଓଟାଓ୍ବା,୭।୧: ପ୍ରାୟ ଏକ ଦଶନ୍ଧି ଧରି ଶାସନ ପରେ ସୋମବାର (ଜାନୁଆରୀ ୬) ରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଇସ୍ତଫା ଦେଇଛନ୍ତି। ଏହି କାରଣରୁ ରାଜନୈତିକ…

ଇସ୍ତଫା ପରେ ପ୍ରଥମଥର ମୁହଁ ଖୋଲିଲେ ଟ୍ରୁଡୋ: ଖୋଲି କହିଲେ ମନର କଥା

ଓଟ୍ଟାଓ୍ବା,୬।୧ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ସୋମବାର ଲିବେରାଲ ପାର୍ଟି ନେତା ପଦରୁ ଇସ୍ତଫା ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ଭାବେ ତାଙ୍କର ୯ ବର୍ଷର କାର୍ଯ୍ୟକାଳ…

ନିବେଶକ ହରାଇଲେ ୯ ଲକ୍ଷ କୋଟି

ମୁମ୍ବାଇ,୭।୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସାଙ୍ଗକୁ ଭାରତୀୟ ମୁଦ୍ରାର ମୂଲ୍ୟ ହ୍ରାସ ଓ ନୂତନ ଚାଇନା ଭୂତାଣୁ ଏଚ୍‌ଏମ୍‌ପିଭିର ପ୍ରାଥମିକ ପ୍ରଭାବ ଯୋଗୁ ଭାରତୀୟ…

ରସକିକ୍‌ ଗ୍ଲୁକୋ ଏନର୍ଜିର ଶୁଭାରମ୍ଭ

ମୁମ୍ବାଇ,୭।୧ (ଅଭୟ ଦାଶ): ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟ ଲିମିଟେଡ୍‌ (ଆର୍‌ସିପିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଗୁଣାତ୍ମକ ମୃଦୁପାନୀୟ ବ୍ରାଣ୍ଡ୍‌ ‘ରସକିକ୍‌ ଗ୍ଲୁକୋ ଏନର୍ଜି’ର ଶୁଭାରମ୍ଭ ନିକଟରେ ହୋଇଯାଇଛି।…

ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ: ଶାହା

ନୂଆଦିଲ୍ଲୀ,୭।୧: ଛତିଶଗଡ଼ର ବିଜାପୁର ଜିଲାରେ ସୋମବାର ଯବାନମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଶକ୍ତିଶାଳୀ ବିସ୍ଫୋରକ ଉପକରଣ (ଆଇଇଡି) ବିସ୍ଫୋରଣରେ ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ ଡିଷ୍ଟ୍ରିକ୍ଟ…

ଡିସେମ୍ବରରେ ୧୦,୬୩୯ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ନୂଆଦିଲ୍ଲୀ,୭।୧: ଦେଶର ଏକ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା ଟ୍ରାକ୍ଟର୍ସ’ର ମାସିକ ଯାନ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। ଏପରିକି ୨୦୨୪ ଡିସେମ୍ବରରେ ବ୍ରାଣ୍ଡ୍‌…

ସକାଳୁ ସକାଳୁ ବଡ଼ ଧରଣର ଭୂମିକମ୍ପ: ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଲୋକେ ଭୟଭୀତ

ନୂଆଦିଲ୍ଲୀ,୭।୧୨: ମଙ୍ଗଳବାର ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଥିଲେ। ଏହାର…

ସମୁଦ୍ରରେ ୧୫୦ କି.ମି. ପହଁରି ରେକର୍ଡ

ବିଶାଖାପାଟଣା: ବଙ୍ଗୋପସାଗରରେ ମାତ୍ର ୫ ଦିନ ମଧ୍ୟରେ ୧୫୦ କି.ମି ଦୂରତା ପହଁରି ଆନ୍ଧ୍ରପ୍ରଦେଶର ସନ୍ତରଣକାରୀ ଗୋଲି ଶ୍ୟାମଲା(୫୨) ଇତିହାସ ରଚିଛନ୍ତି। ପ୍ରଥମ ଏସୀୟ ମହିଳା ଭାବେ ତାଙ୍କୁ…

‘ଏମର୍ଜେନ୍ସି’ ଟ୍ରେଲର ୨ ଜାରି

ମୁମ୍ବାଇ: ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାୱତଙ୍କ ଫିଲ୍ମ ‘ଏମର୍ଜେନ୍ସି’ର ଦ୍ୱିତୀୟ ଟ୍ରେଲରକୁ ସୋମବାର ଜାରି କରାଯାଇଛି। ପ୍ରଥମ ଟ୍ରେଲର ତୁଳନାରେ ଦ୍ୱିତୀୟ ଟ୍ରେଲରରେ ବିରୋଧୀ ନେତାଙ୍କ ସହ…

ଦେଶ ଖୁବ୍‌ଶୀଘ୍ର ବୁଲେଟ୍‌ ଟ୍ରେନ ଦେଖିବ: ମୋଦି

ରାୟଗଡ଼ା,୭ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଡିଭିଜନ ହେଡକ୍ୱାର୍ଟର୍ସ ପାଇଁ ଶିଳାନ୍ୟାସ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ୨୦୨୫ ବର୍ଷରେ ଯୋଗାଯୋଗ ଦ୍ରୁତଗତିରେ ହେବ। ବିକଶିତ ଭାରତର…