ନୂଆଦିଲ୍ଲୀ,୨୯।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଶେୟାର ହୋଲ୍ଡର୍ଙ୍କ ପାଇଁ ଏକ ବଡ଼ ଘୋଷଣା କରିଛି। ରିଲାଏନ୍ସ ଏହାର ୩୫ ଲକ୍ଷ ଶେୟାର ହୋଲ୍ଡର୍ଙ୍କୁ ଏକ ବଡ ଉପହାର ଦେଇଛି।…
ନୂଆଦିଲ୍ଲୀ/ଇସଲାମାବାଦ,୨୯।୮: ଭାରତର ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଫରହତୁଲ୍ଲା ଗୌରୀ ଭାରତ ଉପରେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି। ସେ ଏକ ଭିଡିଓ ଜାରି କରିଛନ୍ତି। ଭିଡିଓ ମାଧ୍ୟମରେ…
ନିରାକାରପୁର,୨୯ା୮(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲାର ନିରାକାରପୁର ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା…
ମୁମ୍ବାଇ,୨୯।୮: ସିନ୍ଧୁ ଦୁର୍ଗରେ ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିର ଭାଙ୍ଗିଯିବା ଘଟଣାରେ ମହାରାଷ୍ଟ୍ର ରାଜନୀତି ସରଗରମ ଅଛି। କ୍ଷମତାସୀନ ସରକାର ଓ ବିରୋଧୀଙ୍କ ମଧ୍ୟରେ ବାକ୍ଯୁଦ୍ଧ ଲାଗି ରହିଛି।…
ଭୁବନେଶ୍ୱର,୨୯ା୮: ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ…
ଭୁବନେଶ୍ୱର,୨୯।୮: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ସୁଦୃଶ୍ୟ ଲଘୁଚାପ ସଷ୍ଟି ହେବ। ପରେ…
ଭୁବନେଶ୍ୱର୨୯ା୮: ସିଏଚ୍ଏସ୍ଇ ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।…
ନୂଆଦିଲ୍ଲୀ,୨୯।୮: ଆଜି ଦେଶରେ ଅନେକ ରାଜନୈତିକ ଦଳ ଅଛନ୍ତି। ଦେଶରେ ଉପସ୍ଥିତ ଥିବା ସମସ୍ତ ରାଜନୈତିକ ଦଳର ଭିନ୍ନ ନାମ, ପ୍ରତୀକ ଏବଂ ପାର୍ଟିର ସମ୍ବିଧାନ ଅଲଗା…
ମୋରଡ଼ା,୨୯ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି ପୋଲିସ। ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ ସାନମୁଣ୍ଢାବଣି ପଞ୍ଚାୟତର ଉଲୁମୁଣ୍ଡି…
ନୂଆଦିଲ୍ଲୀ,୨୯ା୮: ଅନୁସୂଚିତ ଜାତି-ଅନୁସୂଚିତ ଜନଜାତି କୋଟା ଅଧୀନରେ ସରକାରୀ ଚାକିରି ଏବେ ବିପଦରେ ରହିଛି। ଏଭଳି ପରିସ୍ଥିତିରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ସେମାନଙ୍କୁ ଆଶ୍ୱସ୍ତି ଆଣି ଦେଇଛି। ଏହି…