ଧରାପଡିଲା ପାକିସ୍ତାନର ମିଛ, BLA ଜାରି କଲା ଆତ୍ମଘାତୀ ବମ୍ବରଙ୍କ ଫଟୋ

ଇସଲାମାବାଦ,୬।୧: ପାକିସ୍ତାନର ମିଥ୍ୟା ପୁଣି ଥରେ ପ୍ରକାଶ ପାଇଛି। ଶନିବାର (ଜାନୁୟାରୀ ୪, ୨୦୨୫) ପାକିସ୍ତାନର ବାଲୁଚିସ୍ତାନର ତୁର୍ବତ ଅଞ୍ଚଳରେ ଏକ ସେନା କନଭେନରେ ଆତ୍ମଘାତୀ ଆକ୍ରମଣ…

ଆଜି ଇସ୍ତଫା ଦେବେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ! କାନାଡା ରାଜନୀତିରେ ନୂଆମୋଡ

ଅଟଓ୍ବା,୬।୧: କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଇସ୍ତଫା ନେଇ ବହୁଦିନ ଧରି ଚର୍ଚ୍ଚା ଲାଗି ରହିଛି। ତେବେ ସଦ୍ୟତମ ଅପଡେଟରୁ ସୂଚନା ମିଳିଛି କି, ଟ୍ରୁଡୋ ଆଜି…

ଗିରଫ ହେଲେ ପ୍ରଶାନ୍ତ କିଶୋର

ପାଟନା,୬।୧: ଜନ ସୁରଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କୁ ପୋଲିସ ଗିରଫ କରିଛି। ପାଟନା ଜିଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତାଙ୍କୁ ଗିରଫ କରିବା…

ମୟୂରଭଞ୍ଜରେ ଜେଏମ୍‌ଏମ୍‌ର ସଭାପତି ଘୋଷଣା

ବାରିପଦା,୬।ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନୂତନ ମୟୂରଭଞ୍ଜ ଜିଲା କମିଟି ଘୋଷିତ ହୋଇଛି। ସ୍ଥାନୀୟ ରଘୁନାଥପୁରସ୍ଥିତ ମଣ୍ଡପରେ ରାଜ୍ୟ ସଭାନେତ୍ରୀ ଅଞ୍ଜନୀ ସୋରେନଙ୍କ ପୌରହିତ୍ୟରେ…

୧୫ ସୁଦ୍ଧା ଜିଲା ସଭାପତି ତାଲିକା ଘୋଷଣା କରିବ ଭାଜପା

ଭୁବନେଶ୍ୱର, ୬ା୧(ସୁନିତ୍‌ ମିଶ୍ର): ଭାଜପାର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହୋଇଯିବ। ଆସନ୍ତା ୧୫ ତାରିଖ ଭିତରେ ସବୁ ଜିଲାର ସଭାପତି ପଦ ଘୋଷଣା ହୋଇଯିବ।…

ଜଙ୍ଗଲରେ ସିଂହ ସହ ୫ ଦିନ ବିତାଇଲେ ୭ ବର୍ଷୀୟ ବାଳକ

ହରାରେ, ୬।୧: ଉତ୍ତର ଜିମ୍ବାଓ୍ବେର ମେଶୋନାଲେଣ୍ଡ ପଶ୍ଚିମ ପ୍ରଦେଶର ‘କରିବା ଗ୍ରାମୀଣ’ ଜିଲାଲ ୭ ବର୍ଷୀୟ ବାଳକ ଟିନୋଟେଡା ପୁଡୁଙ୍କ କାହାଣୀ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ…

ଏମ୍‌ପିଙ୍କ ନାଁ ନ ଥିବାରୁ ବିଧାୟକ ନାଁରେ କଳା ବୋଳିଲେ

ଭୁବନେଶ୍ୱର, ୬ା୧ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ରବିବାର ସହରର ୩ଟି ସ୍ଥାନରେ ଶୌଚାଳୟ ଉଦ୍‌ଘାଟିତ ହୋଇଛି। ଓ୍ବାର୍ଡ ନଂ. ୩୭ ଅନ୍ତର୍ଗତ…

ପୁରୀରେ ଚାଲିଲା ଡବଲ୍‌ ଡେକର୍‌ ବସ୍‌

ପୁରୀ,୬।୧(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ୮ ତାରିଖରୁ ୩ ଦିନ ବ୍ୟାପୀ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରବାସୀ ଭାରତୀୟଙ୍କ ପରିଭ୍ରମଣ ପାଇଁ…

ଓଡ଼ିଶା ଚାଷୀଙ୍କ ଧାନ କିଣୁଛି ଆନ୍ଧ୍ର

ପାରଳାଖେମୁଣ୍ଡି,୬ା୧(ଗିରିଧାରୀ ପରିଛା): ଓଡ଼ିଶା ସରକାର ବାହାର ରାଜ୍ୟକୁ ଧାନ ଚାଲାଣ ଓ ଅସାଧୁ ବ୍ୟବସାୟ ରୋକିବା ପାଇଁ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ସିସିଟିଭି କ୍ୟାମେରା ଲଗାଇ ନାକା ପଏଣ୍ଟରେ…

ଜାରି ରହିବ ପରିବେଶ ସୁରକ୍ଷା ଅଭିଯାନ

ବ୍ରହ୍ମପୁର,୬ା୧(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ବନ୍ଥପଲ୍ଲୀ ପଞ୍ଚାୟତ ବନ୍ଥପଲ୍ଲୀ ଗ୍ରାମରେ ଜାତୀୟ ପକ୍ଷୀ ଦିବସ ଅବସରରେ ଘରଚଟିଆ ସଂରକ୍ଷଣ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ…