ମହାକାଶରେ ୧୬ ଥର ନବବର୍ଷ ପାଳିବେ ସୁନୀତା

ଓ୍ବାଶିଂଟନ, ୧।୧:ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଓ ‘ଏକ୍ସପେଡିଶନ ୭୨’ ମିଶନର କ୍ରିଉ ସଦସ୍ୟମାନେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର(ଆଇଏସ୍‌ଏସ୍‌)ରେ ୧୬ଥର ନୂଆବର୍ଷ ପାଳନ କରିବେ।…

ୟେମେନ୍‌ରେ କେରଳ ନର୍ସଙ୍କୁ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ,୧ା୧: ହତ୍ୟା ଅଭିଯୋଗରେ ୟେମେନ୍‌ରେ ମୃତ୍ୟୁ ଦଣ୍ଡାଦେଶର ସମ୍ମୁଖୀନ ହୋଇଥିବା ଜଣେ ଭାରତୀୟ ନର୍ସଙ୍କୁ ଏହି ଦଣ୍ଡରୁ ମୁକୁଳାଇବା ପାଇଁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯିବ…

ଶାନ୍ତି, ଏକତାର ବାର୍ତ୍ତା ଦିଏ ଗ୍ଲୋବାଲ ଫ୍ୟାମିଲି ଡେ’

ଆଜି ସମଗ୍ର ବିଶ୍ୱରେ ଲୋକମାନେ ନୂଆବର୍ଷର ପ୍ରଥମ ସକାଳକୁ ଉପଭୋଗ କରୁଛନ୍ତି। ଲୋକମାନେ ସେମାନଙ୍କର ବନ୍ଧୁ, ପରିବାର ଏବଂ ଘନିଷ୍ଠ ବ୍ୟକ୍ତିଙ୍କ ଏହି ବିଶେଷ ଦିନ ପାଳନ…

୮୦୦ କୋଟି ଟପିଲା ଜନସଂଖ୍ୟା, ଭାରତରେ ସର୍ବାଧିକ ୧୪୧ କୋଟି

ଓ୍ବାଶିଂଟନ, ୩୧।୧୨: ୨୦୨୫ ଜାନୁଆରୀ ୧ ସୁଦ୍ଧା ବିଶ୍ୱର ଜନସଂଖ୍ୟା ୮୦୯ କୋଟିରେ ପହଞ୍ଚିଛି। ଆମେରିକାର ଜନଗଣନା ବ୍ୟୁରୋ(ୟୁଏସ୍‌ସିବି) ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଥିବା ଏକ ରିପୋର୍ଟରେ ଏହି…

ଓଡ଼ିଶା: ଆଜିର ଫଟୋ ( ୩୧ ଡିସେମ୍ବର, ୨୦୨୪ )

ଭୁବନେଶ୍ୱର ୟୁନିଟ - ୩ ପ୍ରଦର୍ଶନୀ ପଡିଆରେ ଆଦିବାସୀ ମେଳା ପାଇଁ ପ୍ରସ୍ତୁତି       ରାଜଧାନୀର କେତେକ ହୋଟେଲରେ ଜିରୋ ନାଇଟ ସେଲିବ୍ରେସନ

ସପ୍ତାହକୁ ୭୦ ଘଣ୍ଟା କାମ କରିବା ପ୍ରସଙ୍ଗରେ ମୁହଁ ଖୋଲିଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୩୧ା୧୨: କାର୍ଯ୍ୟ-ଜୀବନ ସନ୍ତୁଳନ(ୱାର୍କ ଲାଇଫ ବାଲାନ୍ସ) ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ଗୌତମ ଆଦାନୀ। ସେ କହିଛନ୍ତି ଯେ, ''ଯେତେବେଳେ ଆମେ କିଛି କରିବାକୁ ପସନ୍ଦ କରନ୍ତି ସେତେବେଳେ…

ଦକ୍ଷିଣ କୋରିଆ ରାଷ୍ଟ୍ରପତିଙ୍କୁ ଗିରଫ ପାଇଁ ଓ୍ବାରେଣ୍ଟ ଜାରି

ସିଓଲ,୩୧ା୧୨: ଦକ୍ଷିଣ କୋରିଆ ରାଷ୍ଟ୍ରପତି ୟୁନ୍‌ ସୁକ୍‌ ୟେଓଲଙ୍କ ବିରୋଧରେ ମହାଭିଯୋଗ ଗୃହୀତ ହୋଇଥିବାବେଳେ ତାଙ୍କୁ ଗିରଫ କରିବା ସହ ତାଙ୍କ କାର୍ଯ୍ୟାଳୟର ତଲାସି ନେବା ପାଇଁ…

‘ଶହୀଦ ମାଧୋ ସିଂଙ୍କ ବୀରଗାଥା ପାଠ୍ୟ ପୁସ୍ତକରେ ସାମିଲ ହେଉ’

ବରଗଡ଼,୩୧।୧୨(ପ୍ରେମାନନ୍ଦ ଖମାରୀ) :- ଶହୀଦ ବୀର ମାଧୋ ସିଂ ଓ ପରିବାର ବର୍ଗଙ୍କ ସଶସ୍ତ୍ର ସାଧୀନତା ସଂଗ୍ରାମରେ ଅବଦାନ ଅନସ୍ବୀକାର୍ଯ୍ୟ ବୋଲି କହିଛନ୍ତି ବିଶିଷ୍ଟ ସାହିତି୍ୟକ ମନୋରଞ୍ଜନ…

ବୁମ୍‌ରା ହେଲେ ଟେଷ୍ଟ ଟିମ୍‌ର ଅଧିନାୟକ, ମେଲବର୍ନ ଟେଷ୍ଟ ପରେ ବଡ଼ ଘୋଷଣା…

ନୂଆଦିଲ୍ଲୀ,୩୧।୧୨: ମେଲବର୍ନ ଟେଷ୍ଟ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆର ପରାଜୟ ପରେ ଅଧିନାୟକ ରୋହିତ ଶର୍ମାକୁ ହଟାଇବାକୁ ଲଗାତାର ଦାବି ହେଉଛି। ତାଙ୍କ ସ୍ଥାନରେ ଷ୍ଟାର ଦ୍ରୁତ ବୋଲର୍‌…

ଅପେରାରେ ଅଶ୍ଳୀଳ ନାଚ ରୋକିବାକୁ ଭିଡିଓ ରେକର୍ଡିଂ

ମାଲକାନଗିରି,୩୧ା୧୨(ଦୁର୍ଯ୍ୟୋଧନ ପାତ୍ର): ଅପେରା ମଞ୍ଚରେ ଅଶ୍ଳୀଳତା ନେଇ ଅଭିଯୋଗ ହେବାପରେ ରେକର୍ଡ ଡ୍ୟାନ୍ସ ସମୟରେ କ୍ୟାମେରା ଲଗାଇ ରେକର୍ଡିଂ କଲା ପୋଲିସ। ପୋଲିସ ଛାଉଣୀରେ ଚାଲିଲା ଆଇଟମ…