ତାମିଲନାଡୁ ରାଜ୍ୟ ସଙ୍ଗୀତ ଗାନ ବେଳେ ବିଭ୍ରାଟ: ରାଜ୍ୟପାଳଙ୍କୁ ଦୋଷଦେଲେ ଷ୍ଟାଲିନ୍‌

ଚେନ୍ନାଇ,୧୯ା୧୦:ଚେନ୍ନାଇସ୍ଥିତ ଦୂରଦର୍ଶନ କେନ୍ଦ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ବେଳେ କଣ୍ଠଶିଳ୍ପୀମାନେ ତାମିଲନାଡୁର ରାଜ୍ୟ ସଙ୍ଗୀତ ଗାନ ସମୟରେ ଏହାର କେତୋଟି ପଂକ୍ତି ଛାଡ଼ିଦେବାରୁ ବଡ଼ ବିବାଦ…

ଭାରତରେ ଅଛନ୍ତି ଏତିକି ସଂଖ୍ୟାରେ ଗରିବ: ରିପୋର୍ଟରେ ବଡ଼ ଖୁଲାସା

ଜାତିସଂଘ,୧୯ା୧୦:ଭାରତରେ ୨୩୪ ନିୟୁତର ଊର୍ଦ୍ଧ୍ୱ ଲୋକ ଦାରିଦ୍ର୍ୟ ମଧ୍ୟରେ କାଳାତିପାତ କରୁଛନ୍ତି। ବିଶ୍ୱର ୫ ସର୍ବାଧିକ ସଂଖ୍ୟକ ଦରିଦ୍ର ରହୁଥିବା ଦେଶ ମଧ୍ୟରେ ଭାରତ ଅନ୍ୟତମ ବୋଲି…

ବଲାଙ୍ଗୀରରେ ପୁଣି ଶିଶୁବଳି

ଲାଠୋର, ୧୯ା୧୦ (ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲାରେ ପୁଣି ଶିଶୁବଳି। ଗୁରୁବାର ଅପରାହ୍ଣରୁ ନିଖୋଜ ଥିବା ଜଣେ ନାବାଳକଙ୍କ ମୃତଦେହ ଶୁକ୍ରବାର ସକାଳେ ଲାଠୋର ଥାନା ଅନ୍ତର୍ଗତ ଜଲପାଙ୍କେଲ…

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା ମୋର୍ଚ୍ଚା…

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) - ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ…

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲ୍ଳକ ଅନ୍ତର୍ଗତ ମୌଳାଭଞ୍ଜା ପଞ୍ଚାୟତର ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ୧୫ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା ପ୍ରସ୍ତାବ…

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ ଦାୟିତ୍ୱ…

ମୁମ୍ବାଇରେ ଓଡିଆ ଶ୍ରମିକ ମୃତ

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ଗଣିଆସାହିର ଜଣେ ଯୁବକଙ୍କ ମୁମ୍ବାଇରେ ଗୁରୁବାର ମୃତ୍ୟୁ ହୋଇଛି। ପରିବାର ଚଳାଇବା ପାଇଁ ସେ ଦାଦନ ଖଟିବାକୁ ମୁମ୍ବାଇ…