କ୍ରିପ୍ଟୋ କରେନ୍ସି ନାଁରେ ୧ ଲକ୍ଷ ଠକେଇ

ବ୍ରହ୍ମପୁର,୩୦।୧୨(ସୁବାସ ଚନ୍ଦ୍ର ପାଢ଼ୀ): କ୍ରିପ୍ଟୋ କରେନ୍ସି ନାଁରେ ବ୍ରହ୍ମପୁରର ଜଣେ ଯୁବକଙ୍କଠାରୁ ଟଙ୍କା ଠକେଇ ହୋଇଛି। ସାଇବର ଠକ ପ୍ରାୟ ୧ ଲକ୍ଷ ଟଙ୍କା ଠକି ନେଇଥିବା…

ଦିଲ୍ଲୀ ପ୍ୟାରେଡ଼ରେ ଯୋଗଦେବେ ସୁମେଶ

ଗଞ୍ଜାମ,୩୦ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ସିନିୟର୍‌ ଡିଭିଜନ ନାଭାଲ ଏନ୍‌ସିସି କ୍ୟାଡେଟ ସୁମେଶ ପଲାଇ ଦିଲ୍ଲୀ ଜନପଥରେ ଅନୁଷ୍ଠିତ ହେବାକୁ ଥିବା ୨୦୨୫ ପ୍ୟାରେଡ଼ରେ ଭାଗ ନେବା…

ମନମୋହନଙ୍କୁ ନେଇ ସାରା ଦେଶ ଶୋକ ପାଳୁଥିବା ବେଳେ ଭିଏତନାମ ଗଲେ ରାହୁଲ ଗାନ୍ଧୀ, କଟାକ୍ଷ କଲା ଭାଜପା

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ସୋମବାର ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମାଲୋଚନା କରିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକର କିଛି…

ଫୁଲଟସ୍‌ ବଲ୍‌ରେ ଛକା ମାରି ଟଳିପଡ଼ିଲେ…କ୍ରିକେଟ ମଇଦାନରେ ଖେଳାଳିଙ୍କ ଦୁଃଖଦ ମୃତ୍ୟୁ

ମୁମ୍ବାଇ,୩୦।୧୨: ମହାରାଷ୍ଟ୍ରର ଜଲନା ସହରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏଠାରେ ଖ୍ରୀଷ୍ଟମାସ ଅବସରରେ ‘ଫ୍ରେସର ବଏଜ’ ଗ୍ରାଉଣ୍ଡରେ ଏକ କ୍ରିକେଟ ଟୁର୍ନାମେଣ୍ଟର ଆୟୋଜନ କରାଯାଇଥିଲା। ଖେଳ…

ଗୋଟିଏ ଛୋଟ ପକ୍ଷୀ କିଭଳି ବିମାନ ଦୁର୍ଘଟଣାର କାରଣ ପାଲଟିଥାଏ? ବନ୍ଧୁକ ଗୁଳିଠାରୁ ଅଧିକ ଘାତକ

ଚଳିତ ବର୍ଷ ସବୁଠାରୁ ଦକ୍ଷିଣ କୋରିଆରେ ଏଯାବତର ସବୁଠାରୁ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି।  ଜେଜୁ ଏୟାରଲାଇନ୍ସର ବିମାନ ବ୍ୟାଙ୍କକ୍‌ରୁ ଉଡ଼ାଣ ଭରିବା ପରେ ମୁଆନ ଅନ୍ତର୍ଜାତୀୟ…

୨୪ ଘଣ୍ଟା ପରେ ଆହୁରି ଖସିବ ପାରଦ

ନୂଆବର୍ଷରୁ ରାଜ୍ୟକୁ ପୁଣି ଫେରିବ ଶୀତ ।୨୪ ଘଣ୍ଟା ପରେ ରାଜ୍ୟରେ ଆହୁରି ଖସିବ ପାରଦ । ଏବେ ପାରଦ ଖସିବା ସହ ଅନୁଭୂତ ହେଉଛି ଶୀତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଭୁବନେଶ୍ୱର, ଝାରସୁଗୁଡାରୁ ଏଣିକି ଏହି ସବୁ ସହରକୁ ଉଡ଼ିବ ବିମାନ

ଭୁବନେଶ୍ୱର,୩୦।୧୨: ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡାରୁ  ଅଧିକ ସହରକୁ ସିଧାସଳଖ ଯୋଡି ହେବ ବିମାନସେବା । ଜାନୁଆରୀ ୧ରୁ ଝାରସୁଗୁଡା…

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍

ଭୁବନେଶ୍ୱର,୩୦।୧୨: ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍। ସରକାରୀ ସୂତ୍ରରୁ ପ୍ରକାଶ ଯେ ଦୁଇଟି ଡବଲ ଡେକର ଇଲେକ୍ଟ୍ରିକ୍ ବସ୍ ମୁମ୍ବାଇରୁ ଓଡିଶା…

ଯାତ୍ରାରେ ଅଶ୍ଳୀଳ ନୃତ୍ୟ: ସାହୁ ଭାଉଜଙ୍କ ବିରୋଧରେ ପୋଲିସ ରୁଜୁ କଲା ମାମଲା

ମାଲକାନଗିରି, ୩୦ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦର ବ୍ଲକ କତାମେଟାରେ ଶନିବାର ଶ୍ରୀକ୍ଷେତ୍ର ଅପେରା ଯାତ୍ରା କରୁଥିବା ବେଳେ ଜଣେ ତରୁଣୀଙ୍କ ଅଶ୍ଳୀଳ ନୃତ୍ୟକୁ ଆଧାରକରି ତାଙ୍କ…

ବିକ୍ରି ହୋଇପାରୁନି ଧାନ, ପାଠପଢା ଛାଡ଼ି ଧାରଣାରେ ବସିଲେ ମାଟ୍ରିକ ଛାତ୍ର

ବରଗଡ଼,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ କୃଷିପ୍ରଧାନ ଜିଲା। କୃଷି ହିଁ ଜିଲାବାସୀଙ୍କ ଜୀବନ ଜୀବିକା। କୃଷିକ୍ଷେତ୍ରରେ ବାଧା ଉପୁଜିଲେ ଜିଲାବାସୀଙ୍କ ଜନଜୀବନ ମଧ୍ୟ ପ୍ରଭାବିତ ହୋଇଥାଏ। ଏଭଳି ଏକ…