ଚାଇନାକୁ ଦମ ଦେଖାଇଲା ଭାରତ! ୧୪୦୦୦ଫୁଟ ଉପରେ ଲଗାଇଲା ଶିବାଜୀଙ୍କ ବିଶାଳ ପ୍ରତିମା

ନୂଆଦିଲ୍ଲୀ,୨୮।୧୨: ଭାରତ ପୁଣି ଥରେ ଚାଇନାକୁ ନିଜର ଶକ୍ତି ଦେଖାଇଛି। ଭାରତୀୟ ସେନା ଲଦାଖରେ ଛତ୍ରପତି ଶିବାଜୀ ମହାରାଜଙ୍କ ଏକ ବିରାଟ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛି। ଛତ୍ରପତି…

କୋମ୍ବିଂ ବେଳେ ଧରାପଡ଼ିଲେ ୩ ମହିଳା କ୍ୟାଡର ମାଓବାଦୀ

ମାଲକାନଗିରି,୨୮।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର ମାଓବାଦୀଙ୍କୁ…

ଆଦାମ ଗିଲକ୍ରିଷ୍ଟ, ମାଇକେଲଙ୍କୁ ଇଂରାଜୀରେ କ’ଣ କହିଲେ ନୀତୀଶ ରେଡ୍ଡୀଙ୍କ ପିତା, ଜାଣନ୍ତୁ…

ମେଲବୋର୍ନ,୨୮।୧୨: ନୀତୀଶ କୁମାର ରେଡ୍ଡୀ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ବିପକ୍ଷ ଡେବ୍ୟୁ ଟେଷ୍ଟ ସିରିଜରେ ଏକ ଶତକ ସ୍କୋର କରି ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆରେ…

୫ ବାବାଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ବର,୨୮।୧୨: ଭୁବନେଶ୍ବର ମୈତ୍ରିବିହାର ଥାନା ପୋଲିସ ଶନିବାର ୫ଜଣ ବାବାଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଛି। ଅଟକ ୫ ବାବା ବାହାର ରାଜ୍ୟର ବୋଲି ଜଣାପଡିଛି।…

ବରଫ ଭିତରେ ଦ୍ରୁତଗତିରେ ଟ୍ରାକ୍‌ରେ ଗଡୁଛି ଟ୍ରେନ୍‌, ଫଟୋ ଶେୟାର କରି ରେଳମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୨୮ା୧୨: ଜମ୍ମୁ -କଶ୍ମୀରର ବଣିହାଲ-ବାରମୂଳା ଟ୍ରାକ୍‌ରେ ଟ୍ରେନ୍‌ ପ୍ରବଳ ବରଫ ଭିତରେ କ୍ଷୀପ୍ର ବେଗରେ ଗତି କରୁଛି। ଏହାର ଏକ ଫଟୋ ଶେୟାର କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ…

ଗଞ୍ଜେଇ ଭର୍ତ୍ତି ୨ କାର୍‌ ଜବତ, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୨୮ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଟିମ୍‌ ଶନିବାର ଚଢ଼ାଉ କରି ୨ଟି ଗଞ୍ଜେଇ ଭର୍ତ୍ତି କାର୍‌ ଜବତ କରିଥିବାବେଳେ ୩ ଜଣଙ୍କୁ…

‘ମୋଦି ସରକାର କରିଛନ୍ତି ଅପମାନ’, ମନମୋହନ ସିଂଙ୍କ ଅନ୍ତିମ ସଂସ୍କାରକୁ ନେଇ ରାଗିଲେ ରାହୁଲ

ନୂଆଦିଲ୍ଲୀ,୨୮।୧୨: ଅର୍ଥନୈତିକ ସଂସ୍କାରର ଜନକ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଶନିବାର (୨୮ ଡିସେମ୍ବର ୨୦୨୪)ରେ ନିଗମ ବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନରେ ଶେଷ ବିଦାୟ…

ରାଶିଫଳ: ରବିବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ସକାଳୁ ସକାଳୁ ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାତିତ ଭାବେ ପାଇ ଖୁସି ହୋଇଯିବେ। କର୍ମକ୍ଷେତ୍ରରେ…

ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ…

କଂଗ୍ରେସର ଦାବି ମାନିନେଲେ ମୋଦି ସରକାର

ନୂଆଦିଲ୍ଲୀ,୨୮।୧୨: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଶୁକ୍ରବାର (ଡିସେମ୍ବର ୨୫) ରାତିରେ ଘୋଷଣା କରିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ସ୍ମୃତି ଉଦ୍ଦେଶ୍ୟରେ ସରକାର ସ୍ଥାନ…