କୃଷକଙ୍କ ପଞ୍ଜାବ ବନ୍ଦ ଯୋଗୁ ବସ୍‌ ଓ ରେଳସେବା ବ୍ୟାହତ

ଚଣ୍ଡିଗଡ଼,୩୧ା୧୨(ପି.ଟି.): ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଉପରେ ଆଇନଗତ ଗ୍ୟାରେଣ୍ଟି ସମେତ ବିଭିନ୍ନ ଦାବି ନେଇ କେନ୍ଦ୍ର ବିରୋଧରେ ଆନ୍ଦୋଳନ ଚଳାଇଥିବା କୃଷକମାନେ ସୋମବାର ପଞ୍ଜାବ ବନ୍ଦ ପାଳନ…

ଆଗରୁ ବୁଲିଥିଲେ ଏବେ ଯିବାକୁ ପଡୁ ନ ଥାନ୍ତା: ପୂଜାରୀ

ଭୁବନେଶ୍ୱର, ୩୧ା୧୨(ସୁନିତ୍‌ ମିଶ୍ର): ଅଦିନିଆ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବ୍ୟାପକ ଚାଷ ନଷ୍ଟ ହୋଇଯାଇଛି। ଚାଷୀମାନେ ବହୁ କ୍ଷତି ସହିବା ଦେଖି ଉଭୟ ଶାସକ…

ଚିନାବାଦାମ ଚାଷୀରୁ ଆମେରିକା ରାଷ୍ଟ୍ରପତି

ଜଣେ ସାଧାରଣ ଚିନାବାଦାମ ଚାଷୀରୁ ଜିମ୍ମି କାର୍ଟର ଡେମୋକ୍ରାଟ୍‌ ନେତା ହେବା ସହ ଆମେରିକାର ୩୯ତମ ରାଷ୍ଟ୍ରପତି ହୋଇଥିଲେ। ୧୯୭୭ରୁ ୧୯୮୧ ରାଷ୍ଟ୍ରପତି ରହିଥିବା କାର୍ଟର ୨…

ଆକାଶରେ ଦିଶିବନି ‘କଳା ଜହ୍ନ’: ୩୧ ରାତିରେ ଧଳା ବଙ୍କୁଲି ଭଳି ଦେଖାଯିବ ଜହ୍ନ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ଡିସେମ୍ବର ୩୧ ଆକାଶରେ ତଥାକଥିତ ‘କଳା ଜହ୍ନ’ ଦେଖାଯିବ ନାହିଁ। ତେଣୁ ବିଭିନ୍ନ ଗଣମାଧ୍ୟମ ଓ ସୋସିଆଲ ମିଡିଆରେ ପ୍ରଚାରିତ ହେଉଥିବା ‘କଳା…

ଚନ୍ଦ୍ରବାବୁ ସବୁଠୁ ଧନୀ, ମମତା ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୩୧।୧୨ (ପି.ଟି.):ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ହେଉଛନ୍ତି ଭାରତର ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ। ତାଙ୍କର ୯୩୧ କୋଟି ଟଙ୍କାର ସମ୍ପତ୍ତି ରହିଛି। ସେହିପରି ମାତ୍ର…

ସେଁପୁରରେ ଜମୁଛି ଧନୁଯାତ୍ରା ମହୋତ୍ସବ

ଭବାନୀପାଟଣା,୩୦ା୧୨ (ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସେଁପୁର ଦୁର୍ଗାମଣ୍ଡପ ପଡିଆରେ ଗୁରୁବାରଠାରୁ ଚାଲିଥିବା ଧନୁଯାତ୍ରା ମହୋତ୍ସବ ଜମିବାରେ ଲାଗିଛି। ଗ୍ରାମବାସୀଙ୍କ ସହଯୋଗରେ…

ଜାନୁଆରୀ ୧ରୁ ଓଡ଼ିଶାରୁ ୭ ସହରକୁ ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର,୩୦।୧୨(ଅନିଲ ଦାସ): ଆସନ୍ତା ଜାନୁୟାରୀ ପହିଲାରୁ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଦେଶର ୪ଟି ସହରକୁ ଏବଂ ଜାନୁଆରୀ ୩ ତାରିଖରୁ ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ…

ବଦଳିବ ମନ୍ଦିର, ପର୍ଯ୍ୟଟନୀ ସ୍ଥଳୀର ରୂପରେଖ : ୪୬ ପ୍ରକଳ୍ପ ଉନ୍ନତୀକରଣ ପାଇଁ ୪୪ କୋଟିର ପ୍ରସ୍ତାବ

ଭବାନୀପାଟଣା,୩୦ା୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ଥିବା ମନ୍ଦିର, ପର୍ଯ୍ୟଟନୀ ସ୍ଥଳୀର ରୂପରେଖ ଖୁବ୍‌ଶୀଘ୍ର ବଦଳିବାକୁ ଯାଉଛି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ଜିଲାରେ ଥିବା…

ଇତିହାସ ରଚିଲା ଇସ୍ରୋ, ଶ୍ରୀହରିକୋଟାରୁ ସଫଳତାର ସହ SpaDex Mission ଲଞ୍ଚ

ଶ୍ରୀହରିକୋଟା,୩୦।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ସୋମବାର ଇତିହାସ ରଚିଛି। ଇସ୍ରୋ ସଫଳତାର ସହିତ ଏହାର ଉଚ୍ଚାଭିଳାଷୀ ମିଶନ PSLV-C60 SpaDeX ଆରମ୍ଭ କରିଛି। ଏହି…

୫୦ ଟଙ୍କା ପାଇଁ ଲକ୍ଷେ ୨୦ ହଜାର ତଣ୍ଡ ଗଣିବେ ବିଦେଶୀ ମଦ ଦୋକାନୀ

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ):  ୫୦ଟଙ୍କା ପାଇଁ ଜଣେ ମଦ ଦୋକାନୀ ଲକ୍ଷେ ୨୦ହଜାର ଟଙ୍କା ତଣ୍ଡ ଗଣିବେ। ଖାଉଟି ଅଦାଲତଙ୍କ ଦ୍ୱାରା ରବିବାର ପ୍ରକାଶ ପାଇଥିବା ଏଭଳି…