ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ କରୁଛି…

ସଲମାନଙ୍କ ହତ୍ୟା ଷଡଯନ୍ତ୍ର କରିଥିବା ଶାର୍ପ ସୁଟର ଗିରଫ, ବେଶ ବଦଳାଇ ହୋଟେଲରେ ଲୁଚିଥିଲେ

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରର ନାଭି ମୁମ୍ବାଇ ପୋଲିସ ସଲମାନ ଖାନଙ୍କ ଫାର୍ମ ହାଉସର ରେକି କରିଥିବା ଶୁଟରଙ୍କୁ ଗିରଫ କରିଛି। ହରିୟାଣାର ପାନିପତରୁ ଶୁଟର ସୁକ୍‌ଖାଙ୍କୁ ପୋଲିସ ଧରିଛି।…

କିଏ ସେହି ସଞ୍ଜୀବ ଖାନ୍ନା? ଯିଏ ହେବେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି, ନାଁ ସୁପାରିସ ପରେ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୭ା୧୦:  ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ କେନ୍ଦ୍ର ସରକାରଙ୍କୁ  ଆନୁଷ୍ଠାନିକ ସୁପାରିସ ପରେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବା ନେଇ…

କେୱାଇସି ଆଳରେ ଦାଦନ ଶ୍ରମିକଠାରୁ ୧ ହଜାର, ଯୋଗାଣ ବିଭାଗ ନିରବଦ୍ରଷ୍ଟା

ମହାକାଳପଡ଼ା୧୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଅନେକ ଶ୍ରମିକ ଦାଦନ ଖଟିବାକୁ ରାଜ୍ୟ ବାହାରେ ରହିଛନ୍ତି, ବିଶେଷ କରି ହାଇଦ୍ରାବାଦ , ଚେନ୍ନାଇ , ଗୁଜରାଟ ,…

ବିଧାନସଭା ନିର୍ବାଚନ ଲଢିବନି ଏଏପି, କଲା ବଡ଼ ଘୋଷଣା

ନୂଆଦିଳ୍ଲୀ,୧୭।୧୦: ୨ରାଜ୍ୟର ବିଧାନସଭା ନିର୍ବାଚନ ଘୋଷଣା ହୋଇଛି। ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ରରେବିଧାନସଭା ନିର୍ବାଚନ ହେବାକୁ ଯାଉଛି। ବିଭିନ୍ନ ଦଳମାନେ ଏନେଇ କମର କଷି ସାରିଲେଣି। ଏହାରି…

ଜେଲ୍‌ ଯିବୁ ପଛେ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ବିଦ୍ୟାଳୟରେ ପୂରାଇ ଦେବୁନି, ୪ ଦିନ ହେଲା ଚାଲିଛି ଧାରଣା

କେସିଙ୍ଗା,୧୭ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି (କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଜିଦ୍‌ ଧରି…

ମାଲବାହୀ ଗାଡ଼ି ଧକ୍କାରେ ଶନି ମନ୍ଦିର ଚୁରମାର୍

ବଲାଙ୍ଗୀର,୧୭ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଲୋକନାଥ ମନ୍ଦିର ସମ୍ମୁଖ ୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଶ୍ରୀ ଶନିଦେବ ମନ୍ଦିର ଏକ କମ୍ପାନୀ ମାଲବାହୀ…

ଏହି ୪ ଖେଳାଳିଙ୍କୁ ହିଁ ରିଟେନ୍‌ କରିବ ମୁମ୍ବାଇ ଇଣ୍ଡିଆନ୍ସ, ରୋହିତଙ୍କୁ ନେଇ ଆସିଲା ବଡ଼ ଖବର…

ନୂଆଦିଲ୍ଲୀ,୧୭।୧୦: ଆଇପିଏଲ୍‌ ୨୦୨୫ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ବଡ଼ ନିଷ୍ପତ୍ତି ନେଇଛି। ମେଗା ଅକ୍ସନ ପୂର୍ବରୁ ଦଳ ଯେଉଁ ୪ ଖେଳାଳିଙ୍କୁ ପ୍ରଥମେ ରିଟେନ୍‌ କରିବ ତାହା…

ଡବଲ ଇଞ୍ଜିନ ସରକାରକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ଏଠାରେ…

ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍‌ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !

ମୁମ୍ବାଇ: ‘ଓ୍ବାନ୍‌ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍‌ ପେନ୍‌ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍‌ ଆଇରେସ୍‌ରେ ଥିବା ନିଜ ହୋଟେଲର ବାଲକୋନି ଖସି ପଡ଼ିବା…