ଦିଗପହଣ୍ଡି/ପାଟପୁର,୩ା୧(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ କେନ୍ଦ୍ରକରି ଦୀର୍ଘଦିନ ଧରି ଲାଗି…
ଭୁବନେଶ୍ୱର,୩ା୧(ସୁନିତ୍ ମିଶ୍ର):ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଗୁରୁବାର ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରିମଣ୍ଡଳର…
ପୁରୀ,୩ା୧(ଅଜିତ୍ କୁମାର ମହାନ୍ତି):ଗତ ଡିସେମ୍ବର ୧୭ରୁ ଶ୍ରୀମନ୍ଦିର ପ୍ରଶାସନ ଏବଂ ଛତିଶା ନିଯୋଗର ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହେବା ପରେ…
ସିଡନୀ,୩।୧: ଭାରତ ବନାମ ଅଷ୍ଟ୍ରେଲିଆ ସିଡନୀ ଟେଷ୍ଟ ଆରମ୍ଭ ହୋଇଛି। ଭାରତୀୟ ଦଳରୁ ରୋହିତ ଶର୍ମା ବାଦ୍ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ଜସପ୍ରୀତ ବୁମ୍ରା ସିଡନୀ ଟେଷ୍ଟରେ…
ନୂଆଦିଲ୍ଲୀ,୩।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ସିରିଜ୍ର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଆରମ୍ଭ ହୋଇଛି। ଏହି ଟେଷ୍ଟରେ ଭାରତର ଅଧିନାୟକ ଜଶପ୍ରୀତ…
ନୂଆଦିଲ୍ଲୀ,୩ା୧:ଦେଶବ୍ୟାପୀ ୪୪୦ ଜିଲାର ଭୂତଳଜଳରେ ନାଇଟ୍ରେଟ୍ ମାତ୍ରା ଅଧିକ ରହିଛି। ତନ୍ମଧ୍ୟରେ ଓଡ଼ିଶାର ୧୫ ଜିଲା ରହିଛି। ଏହି ଜିଲାଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗୀର, ବରଗଡ଼, କଟକ,…
ପଟ୍ଟାମୁଣ୍ଡାଇ,୩ା୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଚାଷୀଙ୍କ ଭାତହାଣ୍ଡିକୁ ଅଦିନିଆ ବର୍ଷା ଉଜାଡ଼ି ଦେଇଛି। ବର୍ଷା ଛାଡ଼ି ଯାଇଥିଲେ ମଧ୍ୟ କ୍ଷେତରୁ ଆଜି ପର୍ଯ୍ୟନ୍ତ ପାଣି ଶୁଖିନି।…
ରାଜକନିକା,୩ା୧(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ସିକୋ ପଞ୍ଚାୟତର ଡାଳିକାଏନ୍ଦା, ଭାରିଗଦା ପଞ୍ଚାୟତ ଓ ବରୁଣାଡ଼ିହା ପଞ୍ଚାୟତର ଚାଷୀ ମୁଖ୍ୟତଃ ଚିନାବାଦାମ ଚାଷ ଉପରେ…
ଭୁବନେଶ୍ୱର,୩ା୧(ଅନୁରାଧା ମହାରଣା):ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତର ପ୍ରଭାବ ବଢ଼ିଛି। ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍ କିମ୍ବା ଏହାଠାରୁ କମ୍ ତାପମାତ୍ରା ରେକର୍ଡ ହୋଇଛି।…
ପାଟନା,୩ା୧:୨୦୨୫ ଶେଷ ଆଡ଼କୁ ବିହାର ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ପଲ୍ଟୁରାମ ନାମରେ ପରିଚିତ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏନ୍ଡିଏ ଛାଡ଼ି ମହାମେଣ୍ଟକୁ ଫେରିବା ନେଇ କଳ୍ପନାଜଳ୍ପନା…